ମହିଳାଙ୍କ ଦଗ୍ଧ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ଜମନକିରା,୨।୩(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଛେମୁଣ୍ଡା ଗାଁର ଜଣେ ମହିଳାଙ୍କ ଦଗ୍ଧ ମୃତଦେହ ସୋମବାର ଉଦ୍ଧାର କରାଯାଇଛି। ସେ ହେଲେ କ୍ଷମାନିଧି ନାଏକଙ୍କ ସ୍ତ୍ରୀ ପ୍ରେମଶୀଳା ନାଏକ (୫୩)। ତେବେ ପ୍ରେମଶୀଳା ଦେହରେ କିରୋସିନ ଢ଼ାଳି ସକାଳେ ଆତ୍ମହତ୍ୟା କରିଥିବା ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପଠାଇ ତଦନ୍ତ ଚଳାଇଛି। ତେବେ ଏହାକୁ ଏକ ହତ୍ୟାକାଣ୍ଡ ବୋଲି କୁହାଯାଉଥିବା ବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ଏହା ହତ୍ୟା କି ଆତ୍ମହତ୍ୟା ସ୍ପଷ୍ଟ ହେବ ବୋଲି ପୋଲିସ କହିଛି।


All Right Reserved By Dharitri.Com

ମଦ ବିରୋଧରେ ତାତିଲେ ମହିଳା

ଫୁଲବାଣୀ ଅଫିସ, ୨୯ା୮-ଜି.ଉଦୟଗିରି ବ୍ଲକ କଳିଙ୍ଗା ଗ୍ରାମରେ ବ୍ୟାପକ ଦେଶୀ ଏବଂ ବିଦେଶୀ ମଦ କାରବାର ଚାଲିଛି ା ଥାନା ପାଖରୁ ମାତ୍ର ଅଳ୍ପ ଦୂରରେ...

କାଜୁଆଲ୍‌ଟିରେ ପ୍ରସବ କଲେ ଅସହାୟ ମହିଳା

କଟକ ଅଫିସ, ୮।୧୧ : ଏସ୍‌ସିବି ମେଡିକାଲର କାଜୁଆଲ୍‌ଟିରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଅନ୍ତଃସତ୍ତ୍ବା ଜଣେ ଅସହାୟ ମହିଳା କଟକ-ଭୁବନେଶ୍ୱର ରାସ୍ତା କଡ଼ରେ...

ଅନୁଗୋଳରେ ବାରବାଟୀ କ୍ରେଜ୍‌: ଉପସଭାପତିଙ୍କ ଘରେ ପ୍ରବଳ ଗହଳି

ଅନୁଗୋଳ ଅଫିସ, ୨୦।୧୨- କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ୨୨ ତାରିଖରେ ୱେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ସିରିଜ୍‌ର ନିର୍ଣ୍ଣାୟକ ତଥା ତୃତୀୟ ମ୍ୟାଚ...

ଅଧିକାର ପାଇଁ ଲଢେଇ କରିବାକୁ ଆହ୍ବାନ

ଖପ୍ରାଖୋଲ, ୧୮ା୧୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ହରିଶଙ୍କର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବିର୍ସା ମୁଣ୍ଡାଙ୍କ ୧୪୪ତମ ଜୟନ୍ତୀ ସମାରୋହ ଏସ୍‌ଟି, ଏସ୍‌ସି କର୍ମଚାରୀ ସଂଘ...

ଆକ୍ସନ ମୁଡ୍‌ରେ ଗଞ୍ଜାମ ଜିଲାପାଳ: ସାଇକେଲରେ ବୁଲି ତଦାରଖ କରୁଛନ୍ତି ସଫେଇ କାର୍ଯ୍ୟ, ବାହାରେ ପ୍ଲାଷ୍ଟିକ୍‌ ପକାଇଥିବାରୁ ମଦଦୋକାନକୁ ୧ ଲକ୍ଷ ଜରିମାନା

ବ୍ରହ୍ମପୁର ଅଫିସ,୧୨ା୩-ବ୍ରହ୍ମପୁର ସହରକୁ ସ୍ବଚ୍ଛ ଓ ସୁନ୍ଦର କରିବାକୁ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଜିରୋ ସ୍ବିପିଂ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ମାର୍ଚ୍ଚ ୧ରୁ...

ଜିଲାପାଳଙ୍କୁ ଭେଟିଲା ପୌରାଞ୍ଚଳ ପଟ୍ଟାବିହୀନ ବାସିନ୍ଦା ସଂଘ

ବାରିପଦା ଅଫିସ,୩ା୧୨- ମୟୂରଭଞ୍ଜ ଜିଲା ବାରିପଦା ପୌରାଞ୍ଚଳ ପଟ୍ଟାବିହୀନ ବାସିନ୍ଦା ସଂଘର ଏକ ପ୍ରତିନିଧି ଦଳ ସୋମବାର ଜିଲାପାଳ ବିନୀତ ଭରଦ୍ୱାଜଙ୍କୁ ସାକ୍ଷାତ କରି ସଂଘର...

ଡାକ୍ତରଖାନା ଓ ଆରଟିଓ ଅଫିସରୁ ୪ ଦଲାଲ ଗିରଫ

ବାରିପଦା ଅଫିସ,୨୭ା୯- ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡ଼ିକାଲ କଲେଜ ଓ ରାଇରଙ୍ଗପୁରସ୍ଥିତ ଅତିରିକ୍ତ ଜିଲା ଆଞ୍ଚଳିକ ପରିବହନ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରୁ...

୬ ଦଫା ଦାବି ନେଇ କେନ୍ଦୁପତ୍ର ଶ୍ରମିକଙ୍କ ରାସ୍ତାରୋକୋ

ଜମନକିରା,୧୧।୩(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ଅଞ୍ଚଳରେ କାର୍ଯ୍ୟରତ କେନ୍ଦୁପତ୍ର ଶ୍ରମିକ, ତୋଳାଳି କର୍ମଚାରୀ, ବନ୍ଧେଇ ଶ୍ରମିକମାନେ ବୁଧବାର ଜମନକିରା ବ୍ଲକ୍‌ ମୁଖ୍ୟଛକ ରାଜରାସ୍ତା ୫୩କୁ...

Leave a comment

Your email address will not be published. Required fields are marked *