Posted inଜାତୀୟ

ନିପା ଭାଇରସ୍‌କୁ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ କଥା ହେଲେ ଶୈଳଜା

ଥିରୁଭାନନ୍ତପୁରମ,୭।୬: କେରଳରେ ଗତ ବର୍ଷ ଭଳି ଏବର୍ଷ ମଧ୍ୟ ନିପା ଭାଇରସ୍‌ ଆତଙ୍କ ଖେଳାଇଛି। ଏହର ଭୟାବହତାକୁ ଦେଖି କେରଳର ସ୍ବାସ୍ଥ୍ୟମନ୍ତ୍ରୀ କେକେ ଶୈଳଜା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନଙ୍କ ସହ ଶୁକ୍ରବାର କଥା ହୋଇଛନ୍ତି। ତେବେ ଆବଶ୍ୟକ ପରିମାଣରେ ସହାୟତା କେରଳକୁ ଯୋଗାଇ ଦିଆଯିବ ବୋଲି ହର୍ଷ ବର୍ଦ୍ଧନ କହିଛନ୍ତି। କେରଳରେ ଏମ୍ସର ପ୍ରତିଷ୍ଠା ଲାଗି ଶୈଳଜା ପୂର୍ବରୁ କେନ୍ଦ୍ର ସହ କଥା ହୋଇଥିବା ବେଳେ ଏହାକୁ ମଧ୍ୟ ସକରାତ୍ମକ ଢଙ୍ଗରେ ହର୍ଷ ବର୍ଦ୍ଧନ ଗ୍ରହଣ କରିଥିବା ସେ ପ୍ରକାଶ କରିଛନ୍ତି।


All Right Reserved By Dharitri.Com

ପାର୍ଲାମେଣ୍ଟ ଭବନ ଆକ୍ରମଣ ପଛରେ ଡିଏସ୍‌ପି ଦାବିନ୍ଦର: ଅଫଜଲ ଗୁରୁଙ୍କ ସହ ଥିଲା ସମ୍ପର୍କ

ନୂଆଦିଲ୍ଲୀ,୧୪ା୧: ଦୁଇ ଆତଙ୍କବାଦୀଙ୍କ ସହ ଧରାପଡ଼ି ରବିବାର ଗିରଫ ହୋଇଥିବା ଜମ୍ମୁ-କଶ୍ମୀରର ପୋଲିସ ଅଫିସର ଦାବିନ୍ଦର ସିଂଙ୍କ ସମ୍ପର୍କରେ ନୂଆ ତଥ୍ୟ ପଦାକୁ ଆସିଛି। ପାର୍ଲାମେଣ୍ଟ...

ଅଭ୍ୟାସ ସମୟରେ ଦୁର୍ଘଟଣା: ୨ ଯବାନ ଶହୀଦ୍‌; ୫ ଆହତ

ପୁଣେ,୨୬।୧୨: ଅଭ୍ୟାସ ସମୟରେ ଦୁର୍ଘଟଣା ଘଟି ୨ ଯବାନ ଶହୀଦ୍‌ ହେବା ସହିତ ୫ ଜଣ ଯବାନ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ...

ବୁର୍ଖା ପିନ୍ଧି ପୁରୁଷମାନେ ଭୋଟ ଦେଉଥିବା ଅଭିଯୋଗ ଆଣିଲେ ଭାଜପା ନେତା

ଲକ୍ଷ୍ନୌ,୧୮।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଗୁରୁବାର ସକାଳୁ ଆରମ୍ଭ ହୋଇଛି। ଉତ୍ତର ପ୍ରଦେଶର ଅମରୋହାରୁ ଭାଜପା ଏମ୍‌ପି ପ୍ରାର୍ଥୀ ଥିବା କନଓ୍ବର...

ଦେଶ ପାଇଁ ଆବଶ୍ୟକ ଜଣେ ଭଲ ପ୍ରଧାନମନ୍ତ୍ରୀ; ଚୌକିଦାର ନୁହେଁ: ପ୍ରକାଶ ରାଜ୍‌

ପାଟନା,୨୮।୪: ଦେଶ ପାଇଁ ଜଣେ ପ୍ରଧାନମନ୍ତ୍ରୀଙ୍କ ଆବଶ୍ୟକ; ଚୌକିଦାର ନୁହେଁ। ଚୌକିଦାର ଖୋଜିବା ଲାଗି କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇ ନ ଥାଏ। ଚୌକିଦାର...

ଲକ୍‌ଡାଉନ: ଭାଜପା ନେତାଙ୍କ ଭିନ୍ନ ଧରଣର ପ୍ରଦର୍ଶନ

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ସଂକ୍ରମିତଙ୍କ ବୃଦ୍ଧିକୁ ନେଇ ଚିନ୍ତା ବଢୁଥିବା ବେଳେ କେନ୍ଦ୍ର ସରକାର ଓ ପଶ୍ଚିମବଙ୍ଗ ସରକାରଙ୍କ ମଧ୍ୟରେ ତୁତୁମେମେ ଜାରି ରହିଛି। ଭାରତୀୟ...

୪ ଭାରତୀୟ ଧୀବରଙ୍କୁ ଗିରଫ କଲା ଶ୍ରୀଲଙ୍କା

କୋଟ୍ଟାଇପଟ୍ଟିନମ୍‌,୨୦।୮: ଶ୍ରୀଲଙ୍କା ନୌସେନା ପକ୍ଷରୁ ୪ ଭାରତୀୟ ଧୀବରଙ୍କୁ ମଙ୍ଗଳବାର ଗିରଫ କରାଯାଇଛି। ଧୀବରମାନେ ଭାରତୀୟ ସାମୁଦ୍ରିକ ସୀମା ବାହାରେ ମାଛ ଧରୁଥିବା ଅଭିଯୋଗ ହୋଇଛି।...

ନିର୍ବାଚନ ଫଳାଫଳ ପୂର୍ବରୁ ଚର୍ଚ୍ଚାକୁ ଆସିଲା ଭାଜପା କାର୍ଯ୍ୟାଳୟରେ ଲାଗିଥିବା ପୋଷ୍ଟର

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନର ଭୋଟ ଗଣତି ମଙ୍ଗଳବାର ଆରମ୍ଭ ହୋଇଛି। କାହା ମୁଣ୍ଡରେ ହାତୀ ସୁନା କଳସ ଢ଼ାଳିବ ଏବଂ କିଏ ଶାସନ କ୍ଷମତା...

ମୃତ ଶ୍ରମିକଙ୍କ ପରିବାରଙ୍କ ପାଇଁ ୫ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା: ଦୁର୍ଘଟଣାକୁ ନେଇ ଶୋକପ୍ରକାଶ କଲେ ମୋଦି

ଭୋପାଳ,୮।୫: ମହାରାଷ୍ଟ୍ର ଔରଙ୍ଗାବାଦରେ ଶୁକ୍ରବାର ସକାଳେ ପ୍ରବାସୀ ଶ୍ରମିକଙ୍କ ଉପରେ ମାଲ୍‌ଗାଡ଼ି ଚଢ଼ିଯିବାରୁ ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି।...

Leave a comment

Your email address will not be published. Required fields are marked *