ଚିନିକଳ ପୁନଃ ଚାଲୁ ଦାବିରେ ନୟାଗଡ଼ରେ ବନ୍ଦ ପାଳନ

ନୟାଗଡ଼ ଅଫିସ,୬।୩: ଚିନିକଳ ପୁନଃ ଚାଲୁ ଦାବିରେ ଶୁକ୍ରବାର ନୟାଗଡ଼ରେ ବନ୍ଦ ପାଳନ ହୋଇଛି । ଆନ୍ଦୋଳନକାରୀମାନେ ଖୋର୍ଦ୍ଧା – ବଲାଙ୍ଗୀର ରେଳପଥର ନୟାଗଡ଼ ଟାଉନ ଷ୍ଟେଶନଠାରେ ରେଳ ଚଳାଚଳ ବନ୍ଦ କରିଥିଲେ। ଦୋକାନ, ବଜାର, ସ୍କୁଲ, କଲେଜ ବନ୍ଦ ଥିଲା।

ତେବେ ପୋଲିସ ଆନ୍ଦୋଳନକାରୀଙ୍କୁ ଗିରଫ କରିନେବା ପରେ ସକାଳ ୬ଟାରୁ ଆରମ୍ଭ ହୋଇଥିବା ଆନ୍ଦୋଳନ ସାଢ଼େ ୧୦ଟାରେ ଆପଣାଛାଏଁ ବନ୍ଦ ହୋଇଯାଇଛି। ଗାଡ଼ି ଚଳାଚଳ ବନ୍ଦ ରହିଥିବା ଦେଖିବାକୁ ମିଳିଛି।


All Right Reserved By Dharitri.Com

କୋର୍ଟରୁ ଫାଇଲ୍‌ ଚୋରି: ଅଭିଯୁକ୍ତ ଅଟକ, ତଦନ୍ତ ଆରମ୍ଭ

ବାଲେଶ୍ୱର ଅଫିସ,୨୧।୧୨: ବାଲେଶ୍ୱର ସିଭିଲ ଜଜ୍‌ ଜୁନିୟର ଡିଭିଜନ୍‌ (ମୁନସିଫ୍‌) କୋର୍ଟର ନିର୍ବାଚନ ମିସ୍‌ କେସ୍‌ (ନଂ. ୧୬/୧୭)ର ଫାଇଲ୍‌ ଚୋରି ହୋଇଯାଇଥିବା ଶନିବାର ଜଣାପଡ଼ିଥିଲା।...

ଅବେବସ୍‌ତା ଘେରରେ ବଡ଼ଛତ୍ରଙ୍ଗ ହାଇସ୍କୁଲ: ୧୦ ଶ୍ରେଣୀକେ ୩୦୧ ଛାତ୍ରୀଛାତ୍ର, ୭ ଶିକ୍ଷକ

ଭବାନୀପାଟଣା, ୨୯ା୭ (ଡି.ଏନ୍‌.ଏ):  କେନ୍ଦ୍ର ଆର ରାଏଜ୍‌ ସରକାର ଛାତ୍ରୀଛାତ୍ରକୁଁ ଗୁଣାତ୍ମକ ଶିକ୍ଷା ଦେବାର ଲାଗି ଅନେକ ଯୋଜନା କାଯ୍‌କାରି କରି କୋଟି କୋଟି ଟଁକା...

‘ବରିଷ୍ଠ ନାଗରିକ ବୋଝ ନୁହନ୍ତି’

ଔପଦା, ୧୯।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ସଦର ହାଇସ୍କୁଲ ପଡ଼ିଆରେ ରମାକାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଶନିବାର ବରିଷ୍ଠ ନାଗରିକ ମଞ୍ଚର ୭ତମ ଅଧିବେଶନ ନିର୍ଦ୍ଧାରିତ କାର୍ଯ୍ୟସୂଚୀ...

ଦାରିଙ୍ଗବାଡ଼ିରେ କୋହଲା ପାଗ :ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ

ଦାରିଙ୍ଗବାଡ଼ି,୧୦।୧୨(ଡି.ଏନ.ଏ): ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୨ଦିନ ହେଲା କୋହଲା ପାଗ ସାଙ୍ଗକୁ ଦିନରେ ଶୀତ ବୃଦ୍ଧି ପାଇଛି। ସୋମବାର ସକାଳ ୮ଟା ସୁଦ୍ଧା ତାପମାତ୍ରା ସର୍ବନିମ୍ନ...

ଦଣ୍ଡାଧାର ଡ୍ୟାମରେ ବୁଡ଼ି ସହକାରୀ ମତ୍ସ୍ୟ ଅଧିକାରୀ ମୃତ

କାମାକ୍ଷାନଗର,୨୦ା୪- ଢେଙ୍କାନାଳ ଜିଲା କଙ୍କଡାହାଡ଼ ଥାନା ଦଣ୍ଡାଧାର ଡ୍ୟାମରେ ବୁଡ଼ି କଙ୍କଡାହାଡ ବ୍ଲକ ସହକାରୀ ମତ୍ସ୍ୟ ଅଧିକାରୀ ଧନଞ୍ଜୟ ହେମ୍ବ୍ରମ(୫୯)ଙ୍କ ମୃତ୍ୟୁ ଘଟିଛି । କଙ୍କଡାହାଡ...

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟାକାଣ୍ଡ: ପୋଲିସର ତଦନ୍ତ ଆରମ୍ଭ

କେ.ନୂଆଗାଁ,୧୭।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ସାରଙ୍ଗଗଡ଼ ଥାନା ଅନ୍ତର୍ଗତ କେ ନୂଆଗାଁର ପିପିଳପଙ୍ଗାଠାରେ ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗ୍ରାମର ଯୋଗେଶ୍ୱର ପ୍ରଧାନ...

ଜୟପୁରରେ ଭୋଟ ଗଣତି ଆରମ୍ଭ

ଜୟପୁର,୨୩ା୫(ଡି.ଏନ୍‌.ଏ.): ୨୦୧୯ ସାଧାରଣ ନିର୍ବାଚନର ଫଳାଫଳ ପାଇଁ ଗୁରