କମିଲା ସଂକ୍ରମଣ: ଆଜି ରାଜ୍ୟରୁ ୧୯୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୨ା୯(ବ୍ୟୁରୋ): ରାଜ୍ୟରୁ ସୋମବାର ୧୯୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୦,୪୩୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୧୫ ଜଣ ଚିହ୍ନଟ ହୋଇଥିବା ବେଳେ ୭୯ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୨୨ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୩ ଏବଂ କଳାହାଣ୍ଡିରୁ ୧୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧, ବାଲେଶ୍ୱର ୧, ବଲାଙ୍ଗୀର ୧୧, ଦେବଗଡ଼ ୩, ଢେଙ୍କାନାଳ ୧, ଗଞ୍ଜାମ ୧, ଯାଜପୁର ୬, ଝାରସୁଗୁଡ଼ା ୩, କଳାହାଣ୍ଡି ୧୬, କନ୍ଧମାଳ ୩ କେନ୍ଦ୍ରାପଡ଼ା ୧, କେନ୍ଦୁଝର ୧, କୋରାପୁଟ ୩, ମୟୂରଭଞ୍ଜ୨, ନବରଙ୍ଗପୁର ୧୧, ନୟାଗଡ଼ ୬, ନୂଆପଡ଼ା ୧୧, ପୁରୀ ୪, ରାୟଗଡ଼ା ୨, ସମ୍ବଲପୁର ୯, ସୋନପୁରରୁ ୪ ଏବଂ ସୁନ୍ଦରଗଡ଼ରୁ ୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୯।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୦,୪୩୪ରେ ପହଞ୍ଚିଥିବା ବେଳେ ୧୩,୧୯,୩୭୯ ଜଣ ସୁସ୍ଥ ହୋଇଛନ୍ତି। ୧୮୧୭ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲୋକନାଥ ମନ୍ଦିର: ବେଢ଼ାରେ ଜମିଛି ପାଣି, ଭକ୍ତଙ୍କ ଦର୍ଶନରେ ବାଧା

ପୁରୀ ଅଫିସ, ୯ା୮: ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିରରେ ପାଣି ଜମିଛିି। ପ୍ରାୟ ଫୁଟେ ଉଚ୍ଚର ପାଣି ଭିତର ବେଢ଼ାରେ ଜମି ଥିବାରୁ ଭକ୍ତଙ୍କ ଦର୍ଶନରେ...

ପ୍ଲାଷ୍ଟିକ ବ୍ୟବହାର ନ କରିବାକୁ ଶପଥ

ପୁରୀ ଅଫିସ, ୨ା୧୦:ପୁରୀ ଜିଲାସ୍ତରୀୟ ୧୫୦ତମ ଗାନ୍ଧୀ ଓ ୧୧୫ତମ ଶାସ୍ତ୍ରୀ ଜୟନ୍ତୀ ବୁଧବାର ପାଳିତ ହୋଇଛି। ସକାଳେ ଗାନ୍ଧୀ ଘାଟଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଳ...

ରାଉରକେଲା ଅଖା ଗୋଦାମରେ ଅଗ୍ନିକାଣ୍ଡ

ରାଉରକେଲା,୨୮।୩: ରାଉରକେଲା ପାଓ୍ବାର ହାଉସ୍‌ ରୋଡ୍‌ ଏକ ଇଂଲିଶ ମିଡିୟମ ସ୍କୁଲ ନିକଟରେ ଥିବା ଅଖା ଗୋଦାମରେ ରବିବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି। ଖବର ପାଇ...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୧୪୯ ଆକ୍ରାନ୍ତ; ମୋଟ ଆରୋଗ୍ୟ ସଂଖ୍ୟା ୫,୫୦୨କୁ ବୃଦ୍ଧି

ଭୁବନେଶ୍ୱର, ୨।୭(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୪୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୪୯ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧା...

କ୍ଷେତ୍ର ପରିଦର୍ଶନ କଲେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର

ଆସିକା,୩ା୭(ଡି.ଏନ୍‌.ଏ.)- ଆସିକା ବାଲିପଦର ମୁଖ୍ୟ ରାସ୍ତାର ବାବନପୁର ସଂଲଗ୍ନ ଗଡଗଡିଆ ପାହାଡ ପାଦ ଦେଶରେ ଆସିକା ଏନ୍‌ଏସି ପକ୍ଷରୁ ବର୍ଯ୍ୟବସ୍ତୁ ପରିଚାଳନା ପ୍ରକଳ୍ପ ନିର୍ମାଣ ଲାଗି...

ଜମିବାଡି ବିବାଦରୁ ପୁତୁରାଙ୍କୁ ହତ୍ୟା

ସିନାପାଲି,୧୬।୧: ନୂଆପଡା ଜିଲା ସିନାପାଲି ଥାନା ଗମ୍ଭାରୀଗୁଡ଼ା ଗ୍ରାମରେ ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ନନ୍ଦ ଖର୍ସେଲ (୩୫)।...

୩ ବର୍ଷର ପୁଅଙ୍କୁ ମାରି ଫାଶି ଲଗାଇଲେ ବାପା

ଝରିଗାଁ,୧୨।୮(ସ୍ବ.ପ୍ର.): ନିଶାଗ୍ରସ୍ତ ମଣିଷ ନିଜର ହିତାହିତ ଜ୍ଞାନ ଭୁଲିଯାଏ। ନିଶାର ବଶବର୍ତ୍ତୀ ହୋଇ ମଣିଷ ବଡ଼ବଡ଼ ଭୁଲ୍‌ କରିବସେ। ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି...

ପୌର ଟିକସ ବୃଦ୍ଧି ଲାଗି ମ୍ୟୁନିସିପାଲ ପ୍ରିମିୟର ଲିଗ୍‌

ଭୁବନେଶ୍ୱର, ୪।୧(ବ୍ୟୁରୋ): ପୌରସଂସ୍ଥା ଗୁଡିକର ରାଜସ୍ବ ବୃଦ୍ଧି ସହିତ ସେଗୁଡିକୁ ଆତ୍ମନିର୍ଭରଶୀଳ କରିବାପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ’ମ୍ୟୁନିସିପାଲ ପ୍ରିମିୟର ଲିଗ୍‌...

Advertisement
Archives

Model This Week