Posted inଜାତୀୟ

୩ ବର୍ଷ ଝିଅର ଶରୀର ଦାନ କଲେ ମାତାପିତା

ଯୋଧପୁର,୭।୬: ରାଜସ୍ଥାନର ଯୋଧପୁରରେ ଜଣେ ୩ ବର୍ଷ ଝିଅର ଶରୀର ଦାନ କରି ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ଝିଅଟିର ମାତାପିତା। ଏତେ କମ୍‌ ବୟସରେ ଶରୀର ଦାନ କରିବା ଏହା ଦେଶର ପ୍ରଥମ ଘଟଣା ବୋଲି କୁହାଯାଉଛି। ସୂଚନା ଅନୁଯାୟୀ, ଯୋଧପୁର ରୋଡଓ୍ବେଜରେ ଆସିଷ୍ଟାଣ୍ଡ ମ୍ୟାନେଜର ଭାବେ କାମ କରୁଥିବା ଉମ୍ମେଦ ସିଂଙ୍କ ୩ ବର୍ଷର କୋମଳ ମତି କନ୍ୟା ଜ୍ୟୋତିଙ୍କର ଗୁରୁବାର ମୃତ୍ୟୁ ହୋଇଥିଲା। ଏହାପରେ ତାଙ୍କ ଶରୀର ଦେଶର କାମରେ ଆସିବ ଭାବି ଉମ୍ମେଦ ଓ ତାଙ୍କ ପତ୍ନୀ ଜ୍ୟୋତିଙ୍କ ଶରୀର ଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। ତେବେ ଜ୍ୟୋତି ଜନ୍ମରୁ ହୃଦରୋଗରେ ପୀଡିତ ଥିଲେ ଓ ୩ ବର୍ଷ ବୟସରେ ତାଙ୍କର ମୃତ୍ୟୁ ହୋଇଛି।


All Right Reserved By Dharitri.Com

ଶିଶୁଙ୍କୁ ଯୌନ ନିର୍ଯାତନା ନେଇ କଠୋର ହେଲେ ସୁପ୍ରିମକୋର୍ଟ: ସବୁ ଜିଲାରେ ହେବ ପୋକ୍ସୋ କୋର୍ଟ

ନୂଆଦିଲ୍ଲୀ,୨୫ା୭(ପି.ଟି.)-  ଦେଶରେ ଶିଶୁଙ୍କ ପ୍ରତି ଯୌନ ନିର୍ଯାତନା ମାମଲା ବଢ଼ିବାରେ ଲାଗିଛି। ଏପରି କି କେତେକ ଜିଲାରେ ଏଭଳି ଶତାଧିକ ମାମଲା ଗଡ଼ୁଛି। ସୁପ୍ରିମକୋର୍ଟ ଏହାକୁ...

ଏପରି ଅଞ୍ଚଳ ଯେଉଁଠିକୁ ବରଯାତ୍ରୀ ଆସିବାକୁ କରନ୍ତି ଭୟ…

ବିବାହ ନେଇ ଯୁବତୀ ଯୁବକଙ୍କ ମନରେ ଥାଏ ଅସୁମାରୀ ସ୍ବପ୍ନ। ତେବେ ବିହାର ଭୋଜପୁରରେ ଯୁବତୀ ଯୁବକମାନେ ବିବାହ ବୟସ ହେଲେ ମଧ୍ୟ ବିବାହ କରିପାରୁ...

୩୩ ପ୍ରତିଶତ ଲୋକଙ୍କ ମତ:ମାନ୍ଦାବସ୍ଥାର କାରଣ ବିମୁଦ୍ରୀକରଣ

ନୂଆଦିଲ୍ଲୀ, ୮।୧୧:୨୦୧୬ ନଭେମ୍ବର ୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିମୁଦ୍ରୀକରଣ ଘୋଷଣା କରିଥିଲେ। ଏଥିଯୋଗୁ ୮୬% ନୋଟ୍‌ ଅଚଳ ଓ ଅବୈଧ ହୋଇଯାଇଥିଲା। ଏବେ ଏହାର...

କେଜରିଓ୍ବାଲଙ୍କ ଘର ସମ୍ମୁଖରେ ଭାଜପା କର୍ମକର୍ତ୍ତାଙ୍କ ବିକ୍ଷୋଭ ପ୍ରଦର୍ଶନ

ନୂଆଦିଲ୍ଲୀ,୨୬।୯: ନ୍ୟାସନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆରସି)କୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଦେଇଥିବା ବୟାନକୁ ନେଇ ଭାଜପା ପକ୍ଷରୁ ତାଙ୍କୁ ବିରୋଧ କରାଯାଇଛି। ଏନେଇ...

ପେହଲୁ ଖାନ୍‌ ହତ୍ୟା ମାମଲା: ପୁନଃତଦନ୍ତ ନିର୍ଦ୍ଦେଶ ଦେଲେ ଗେହଲଟ

ଜୟପୁର,୧୭ା୮: ବହୁଚର୍ଚ୍ଚିତ ପେହଲୁ ଖାନ୍‌ ଭିଡ଼ହିଂସା ମାମଲାରେ ତଳକୋର୍ଟ ସମସ୍ତ ୬ ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରିଦେବା ଘଟଣାକୁ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇବା...

ଇ-ସିଗାରେଟ ନିଷିଦ୍ଧ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ

ନୂଆଦିଲ୍ଲୀ,୩ା୧୨(ଆଇଏଏନ୍‌ଏସ୍‌): ଇଲେକ୍ଟ୍ରୋନିକ୍‌ ସିଗାରେଟ (ଇ-ସିଗାରେଟ) ଉତ୍ପାଦନ ଓ ବିକ୍ରି ନିଷିଦ୍ଧ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ ହୋଇଯାଇଛି। ପୂର୍ବରୁ ଏହା ଲୋକ ସଭାରେ ଗୃହୀତ ହୋଇଥିବାବେଳେ ସୋମବାର...

ହାଇଦ୍ରାବାଦ୍‌ ପୋଲିସଙ୍କୁ ସଲାମ: ନିର୍ଭୟାଙ୍କ ମା’

ନୂଆଦିଲ୍ଲୀ, ୬।୧୨: ତେଲେଙ୍ଗାନାର ଡାକ୍ତରାଣୀଙ୍କୁ ଗଣବଳାତ୍କାର କରିବା ପରେ ହତ୍ୟା କରିଥିବା ୪ ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ଶୁକ୍ରବାର ସକାଳୁ ଏଭଳି ଘଟଣା...

ସ୍ବରାଜ କୌଶଳଙ୍କୁ ପ୍ରେମ ବିବାହ କରିବା ପାଇଁ ପିତାଙ୍କୁ ମନର କଥା ଖୋଲି କହିଥିଲେ ସୁଷମା

ନୂଆଦିଲ୍ଲୀ,୭।୮: ପୂର୍ବ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ପ୍ରେମ ବିବାହ କରିବା ପାଇଁ ନିଜ ମନର କଥା ପିତା ହରଦେବ ଶର୍ମାଙ୍କୁ ଖୋଲି କହିଥିଲେ। ପିତା...

Leave a comment

Your email address will not be published. Required fields are marked *