କେନାଲ କାମରେ ଅନିୟମିତତା: ବିରୋଧ କରି କାର୍ଯ୍ୟବନ୍ଦ କଲେ ଗ୍ରାମବାସୀ

ଜମନକିରା,୩।୩(ଡି.ଏନ୍‌.ଏ): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡସ୍ଥ କ୍ଷୁଦ୍ର ଓ ମଧ୍ୟମ ଜଳସେଚନ ବିଭାଗ (ଏମ୍‌ଆଇପି) ପକ୍ଷରୁ ଜମନକିରା ବ୍ଲକ୍‌ ସଦର ମହକୁମାର ମୁଖ୍ୟ କେନାଲ କାମକୁ ଖଇରଡିହି ଗ୍ରାମବାସୀ ବିରୋଧ କରିଛନ୍ତି।
କାର୍ଯ୍ୟରେ ଅନିୟମିତତା ଦର୍ଶାଇ ସୋମବାର ଗ୍ରାମବାସୀ ଏହାକୁ ବିରୋଧ କରି କାମ ବନ୍ଦ କରିଥିଲେ। ବିଭାଗ ଅଧିକାରୀ ଆସି କାମ ତଦାରଖ କରିବା ପରେ କାମ ଆରମ୍ଭ କରାଯିବ ବୋଲି ଗ୍ରାମବାସୀ କହିଛନ୍ତି। ଏସଂକ୍ରାନ୍ତରେ ବିଭାଗୀୟ କୁଚିଣ୍ଡା ସହକାରୀ ଯନ୍ତ୍ରୀ ମୃତ୍ୟୁଞ୍ଜୟ ମହାନ୍ତିଙ୍କୁ ପଚାରିବାରୁ ସେ ଅଭିଯୋଗ ହୋଇଥିବା କଥାକୁ ସ୍ବୀକାର କରିଥିବା ବେଳେ କନିଷ୍ଠଯନ୍ତ୍ରୀ ଯାଇ କାମ ତଦାରଖ କଲାପରେ କାମ କରାଯିବ ବୋଲି କହିଛନ୍ତି। ତେବେ ଯଦି କାମରେ ତ୍ରୁଟି ପରିଲଖିତ ହୁଏ, ତାହା ଭଙ୍ଗାଯାଇ ପୁନର୍ବାର କରାଯିବ ବୋଲି ସେ କହିଛନ୍ତି।


All Right Reserved By Dharitri.Com

ତେଜରାତି ଦୋକାନରେ ଅଗ୍ନିକାଣ୍ଡ ଘଟଣା: ଗୁରୁତର ବାପ, ପୁଅ ମୃତ

ଧାମନଗର(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ କଟସାହି ପଞ୍ଚାୟତର ଶ୍ୟାମଚାନ୍ଦ ପାଟଣା ଗ୍ରାମରେ ଶନିବାର ଅଗ୍ନିକାଣ୍ଡ ଘଟି ବାପ, ପୁଅ ଗୁରୁତର ହୋଇଥିଲେ। ରବିବାର ଉଭୟ...

ଜେଏମ୍‌ଏଫ୍‌ସି କୋର୍ଟ ଉଦ୍‌ଘାଟିତ

ଧର୍ମଗଡ଼,୨୬।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରାଠାରେ ସୋମବାର ଜେଏମ୍‌ଏଫ୍‌ସି କୋର୍ଟ ଉଦ୍‌ଘାଟିତ ହୋଇଯାଇଛି। ଦୀର୍ଘଦିନର ଦାବି ପୂରଣ ହୋଇଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ଏହି...

