Posted inଜାତୀୟ

କେରଳ ଯାଇ ଗୁରୁଭୟୁର ମନ୍ଦିରରେ ପୂଜା କରିବେ ମୋଦି

ଥିରୁଭାନନ୍ତପୁରମ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କେରଳ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ କେରଳର ତ୍ରିଶୁଳ ଜିଲାରେ ଥିବା ଗୁରୁଭୟୁର ମନ୍ଦିରରେ ପୂଜାର୍ଚ୍ଚନା କରିବେ। ସକାଳ ୯ଟା ୩୦ରୁ ୧୦ଟା ୩୦ ମଧ୍ୟରେ ମୋଦି ମନ୍ଦିରରେ ପହଞ୍ଚିବେ ବୋଲି କେରଳ ରାଜ୍ୟ ଭାଜପା ଅଧ୍ୟକ୍ଷ ପି. ଏସ୍‌. ଶ୍ରୀଧରନ୍‌ ପିଲାଇ ସୂଚନା ଦେଇଛନ୍ତି। ଏହା ସହ କେରଳରେ ଏକ ଜନସଭାକୁ ମଧ୍ୟ ମୋଦି ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।


All Right Reserved By Dharitri.Com

ଶିବ କୁମାରଙ୍କ ଗିରଫ ନେଇ କର୍ନାଟକରେ ହିଂସାକାଣ୍ଡ: ଜଳିଲା ୨ ବସ୍‌, ସ୍କୁଲ-କଲେଜ ବନ୍ଦ

ବେଙ୍ଗାଲୁରୁ,୪।୯: କର୍ନାଟକ କଂଗ୍ରେସର ବରିଷ୍ଠ ନେତା ଡି.କେ.ଶିବକୁମାରଙ୍କ ଗିରଫ ପରେ ସ୍ଥିତି ଅଣାୟତ୍ତ ହୋଇଛି। ଏଠାରେ କଂଗ୍ରେସ ସମର୍ଥକଙ୍କ ପକ୍ଷରୁ ବିରୋଧ ପ୍ରଦର୍ଶନ କରାଯାଇଛି। ରାମନଗରରେ...

ଓ୍ବାୟନଡ଼ାରୁ ରାହୁଲ ଏବଂ ବାରାଣସୀରୁ ମୋଦି ବିଜୟୀ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରାଣସୀ ଆସନରୁ ବିଜୟୀ ହୋଇଛନ୍ତି। ସେହିପରି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ୍ବାୟନଡ଼ା ଲୋକସଭା ଆସନରୁ...

କଏଦୀ ପେଟ୍ରୋଲ ପମ୍ପ୍‌ରେ କରିବେ କାମ

ପଟିଆଲା,୪।୬: ପଞ୍ଜାବରେ କଏଦୀଙ୍କୁ ପେଟ୍ରୋଲ ପମ୍ପ୍‌ରେ କାମ କରିବାର ସୁଯୋଗ ଦିଆଯିବ। ସ୍ଥାନୀୟ କେନ୍ଦ୍ରୀୟ ଜେଲ୍‌ରଟ୍ରେନିଂ ସ୍କୁଲ ସମ୍ମୁଖରେ ଥିବା ଥାପ୍ପର ବିଶ୍ୱବିଦ୍ୟାଳୟ ନିକଟରେ ଏହି...

ଡ୍ୟାନ୍ସିଂ ଡାକ୍ତରଙ୍କ ଭିଡିଓ ଭାଇରାଲ

ବିଶାଖାପଟନମ୍‌,୨୦।୮:ପ୍ରତିଭା ଆଗରେ ହାର୍‌ ମାନିଲା ବୟସ। ପରିଣତ ବୟସରେ ପହଞ୍ଚିି ମଧ୍ୟ ଏପରି ଡ୍ୟାନ୍ସ କରିଛନ୍ତି ଜଣେ ବ୍ୟକ୍ତି, ଯେ କି ରାତାରାତି ପାଲଟିଯାଇଛନ୍ତି ସୋସିଆଲ...

କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଜାରି

ନୂଆଦିଲ୍ଲୀ,୧୮ା୪: ଦ୍ୱିତୀୟ ପର୍ଯ୍ୟାୟରେ ୧୧ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ ଅନ୍ତର୍ଗତ ୯୫ଟି ଲୋକ ସଭା ନିର୍ବାଚନମଣ୍ଡଳୀରେ ଗୁରୁବାର ମତଦାନ ସକାଳ ୭ଟାଠାରୁ ଆରମ୍ଭ...

ଦୋମୁହାଁ ସାପର ଦାମ୍‌ ଅମୂଲ ମୂଲ

ମୁମ୍ବାଇ,୨୯।୫: ମହାରାଷ୍ଟ୍ରର ଠାଣେ ଜିଲ୍ଲାରୁ ଚୋରା ଚାଲାଣ କରାଯାଉଥିବା ୨ଟି ଦୋମୁହାଁ ସାପକୁ ଜବତ କରାଯାଇଛି। ଏଥିସହ ଏହି ମାମଲାରେ ୨ଜଣଙ୍କୁ ଗିରଫ କରିଛି ନବଘର...

ପ୍ରଲୋଭନ ନଚେତ୍‌ ଜେଲ ଭୟ

କୋଲକାତା,୨୨ା୭(ପି.ଟି.): ଭାଜପା କର୍ନାଟକ ସୂତ୍ର ପ୍ରୟୋଗ କରି ପଶ୍ଚିମବଙ୍ଗରେ ମଧ୍ୟ ସମାନ ଶୈଳୀରେ ଘୋଡ଼ାବେପାର ଉଦ୍ୟମ ଚଳାଇଛି। ତୃଣମୂଳ କଂଗ୍ରେସ (ଟିଏମ୍‌ସି) ବିଧାୟକମାନଙ୍କୁ ଅର୍ଥ ଓ...

ପୁଣି ଅଶାନ୍ତ ପଶ୍ଚିମବଙ୍ଗ: ଭାଜପା ଏମ୍‌ପିଙ୍କ ଉପରକୁ ଆକ୍ରମଣ

କୋଲକାତା,୧।୯: ପୁଣି ଅଶାନ୍ତ ହୋଇପଡିଛି ପଶ୍ଚିମବଙ୍ଗ। ରବିବାର ରାଜ୍ୟର ଉତ୍ତର ୨୪ ପ୍ରଗଣା ଜିଲାରେ ଟିଏମସି କର୍ମୀମାନେ ଭାଜପା ଏମ୍‌ପି ଅର୍ଜୁନ ସିଂହଙ୍କ ଗାଡ଼ି ଭଙ୍ଗାରୁଜା...

Leave a comment

Your email address will not be published. Required fields are marked *