କରୋନା ପ୍ରଭାବ ଆଇପିଏଲ୍‌ ଉପରେ ପଡ଼ିବନି

ନୂଆଦିଲ୍ଲୀ,୪।୩: କରୋନା ସଂକ୍ରମଣ ଯୋଗୁ ଟୋକିଓ ଅଲମ୍ପିକ ବାତିଲ ହେବାର ଆଶଙ୍କା ଦେଖାଦେଇଛି। ତେବେ ଏଥିପାଇଁ ମାର୍ଚ୍ଚ ୨୯ଠାରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍‌ ମ୍ୟାଚ୍‌ ନେଇ କୌଣସି ସଙ୍କଟ ନାହିଁ ବୋଲି ଆଇପିଏଲ୍‌ ସଞ୍ଚାଳନ ସମିତିର ଅଧ୍ୟକ୍ଷ ବ୍ରିଜେଶ ପଟେଲ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଏହାର ପ୍ରଥମ ମ୍ୟାଚ୍‌ ମୁମ୍ବାଇଠାରେ ଚେନ୍ନାଇ ସୁପର କିଙ୍ଗ୍‌ ଏବଂ ମୁମ୍ବାଇ ଇଣ୍ଡିଆନ୍‌ ଦଳ ମଧ୍ୟରେ ଅନୁଷ୍ଠିତ ହେବ। ଏହାର ଫାଇନାଲ ମେ ୨୪ରେ ଅନୁଷ୍ଠିତ ହେବ।


All Right Reserved By Dharitri.Com

କର୍ମଚାରୀଙ୍କୁ ଘରକୁ ବିଦା କଲା ଫୁଟବଲ ଏଫ୍‌ଏଫ୍‌ଏ

ସିଡନୀ,୨୭।୩(ଏଏଫ୍‌ପି): କୋଭିଡ-୧୯ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଫୁଟବଲ ଫେଡେରେଶନ ଅଫ୍‌ ଅଷ୍ଟ୍ରେଲିଆ (ଏଫ୍‌ଏଫ୍‌ଏ) ତା’ର କର୍ମଚାରୀଙ୍କୁ ଘରକୁ ବିଦା କରିଛି। ଫେଡେରେଶନର ୭୦ ପ୍ରତିଶତ...

ଓଡ଼ିଶା ଏଫ୍‌ସିର ଗ୍ରାସ୍‌ରୁଟ୍‌ ପ୍ରୋଗ୍ରାମ ଆରମ୍ଭ

ଭୁବନେଶ୍ୱର, ୧୯।୧୧(ସ୍ପୋଟର୍‌ସ ବ୍ୟୁରୋ)- ତୃଣମୂଳ ସ୍ତରରୁ ଓଡ଼ିଶାରେ ଫୁଟ୍‌ବଲ ଖେଳର ବିକାଶ ଏବଂ ଛାତ୍ରୀଛାତ୍ରମାନଙ୍କୁ ଜାତୀୟ ଏବଂ ଅନ୍ତର୍ଜାତୀୟସ୍ତରରେ ପହଞ୍ଚାଇବା ଲକ୍ଷ୍ୟରେ ଓଡ଼ିଶା ଏଫ୍‌ସି ପକ୍ଷରୁ...

ରାୟୁଡୁଙ୍କ ଅବସର: ଚୟନକର୍ତ୍ତାଙ୍କୁ ଗମ୍ଭୀରଙ୍କ ସମାଲୋଚନା

ବର୍ମିଂହାମ,୩।୭(ପିଟି)- ଅମ୍ବାତି ରାୟୁଡୁଙ୍କ ଅବସର ପରେ ପୂର୍ବତନ ଭାରତୀୟ ଓପନର ଗୌତମ ଗମ୍ଭୀର ବୁଧବାର ଏମ୍‌ଏସ୍‌କେ ପ୍ରସାଦଙ୍କ ନେତୃତ୍ୱାଧୀନ ଚୟନ କମିଟିକୁ ସମାଲୋଚନା କରିଛନ୍ତି। କମିଟିର...

ବାଂଲାଦେଶ ଖେଳାଳିଙ୍କ ପ୍ରତିକ୍ରିୟାକୁ ଗୁରୁତର ସହ ନେଲା ଆଇସିସି

ପୋଚେଫ୍ସଷ୍ଟ୍ରୁମ,୧୦।୨(ପି.ଟି.)- ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଫାଇନାଲରେ ଭାରତକୁ ୩ ଉଇକେଟରେ ହରାଇ ଚାମ୍ପିୟନ ହେବା ପରେ ବାଂଲାଦେଶ ଦଳର ଖେଳାଳିମାନେ ଭାବପ୍ରବଣ ହୋଇ ଅତ୍ୟଧିକ...

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ପୋଲାଣ୍ଡକୁ ହରାଇ ଭାରତ ସେମିର ନିକଟତର

ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ଭାରତ ୩-୧ ଗୋଲରେ ପୋଲାଣ୍ଡକୁ...

ଟି୨୦ ପରାଜୟର ପ୍ରତିଶୋଧ ଦିନିକିଆରେ ନେଲା ନ୍ୟୁଜିଲାଣ୍ଡ

ଅକଲାଣ୍ଡ,୯।୨(ପି.ଟି.)- ଟି୨୦ ସିରିଜ ପରାଜୟର ପ୍ରତିଶୋଧ ଦିନିକିଆରେ ନେଇଛି ଘରୋଇ ନ୍ୟୁଜିଲାଣ୍ଡ। ୫-୦ ବ୍ୟବଧାନରେ ଟି୨୦ ସିରିଜରେ ହ୍ବାଇଟ୍‌ଓ୍ବାଶ୍‌ର ସମ୍ମୁଖୀନ ହୋଇଥିବା ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନିକିଆରେ...

ଏସିଆ କପ୍‌ ସାଇକ୍ଲିଂ: ପଦକ ତାଲିକାର ଶୀର୍ଷରେ ଭାରତ

ନୂଆଦିଲ୍ଲୀ, ୧୨।୯ (ପି.ଟି.)- ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଇନ୍‌ଡୋର ସ୍ପୋଟର୍‌ସ କମ୍ପେକ୍ସଠାରେ ଅନୁଷ୍ଠିତ ଟ୍ରାକ୍‌ ଏସିଆ କପ୍‌ ସାଇକ୍ଲିଂ ପ୍ରତିଯୋଗିତାରେ ଭାରତର ରୋନାଲ୍ଡୋ ଲାଇତୋଞ୍ଜାମ ବ୍ୟକ୍ତିଗତ...

ସାନିଆ, ଶ୍ରୀକାନ୍ତଙ୍କ ବିଦାୟ, କ୍ୱାର୍ଟରରେ ପ୍ରଣୀଥ

ବ୍ୟାଙ୍କକ୍‌,୧।୮(ପିଟି)- ଦେଶର ଅଗ୍ରଣୀ ଶଟଲର ସାଇନା ନେହ୍ବାଲ ଓ କିଡାମ୍ବି ଶ୍ରୀକାନ୍ତ ଏଠାରେ ଚାଲିଥିବା ଥାଇଲାଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଦ୍ୱିତୀୟ ରାଉଣ୍ଡରୁ ପରାଜୟ ସହ...

Leave a comment

Your email address will not be published. Required fields are marked *