ଶେରଗଡ ସମିତିସଭ୍ୟା ପଦବୀ ଅସିଦ୍ଧ ଘୋଷଣା: ସ୍ଥଗିତାଦେଶ ଆଣିଲେ ବିଜୟୀ ପ୍ରାର୍ଥିନୀ

ଶେରଗଡ,୧ା୯(ଡି.ଏନ.ଏ.)- ଶେରଗଡ ପଞ୍ଚାୟତ ସମିତିସଭ୍ୟା ପଦବୀକୁ ନେଇ ବିବାଦ ଥମୁନି। ପରାଜିତ ପ୍ରାର୍ଥତ୍ନୀ ବିଜୟୀ ପ୍ରାର୍ଥତ୍ନୀଙ୍କ ନିର୍ବାଚନ ଲଢିବାକୁ ବୟସ ହୋଇ ନ ଥିବାରୁ ତାଙ୍କ...

ପୋଲିସ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମ ଗୁରୁତର, ପିସ୍ତଲ ଜବତ୍‌

ବଲାଙ୍ଗୀର ଅଫିସ, ୧୭ା୬:  ବଲାଙ୍ଗୀର ଜିଲା ପୁଇଁନ୍ତଲା ଥାନା ଅନ୍ତର୍ଗତ ମହୀମୁଣ୍ଡା-ଦୁହେଲ ରାସ୍ତାରେ ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମ ରଣାଙ୍କୁ ପୋଲିସ ଏନ୍‌କାଉଣ୍ଟର କରିଛି। ଏଥିରେ ସୀତାରାମ...

୧୦୮୦ ଶିଶୁଙ୍କୁ ଦିଆଗଲା ‘ସ୍ବର୍ଣ୍ଣପ୍ରାଶନ’

ବ୍ରହ୍ମପୁର ଅଫିସ,୧୭ା୧୨- ବ୍ରହ୍ମପୁର ଉପକଣ୍ଠ ଆଙ୍କୁଶପୁରସ୍ଥିତ କବିରାଜ ଅନନ୍ତ ତ୍ରିପାଠୀ ଶର୍ମା(କେଏଟିଏସ୍‌) ଆୟୁର୍ବେଦ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଶିଶୁମାନଙ୍କ ପାଇଁ ଟିକାକରଣ ଶିବିର ମଙ୍ଗଳବାର ଅନୁଷ୍ଠିତ...

କାମ ଦେବା ନାଁରେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗ

ଗଞ୍ଜାମ,୨୬ା୫(ଡି.ଏନ.ଏ.)-ଗଞ୍ଜାମ ଥାନା ଅଞ୍ଚଳରେ କାମ ଦେବା ନାଁରେ ଜଣେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ହୋଇଥିବା ନେଇ ଶନିବାର ଥାନାରେ ଅଭିଯୋଗ ହୋଇଛି। ଏତଲାକୁ ଭିତ୍ତିକରି ଗଞ୍ଜାମ...

ବୃନ୍ଦାବନଙ୍କ ଘରେ ପଡ଼ିଛି ତାଲା, ରାସ୍ତାରେ ବୃଦ୍ଧା ମା’

ଛତ୍ରପୁର,୨୯ା୨(ଡି.ଏନ.ଏ) – ଛତ୍ରପୁର ଥାନା ଅନ୍ତର୍ଗତ ପାଲିଆ ଛତ୍ରପୁରସ୍ଥିତ ଘରୁ ବୃନ୍ଦାବନ ବେହେରା ଏବଂ ତାଙ୍କ ସ୍ତ୍ରୀ ଉର୍ମିଳା ଓ ଝିଅ ସୁନିତାଙ୍କ ମୃତଦେହ ବୁଧବାର...

ପଥରରେ ଛେଚି ଜଣଙ୍କୁ ହତ୍ୟା: ମୃତଦେହ ଉଦ୍ଧାର

ଯୋଡ଼ା,୧୩।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ କାଳିମାଟି ନୂଆ ହଟିଂ ରାସ୍ତାପାର୍ଶ୍ୱରୁ ଜଣଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ବାମେବାରୀ ଥାନା ଓଆଇସି ଅମିତାଭ...

Leave a comment

Your email address will not be published. Required fields are marked *