ନୃତ୍ୟରେ ଡି.ଲିଟ୍‌. ପାଇଲେ ଶ୍ରୀନିବାସ ଘଟୁଆରୀ

ଭୁବନେଶ୍ୱର,୪ା୩(ବ୍ୟୁରୋ): ଜଣାଶୁଣା ଓଡ଼ିଶୀ ନୃତ୍ୟଶିଳ୍ପୀ ତଥା ନୃତ୍ୟ ସଂଯୋଜକ ଡ. ଶ୍ରୀନିବାସ ଘଟୁଆରୀ ଆଉଏକ ସଫଳତା ହାସଲ କରିଛନ୍ତି। ସେ ୟୁନିଭର୍ସିଟି ଅଫ୍‌ ସେଣ୍ଟ୍ରାଲ ଆମେରିକାରୁ ନୃତ୍ୟରେ ଡି. ଲିଟ୍‌ ଉପାଧି ଲାଭ କରିଛନ୍ତି। ‘ଶାସ୍ତ୍ରୀୟ ନୃତ୍ୟରେ ସଖୀଭାବର ମହତ୍ତ୍ୱପୂର୍ଣ୍ଣ ଭୂମିକା ଓ ତା’ର ପ୍ରଭାବ’ ଶୀର୍ଷକ ବିଷୟ ଉପରେ ଗବେଷଣା କରି ସେ ଏହି ଉପାଧି ଲାଭ କରିଛନ୍ତି। ଏହି ଉପାଧି ପାଇବା ସହ ସେ ଓଡ଼ିଶାକୁ ଅନ୍ତର୍ଜାତୀୟସ୍ତରରେ ଗୌରବାନ୍ବିତ କରିଛନ୍ତି।


All Right Reserved By Dharitri.Com

ସ୍କୁଲରେ ପଢ଼ାଇଲେ ଜିଲାପାଳ

ଫୁଲବାଣୀ ଅଫିସ, ୨୦ା୧୧- ଫୁଲବାଣୀ ବ୍ଲକ ଅଧୀନରେ ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ତଦାରଖ ଜିଲାପାଳ ଡା. ବୃନ୍ଦା ଡି ମଙ୍ଗଳବାର କରିଛନ୍ତି। ଦୁର୍ଗମ...

ଅର୍ଥମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଲା ଆନ୍ତଃମନ୍ତ୍ରୀସ୍ତରୀୟ ବୈଠକ, ସବିଶେଷ ଜାଣନ୍ତୁ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଲୋକସେବା ଭବନରେ ଆନ୍ତଃମନ୍ତ୍ରୀସ୍ତରୀୟ ବୈଠକ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ କରୋନା ମୁକାବିଲା...

ମେଡିକାଲରେ ୪ ମାସରେ ୮ ଥର ଠକେଇ: ରୋଗୀଙ୍କଠାରୁ ୮ଶହ ନେଇଗଲେ ଦଲାଲ

ଅନୁଗୋଳ ଅଫିସ, ୪।୯ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ମଙ୍ଗଳବାର ପୁଣି ଜଣେ ରୋଗୀ ଦଲାଲଙ୍କ ଠକାମିର ଶିକାର ହୋଇଛନ୍ତି। ଏହାକୁ ମିଶାଇ ଗତ...

ହ୍ବାଟ୍‌ସ ଆପ୍‌, ଭିଡିଓ କଲିଂରେ ହେବ ଶୁଣାଣି

କଟକ ଅଫିସ୍‌,୯ା୪: ଲକ୍‌ଡାଉନ୍‌ର ପ୍ରଭାବ ନ୍ୟାୟିକ ବ୍ୟବସ୍ଥା ଉପରେ ପଡ଼ିଛି। ଅଦାଲତଗୁଡ଼ିକୁ ବନ୍ଦ ରଖାଯିବା ସହ ଶୁଣାଣିକୁ ମଧ୍ୟ ସ୍ଥଗିତ କରାଯାଇଛି। ଫଳରେ ଆବେଦନକାରୀ, ପ୍ରତିପକ୍ଷ...

ମାଲିକଙ୍କ ଜୀବନ ବଞ୍ଚାଇଲା କୁକୁର: ସାପକୁ ମାରି ମଲା

ଗୋପାଳପୁର,୨୦ା୧୨- ନିଜ ଜୀବନକୁ ବଳି ଦେଇ ମାଲିକଙ୍କୁ ବଞ୍ଚାଇଛି ପୋଷା କୁକୁର। ଏଭଳି ଘଟଣା ଘଟିଛି ଗଂଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ରଣ୍ଢା ପଞ୍ଚମା ରୋଡରେ।...

ମାନବ ସେବା ଆଧ୍ୟାତ୍ମିକତାର ପ୍ରସାରିତ ରୂପ: ରାଜ୍ୟପାଳ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ସେବାର ସୀମା ସରହଦ୍‌ ନାହିଁ। ଏହା କୌଣସି ମନୁଷ୍ୟକୃତ ବିଭେଦକୁ ସ୍ବୀକାର କରେ ନାହିଁ। ମାନବ ସେବା ହେଉଛି ଆଧ୍ୟାତ୍ମିକତାର ପ୍ରସାରିତ ରୂପ।...

ବିଏମ୍‌ସିର ମଣ୍ଡପ ସିଲ୍‌ ପ୍ରକ୍ରିୟା ବନ୍ଦ ହୋଇଯିବ

ଭୁବନେଶ୍ୱର, ୮ା୨(ବ୍ୟୁରୋ): ବିନା ବିଲଡିଂ ପ୍ଲାନ୍‌ ଅନୁମୋଦନରେ କୋଠା ନିର୍ମାଣ, ବିନା ଟ୍ରେଡ୍‌ ଲାଇସେନ୍ସରେ ବ୍ୟବସାୟ କରୁଥିବା, ହୋଲ୍ଡିଂ ଟିକସ ଫାଙ୍କୁଥିବା, ପାର୍କିଂ ସୁବିଧା ନ...

କୁନ୍ଦୁଲି ଗଣବଳାତ୍କାର ମାମଲା: ହାଇକୋର୍ଟରେ ଷ୍ଟାଟସ୍‌ ରିପୋର୍ଟ ଦାଖଲ କଲା ଏସ୍‌ଆଇଟି

କଟକ ଅଫିସ,୧୬।୧୨: କୁନ୍ଦୁଲି ଗଣବଳାତ୍କାର ଘଟଣାର ତଦନ୍ତ ପାଇଁ ଗଠିତ ଏସ୍‌ଆଇଟି ସୋମବାର ହାଇକୋର୍ଟରେ ଷ୍ଟାଟସ ରିପୋର୍ଟ ଦାଖଲ କରିଛି। ସିଲ୍‌ କଭର ମଧ୍ୟରେ ଏହି...

Leave a comment

Your email address will not be published. Required fields are marked *