ବିଶ୍ୱକପ୍‌ରୁ ଶେହଜାଦ ଆଉଟ୍‌

ଲଣ୍ଡନ,୭।୬-ଆଫଗାନିସ୍ତାନର ଉଇକେଟ କିପର ବ୍ୟାଟ୍ସମ୍ୟାନ ମହମ୍ମଦ ଶେହଜାଦ୍‌ ଚଳିତ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ଆଣ୍ଠୁରେ ଆଘାତ ଲାଗିଥିବା ସ୍ପଷ୍ଟ ହୋଇଛି। ତାଙ୍କ ବଦଳରେ ବାମହାତୀ ଉଇକେଟ କିପର ଇକ୍ରାମ ଅଲି ଖିଲଙ୍କୁ ଦଳରେ ସାମିଲ କରାଯାଇଛି। ପାକିସ୍ତାନ ବିପକ୍ଷ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ଶେହଜାଦ୍‌ ଆହତ ହୋଇଥିଲେ। ଏହା ସତ୍ତ୍ୱେ ସେ ଅଷ୍ଟ୍ରେଲିଆ ଓ ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଖେଳିଥିଲେ। ଏଣୁ ସମସ୍ୟା ବୃଦ୍ଧି ପାଇବାରୁ ସେ ଟୁର୍ନାମେଣ୍ଟରୁ ବାଦ୍‌ ପଡ଼ିଛନ୍ତି। ଏହି ଓପନର ଅଷ୍ଟ୍ରେଲିଆ ବିପକ୍ଷରେ ଖାତା ଖୋଲିପାରି ନ ଥିବାବେଳେ ଦ୍ୱିତୀୟ ମ୍ୟାଚ୍‌ରେ କେବଳ ୭ ରନ୍‌ କରିଥିଲେ। ଉଭୟ ମ୍ୟାଚ୍‌ରେ ଆଫଗାନିସ୍ତାନ ପରାସ୍ତ ହୋଇଥିଲା। ଖିଲ ଚଳିତ ବର୍ଷ ଆୟର୍ଲାଣ୍ଡ ବିପକ୍ଷରେ ଅନ୍ତର୍ଜାତୀୟ ପର୍ଦାପଣ କରିବା ପରେ ଏ ପର୍ଯ୍ୟନ୍ତ ୨ ମ୍ୟାଚ୍‌ ଖେଳିଛନ୍ତି। ଆଫଗାନିସ୍ତାନ ଦଳ ୮ ତାରିଖରେ ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ଭେଟିବ।


All Right Reserved By

ନିଜ ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିଛନ୍ତି ଏହିସବୁ କ୍ରିକେଟର୍‌

କ୍ରିକେଟରଙ୍କ ପ୍ରେମ ଏବଂ ବିବାହକୁ ନେଇ ସବୁବେଳେ ଚର୍ଚ୍ଚା ହୋଇଥାଏ। ବିଶ୍ୱରେ ଏମିତି କିଛିି କ୍ରିକେଟର ଅଛନ୍ତି ଯେଉଁମାନେ ନିଜ ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିଛନ୍ତି।...

ବହୁଦିନର ସ୍ବପ୍ନ ପୂରଣ ହୋଇଛି: କାର୍ତ୍ତିକ

କୋଲକାତା, ୧୬।୪(ପି.ଟି.)- ଯୁବ ଉଇକେଟ୍‌ କିପର ରିଷଭ ପନ୍ତଙ୍କୁ ପଛରେ ପକାଇ ଭେଟେରାନ ଦୀନେଶ କାର୍ତ୍ତିକ ଆସନ୍ତା ଆଇସିସି ବିଶ୍ୱକପ୍‌ ଲାଗି ଭାରତୀୟ ଦଳରେ ସ୍ଥାନ...

