Posted inUncategorized

୨୪ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ,୭।୬: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣପୁର୍ବ ମୌସୁମୀ ବାୟୁ କେର ଛୁଇଁବ ବୋଲି ଅନୁମାନ କରିଛି ଜାତୀୟ ପାଣିପାଗ ବିଭାଗ। ଏହାର ପ୍ରଭାବରେ ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ଉତ୍ତର ପୂର୍ବ ରାଜ୍ୟ ଯଥା: ଆସାମ, ମେଘାଳୟ, ମଣିପୁର, ନାଗାଲାଣ୍ଡ, ମିଜୋରାମ ଓ ତ୍ରିପୁରାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପ୍ରକାଶ କରିଛି ଆଇଏମ୍‌ଡି। ତେବେ ରାୟଲସୀମା, ତାମିଲ ନାଡୁ, ପୁଡୁଚେରୀ ଓ କାରାଇକାଲରେ ବର୍ଷା ସହ ବିଜୁଳି ଓ ୪୦-୫୦ କିଲୋମିଟର ବେଗରେ ପବନ ହେବାର ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ।


All Right Reserved By Dharitri.Com

Posted inUncategorized View All

ଧାନ ରୋଇବା ବେଳେ ବଜ୍ରପାତ, ମହିଳା ମୃତ

ପାତ୍ରପୁର,୧୭ା୮(ଡି.ଏନ.ଏ.): ଜରଡ଼ା ଥାନା ପାତ୍ରପୁର ବ୍ଲକ ଗୁଣ୍ଡ୍ରା ପଞ୍ଚାୟତ ରାଙ୍କୁଡ଼ା ଗ୍ରାମରେ ଶନିବାର ଅପରାହ୍ନରେ ବିଲରେ କାମ କରୁଥିବା ଜଣେ ମହିଳା ଶ୍ରମିକଙ୍କ ବଜ୍ରପାତରେ ମୃତ୍ୟୁ...

ଦାରିଙ୍ଗବାଡ଼ିରେ ମୃଦୁ ଭୂମିକମ୍ପ, ଲୋକେ ଆତଙ୍କିତ

ଦାରିଙ୍ଗବାଡ଼ି,୫।୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଥିଲା। ଫଳରେ ଅଞ୍ଚଳବାସୀ ଆତଙ୍କିତ ହୋଇ ଘରୁ ବାହାରକୁ...

ପୁରୁଷ ଓ ରୋଷେଇ

ରୁଦ୍ର ପ୍ରସନ୍ନ ରଥ କିଛିଦିନ ତଳେ ଟ୍ବିନ୍‌ ସିଟି କମିଶନରେଟ ପୋଲିସ୍‌ର ପୋଲିସ୍‌ କମିଶନର ସୁଧାଂଶୁ ଷଡଙ୍ଗୀ ରୋଷେଇ କରିବାକୁ ନେଇ ଗୋଟିଏ ଛୋଟିଆ ମନ୍ତବ୍ୟ...

ଲଣ୍ଡନ ରାସ୍ତାରେ ନୋରାଙ୍କ ଡ୍ୟାନ୍ସ

ମୁମ୍ବାଇ: ଫ୍ୟାନ୍‌ମାନଙ୍କୁ କିଭଳି ଏଣ୍ଟରଟେନ୍‌ କରିବାକୁ ହୁଏ ସେ କଳା ନୋରା ଫତେହିଙ୍କୁ ଭଲ ଭାବେ ଜଣା। ଆକର୍ଷଣୀୟ ବ୍ୟକ୍ତିତ୍ୱ ସାଙ୍ଗକୁ ଉଚ୍ଚକୋଟୀର ନୃତ୍ୟରେ ସେ...

୨୦୨୨ ବିଶ୍ୱକପ୍‌ରେ ୩୨ ଟିମ୍‌

ଲାଉସେନ, ୨୩।୫(ଏଏଫ୍‌ପି)- ୨୦୨୨ କାତାରରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ରେ ୪୮ଟି ଟିମ୍‌କୁ ସାମିଲ କରିବା ନେଇ ଫୁଟ୍‌ବଲର ସର୍ବୋଚ୍ଚ ସଂସ୍ଥା କରିଥିବା ଯୋଜନାରୁ ଓହରି...

୫ ଅଜବ ଅନ୍ଧବିଶ୍ୱାସ: ଯାହାକୁ ଲୋକେ କରନ୍ତି ବିଶ୍ୱାସ

ଆଜିର ଅତ୍ୟାଧୁନିକ ଯୁଗରେ ମଧ୍ୟ ଅନେକ ପ୍ରକାର ଅନ୍ଧ ବିଶ୍ୱାସ ରହିଛି। ଯେପରି କେହି ବିରାଡି ରାସ୍ତା କାଟିବାକୁ କେତେଜଣ ଅଶୁଭ କହିଥାନ୍ତି ତ କେତେକ...

Leave a comment

Your email address will not be published. Required fields are marked *