ରାଜ୍ୟରେ ୧୯୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୧୯୫ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୦ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୦ ହଜାର ୯୫୫ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯୯ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୨, ବାଲେଶ୍ୱରରୁ ୨, ବରଗଡରୁ ୨, ବଲାଙ୍ଗୀରରୁ ୧, କଟକରୁ ୧୧, ଢେଙ୍କାନାଳରୁ ୫, ଗଜପତିରୁ ୧, ଯାଜପୁରରୁ ୫, ଝାରସୁଗୁଡାରୁ ୨, କେନ୍ଦ୍ରାପଡାରୁ ୨, ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୧୩, ନୟାଗଡରୁ ୨, ପୁରୀରୁ ୪, ରାୟଗଡାରୁ ୧, ସମ୍ବଲପୁରରୁ ୮, ସୋନପୁରରୁ ୧, ସୁନ୍ଦରଗଡରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୨୩ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧ କୁଇଣ୍ଟାଲର ଘଡ଼ିଆଳ କୁମ୍ଭୀର ଉଦ୍ଧାର: ସାତକୋଶିଆରେ ଛାଡିଲା ବନବିଭାଗ

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ବ୍ଲକ ଭାଲୁବୁଟୁରା ଗ୍ରାମର ଏକ କେନାଳରୁ ସୋମବାର ଅପରାହ୍ନରେ ଏକ ଘଡ଼ିଆଳ କୁମ୍ଭୀର ବନ ବିଭାଗ ପକ୍ଷରୁ ଉଦ୍ଧାର…

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତଙ୍କୁ ମିଳିଲା ଏହି ଦଣ୍ଡ

ଜୟପୁର,୧୩ା୭(ପବନ ପାଣିଗ୍ରାହୀ): ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର ମାମଲାର ସୋମବାର ରାୟ ପ୍ରକାଶ ପାଇଛି। ଜୟପୁର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ପୋକ୍ସୋ…

ପ୍ରଶାନ୍ତ କିଶୋରଙ୍କ ମୋଟ ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ପାଟନା,୧୩।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନକୁ ନେଇ ରାଜନୈତିକ ଚର୍ଚ୍ଚା ମଧ୍ୟରେ ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ସମ୍ପତ୍ତି ସମ୍ପର୍କିତ ବିବରଣୀ ପ୍ରକାଶ…

ସ୍କୁଲରୁ ଫେରୁଥିବାବେଳେ ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ: ଥାନାର ଦ୍ୱାରସ୍ଥ ହେଲେ ପରିବାର ଲୋକେ

ଲାଞ୍ଜିଗଡ,୧୩।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା । ଲାଞ୍ଜିଗଡ ବ୍ଲକ ବେନଗାଁ ପଞ୍ଚାୟତ ଅନର୍ଗତ…

ପ୍ରଭାତଙ୍କୁ ବିଶ୍ୱାସଘାତକ କହିଲେ ନବୀନ, ଜବାବରେ ପ୍ରଭାତ ବିଶ୍ବାଳ କହିଲେ ଏମିତି…ରାଜନୀତିରେ ଚହଳ

ଭୁବନେଶ୍ୱର, ୧୩।୭: ପ୍ରଭାତ ବିଶ୍ୱାଳଙ୍କ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ। ପ୍ରଭାତଙ୍କୁ ବିଶ୍ୱାସଘାତକ କହି ଟାର୍ଗେଟ୍‌ କରିଛନ୍ତି। ଚୌଦ୍ବାର ବିଜେଡି କର୍ମୀଙ୍କୁ ସମ୍ବୋଧନ ବେଳେ ଏପରି କହିଛନ୍ତି…

ଶୃଙ୍ଖଳିତ ରଥ ଯାତ୍ରା ପରିଚାଳନା ପାଇଁ ପ୍ରସ୍ତୁତି ବୈଠକ: ନିଆଗଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଦିଗପହଣ୍ଡି, ୧୩।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସୋମବାର ଅପରାହ୍ନରେ ତହସିଲଦାର ସନ୍ତୋଷ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା…

ଫ୍ରାନ୍ସ ଦଳ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ: ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ କଡ଼ା ସମାଲୋଚନା

ମାଡ୍ରିଡ୍‌,୧୩ା୭: ନିକଟରେ ଫ୍ରାନ୍ସ ବିଶ୍ୱକପ୍‌ ଦଳରେ କୌଣସି ଫ୍ରେଞ୍ଚ ଖେଳାଳି ନାହାନ୍ତି ବୋଲି ମନ୍ତବ୍ୟ ଦେଇଥିବା ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କନ୍‌ଜରଭେଟିଭ ପପୁଲାର ପାର୍ଟିର ମାରିଆନୋ…

ଦୁର୍ଘଟଣାରେ ଆହାତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ: ଥାନାରେ ପହଞ୍ଚି ଝିଅ ଦେଲେ ଏତଲା

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁୁବୁଡ଼ି ଗ୍ରାମର ଲବ ନାଇକ(୬୬) ଗତ ୭ ତାରିଖ ଅପରାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ଆହାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri