ଅଟକିଲା ନାବାଳିକା ବିବାହ

ନୟାଗଡ ଅଫିସ,୪।୩-ନୟାଗଡ ଜିଲା ଦଶପଲ୍ଲା ବ୍ଲକର ଘୋଳାହାଣ୍ଡି ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କର ବିବାହ ବନ୍ଦ କରାଇବାରେ ଜିଲା ଶିଶୁ ସୁରକ୍ଷା ୟୁନିଟ୍‌ ଓ ଚାଇଲ୍ଡ ଲାଇନ ସଫଳ ହୋଇଛନ୍ତି । ସୋମବାର ରାତିରେ ନିର୍ବନ୍ଧ ହୋଇଥିଲା । ମଙ୍ଗଳବାର ବିବାହ ହେବା ପାଇଁ ପ୍ରସ୍ତୁତି ଜାରି ରହିଥିଲା । ବରଯାତ୍ରୀ ଭୋଜି ଖାଇ ସାରିଥିଲେ । ଏପରି ସମୟରେ ଜିଲା ଶିଶୁ ସୁରକ୍ଷା ୟୁନିଟ୍‌ ଓ ଚାଇଲ୍ଡ ଲାଇନ ପହଞ୍ଚି ବିବାହ ବନ୍ଦ କରାଇ ଝିଅକୁ ଉଦ୍ଧାର କରିଥିଲେ । ପରେ ନାବାଳିକାଙ୍କୁ ସିଡବ୍ଲୁସିରେ ହାଜର କରାଇ ତପସ୍ୟା ଶିଶୁ ଗୃହରେ ରଖାଯାଇଛି ।


All Right Reserved By Dharitri.Com

ଚର୍ଚ୍ଚରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି

ରାଇକିଆ,୧୩ା୩(ଡି.ଏନ.ଏ): ରାଇକିଆ ବ୍ଲକ ମଣ୍ଡାକିଆ ପଞ୍ଚାୟତର ବୁଡାମାହା ବିଲିଭର୍ସ ଚର୍ଚ୍ଚରୁ ଗୁରବାର ରାତିରେ ଦୁର୍ବୃତ୍ତ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି କରି ନେଇଛନ୍ତି। ଏନେଇ ଶୁକ୍ରବାର...

ବାସୁଦେବପୁର ଥାନା ଏସ୍‌ଆଇ ନିଲମ୍ବିତ

ବାସୁଦେବପୁର,୨୦।୨(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ଥାନା ଏସ୍‌ଆଇ ମହାପ୍ରସାଦ ନାୟକଙ୍କୁ ଗୁରୁବାର ଏସ୍‌ପି ନିଲମ୍ବନ କରିଛନ୍ତି। କାର୍ଯ୍ୟରେ ଅବହେଳା ପାଇଁ ଉତ୍ତରାଞ୍ଚଳ ଆଇଜିଙ୍କ ନିର୍ଦ୍ଦେଶକ୍ରମେ ଭଦ୍ରକ ଏସ୍‌ପି...

ରାତି ହେଲେ ହାତୀପଲ ଗଁ। ମୁହାଁ

କେନ୍ଦୁଝର, ୭ା୯ (ସ୍ବ.ପ୍ର.)- କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନରଣପୁର ଓ ମଇଦାନକେଲ ଫରେଷ୍ଟ ବିଟ ଅଧୀନ ଅଞ୍ଚଳରେ ଗତ କିଛି ଦିନ ହେବ ହାତୀ...

ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାରିତ

ଜି.ଉଦୟଗିରି,୨୮ା୧୧(ଡି.ଏନ.ଏ.)-ଜି.ଉଦୟଗିରି ବ୍ଲକ ଅଧ୍ୟକ୍ଷା ଦିପ୍ତୀରେଖା ପ୍ରଧାନଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ଗୁରୁବାର ଗୃହୀତ ହୋଇଛି । ଅନାସ୍ଥା ପ୍ରସ୍ତାବ ନିମନ୍ତେ ଗୁରୁବାର ବ୍ଲକ କାର୍ଯ୍ୟାଳୟରେ...

ଗଞ୍ଜାମ ଜିଲାପାଳଙ୍କ କଡ଼ା ଆଭିମୁଖ୍ୟ: ଏଣିକି ମାସ୍କ ନ ପିନ୍ଧିଲେ ମିଳିବ ନାହିଁ ଅତ୍ୟାବଶ୍ୟକୀୟ ସାମଗ୍ରୀ

ଛତ୍ରପୁର, ୯।୪(ଡି.ଏନ୍‌.ଏ.)- କରୋନା ମୁକାବିଲା ଦିଗରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏଣିକି ମାସ୍କ ନ ପିନ୍ଧିଥିଲେ ରାସନ,...

ପୋଲିସ ଇନ୍‌ଫର୍ମର ଦର୍ଶାଇ କଂଗ୍ରେସ କର୍ମୀଙ୍କୁ ହତ୍ୟା

ମାଲକାନଗିରି,୨୬ା୫(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟ ବିଜାପୁର ଜିଲା ଭେରମଗଡ଼ ଥାନା ଅନ୍ତର୍ଗତ କେସତାପରା ଗ୍ରାମରେ ଶନିବାର ରାତିରେ ୨୦ରୁ ଊର୍ଦ୍ଧ୍ୱ ମାଓବାଦୀ ଆସି...

ବୈତରଣୀରେ ଜଳସ୍ତର ବୃଦ୍ଧି

ଭଣ୍ଡାରିପୋଖରୀ, ୨ା୭(ଡି.ଏନ୍‌.ଏ.)- ଦୁଇଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବୈତରଣୀ ନଦୀର ଜଳସ୍ତର ସାମାନ୍ୟ ବୃଦ୍ଧି ପାଇଛି। ନଦୀ ଉପରମୁଣ୍ଡରେ ଆଖୁଆପଦାଠାରେ ୩୪.୦ ମି.ମି.,...

୨୧ରେ ସିଏଏ ସପକ୍ଷରେ ରାଲି

କେନ୍ଦୁଝର,୬।୧(ସ୍ବ.ପ୍ର.): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ପରିପ୍ରେକ୍ଷୀରେ କେନ୍ଦୁଝର ଭାଜପା ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ...

Leave a comment

Your email address will not be published. Required fields are marked *