ଟାଟା ମୋଟର୍ସର ପିୟୁସି ଚେକ୍‌ ଅପ୍‌ କ୍ୟାମ୍ପ

ଭୁବନେଶ୍ୱର,୭-୬: ଟାଟା ମୋଟର୍ସ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳନ ଅବସରରେ ପିୟୁସି ଚେକ୍‌ ଅପ୍‌ କ୍ୟାମ୍ପ ଆୟୋଜନ କରାଯାଇଛି। ସବୁଜ ଏବଂ ସ୍ବଚ୍ଛ ପରିବେଶ ଉପରେ କମ୍ପାନୀ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି। ଦେଶରେ ଥିବା କମ୍ପାନୀର ୫୭୦ରୁ ଉର୍ଦ୍ଧ୍ୱ ଓ୍ବାର୍କଶପଗୁଡିକରେ ମାଗଣା ପ୍ରଦୂଷଣ ପରୀକ୍ଷଣ ହୋଇଥିଲା। ସେହିଭଳି ବୃକ୍ଷରୋପଣ ଦିଗରେ ବିଭିନ୍ନ ପଦକ୍ଷେପ ସହ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଯାଇଥିବା ଟାଟା ମୋଟର୍ସ ପକ୍ଷରୁ ସୂଚନା ରହିଛି।


All Right Reserved By Dharitri.Com

ପରିସଂଖ୍ୟାନ ପ୍ରଣାଳୀରେ ସଂସ୍କାର ସପକ୍ଷରେ ନୀତି ଆୟୋଗ

ନୂଆଦିଲ୍ଲୀ,୨୭-୫: ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ଭାରତୀୟ ପରିସଂଖ୍ୟାନ ପ୍ରଣାଳୀରେ ସଂସ୍କାର ଏବଂ ଏହାକୁ ଆଧୁନିକ ରୂପ ଦେବା ସପକ୍ଷରେ ମତବ୍ୟକ୍ତ କରିଛନ୍ତି। ଏହାଦ୍ୱାରା...

ବଜାର ସ୍ଥିତି ଉପରେ ଆର୍‌ବିଆଇ ନଜର: ଶକ୍ତିକାନ୍ତ

ନୂଆଦିଲ୍ଲୀ,୧୮।୪: କୋଭିଡ୍‌-୧୯ ଯୋଗୁ ବଜାରରେ ଉପୁଜିଥିବା ଚ୍ୟାଲେଞ୍ଜିଂ ସ୍ଥିତି ଉପରେ ବର୍ତ୍ତମାନ କେନ୍ଦ୍ରୀୟ ବ୍ୟାଙ୍କ ତୀକ୍ଷ୍‌ଣ ନଜର ରଖିଛି। ସ୍ଥିତିରେ ସୁଧାର ଆଣିବା ଲାଗି ବ୍ୟାଙ୍କ...

ଘର କ୍ରେତା ବକେୟା ଉପରେ ଦେବେ ୧୨% ଜିଏସ୍‌ଟି

ନୂଆଦିଲ୍ଲୀ,୧୬।୫: ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ବିଲ୍‌ଡରଙ୍କ ଦ୍ୱାରା ନିର୍ମିତ  ପ୍ରକଳ୍ପକୁ ଯଦି ନିର୍ମାଣ ଶେଷ ହୋଇଥିବା ସାର୍ଟିଫିକେଟ ମିଳିଯାଏ, ତେବେ ଘର କ୍ରେତା ...

ଋଣରେ ବୁଡ଼ିଥିବା ଅନୀଲ ଅମ୍ବାନୀ ବିକିବେ ମୁମ୍ବାଇର ମୁଖ୍ୟାଳୟ

ନୂଆଦିଲ୍ଲୀ,୧।୭: ରିଲାଏନ୍ସ ଗ୍ରୁପ୍‌ର ଚେୟାରମ୍ୟାନ ଅନୀଲ ଅମ୍ବାନୀ ନିଜ ଋଣଭାରରୁ ମୁକୁଳିବା ପାଇଁ ଲାଗିପଡ଼ିଛନ୍ତି। ଏଥିଯୋଗୁ ଅନୀଲ ଏବେ ମୁମ୍ବାଇରେ ସାନ୍ତାକ୍ରୁଜ୍‌ରେ ଥିବା ତାଙ୍କ ମୁଖ୍ୟାଳୟକୁ...

ଜିଏସ୍‌ଟି ଆଦାୟ ଲକ୍ଷ୍ୟ ବଢିଲା

ନୂଆଦିଲ୍ଲୀ,୨୦-୧: ଜାନୁୟାରୀ, ଫେବୃୟାରୀ ମାସ ଲାଗି ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ଆଦାୟ ଲକ୍ଷ୍ୟ ବୃଦ୍ଧି କରାଯାଇ ୧.୧୫ ଲକ୍ଷ କୋଟି ଟଙ୍କା କରାଯାଇଛି। ରାଜସ୍ବ...

ଅନୀଲ ଅମ୍ବାନୀଙ୍କ ବିରୋଧରେ ୩ ଚାଇନା ବ୍ୟାଙ୍କର ମାମଲା

ନୂଆଦିଲ୍ଲୀ,୧୦-୧୧: ରିଲାଏନ୍ସ ପ୍ରମୋଟର ଅନୀଲ ଅମ୍ବାନୀଙ୍କ ବିରୋଧରେ ଚାଇନାର ୩ ବ୍ୟାଙ୍କ ଲଣ୍ଡନର ଏକ ନ୍ୟାୟାଳୟର ଦ୍ୱାରସ୍ଥ ହୋଇଛନ୍ତି। ଇଣ୍ଡଷ୍ଟ୍ର୍ରିଆଲ ଆଣ୍ଡ କମର୍ସିଆଲ ବ୍ୟାଙ୍କ ଅଫ୍‌...

ନିବେଶକଙ୍କ ସମ୍ପତ୍ତିରେ ୨.୫ ଲକ୍ଷ କୋଟି ବୃଦ୍ଧି

ମୁମ୍ବାଇ,୧୦-୧: ଦେଶର ପୁଞ୍ଜିବଜାରର ସ୍ଥିତି ଉନ୍ନତ ହେବାରୁ ନିବେଶକଙ୍କ ସମ୍ପତ୍ତିରେ ଗୁରୁବାର ୨.୫ ଲକ୍ଷ କୋଟି ଟଙ୍କାର ବୃଦ୍ଧି ଘଟିଛି। ୟୁଏସ୍‌-ଇରାନ ମଧ୍ୟରେ ଯୁଦ୍ଧ ଆଶଙ୍କା...

ଜାହାଜ କଣ୍ଟେନର ରହିଣି ଶୁଳ୍କ ଆଦାୟ ହେବନି

ନୂଆଦିଲ୍ଲୀ,୩୦। ୩: ମାର୍ଚ୍ଚ ୨୨ରୁ ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ବନ୍ଦରଗୁଡିକରେ କଣ୍ଟେନର ରହଣି ଶୁଳ୍କ ଆଦାୟ ନ କରିବା ଲାଗି କେନ୍ଦ୍ର ଜାହାଜ ମନ୍ତ୍ରଣାଳୟ...

Leave a comment

Your email address will not be published. Required fields are marked *