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌: ଚର୍ଚ୍ଚାରେ ଧୋନୀଙ୍କ ୭ ନମ୍ବର ଜର୍ସି

ନୂଆଦିଲ୍ଲୀ,୨୫ା୭(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ(ଆଇସିସି) ଟେଷ୍ଟ କ୍ରିକେଟକୁ ଅଧିକ ଲୋକପ୍ରିୟ କରିବା ଲାଗି ଆଗାମୀ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପରେ ଖେଳାଳିଙ୍କ ନାମ ଓ ଜର୍ସି ନମ୍ବର...

ଏଲଓସି ଗସ୍ତ କରିବେ ଆଫ୍ରିଦୀ

ନୂଆଦିଲ୍ଲୀ,୨୮।୮: ପୂର୍ବତନ ପାକିସ୍ତାନ ଅଲରାଉଣ୍ଡର ସାହିଦ ଆଫ୍ରିଦୀ ଲାଇନ ଅଫ୍‌ କଣ୍ଟ୍ରୋଲ (ଏଲଓସି) ଗସ୍ତ କରିବେ। ଏ ନେଇ ବୁଧବାର ସୂଚନା ଦେଇଛନ୍ତି। ଜମ୍ମୁ-କଶ୍ମୀର ଭାଇମାନଙ୍କୁ...

ଭାରତ ଆଗରେ ୨୪୦ ରନ୍‌ର ବିଜୟଲକ୍ଷ୍ୟ

ଭାରତ ଆଗରେ ୨୪୦ ରନ୍‌ର ବିଜୟ ଲକ୍ଷ୍ୟ ମାଞ୍ଚେଷ୍ଟର,୧୦।୭- ଭାରତୀୟ ଦଳକୁ ଚଳିତ ଆଇସିସି ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିବା ପାଇଁ ୨୪୦ ରନ୍‌ ଦରକାର।...

ଖେଳ ପଡ଼ିଆରୁ ଯୁଦ୍ଧ ପଡ଼ିଆ: ଧୋନୀଙ୍କ ମିଶନ କଶ୍ମୀର ଆରମ୍ଭ

ଶ୍ରୀନଗର,୩୧।୭: କ୍ରିକେଟର ମହେନ୍ଦ୍ର ସିଂ ଧୋନୀ ଏବେ ଖେଳ ପଡ଼ିଆରୁ ଯୁଦ୍ଧ ପଡ଼ିଆକୁ ଓହ୍ଲାଇଛନ୍ତି। ତାଙ୍କର ମିଶନ କଶ୍ମୀର ବୁଧବାରଠାରୁ ଆରମ୍ଭ ହୋଇଛି।ଏଠାରେ ୧୦୬-ପ୍ରାଦେଶିକ ସେନାରେ...

ଜୋକୋଭିଚ୍‌ ଚତୁର୍ଥ ରାଉଣ୍ଡରେ

ଲଣ୍ଡନ, ୬ା୭-ଗତଥରର ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ସର୍ବୀୟ ଖେଳାଳି ନୋଭାକ୍‌ ଜୋକୋଭିଚ୍‌ ଓ୍ବିମ୍ବେଲଡନ ଓପନ ଟେନିସ ପ୍ରତିଯୋଗିତାର ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ତେବେ ରନର୍ସଅପ୍‌...

ଉଗାଣ୍ଡା ପାରା ବ୍ୟାଡମିଣ୍ଟନ: ପ୍ରମୋଦଙ୍କୁ ଡବଲ ସ୍ବର୍ଣ୍ଣ

କଟକ ଅଫିସ,୨୯ା୪- ଉଗାଣ୍ଡାର କାମ୍ପାଲା ସ୍ଥିତ ଲୁଗୋଗୋ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ଉଗାଣ୍ଡା ପାରା ବ୍ୟାଡମିଣ୍ଟନ ଅନ୍ତର୍ଜାତୀୟ ଚାମ୍ପିୟନଶିପ୍‌ରେ ପୁଣି ଚମକିଛନ୍ତି ଓଡ଼ିଶାର ତାରକା ଖେଳାଳି...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *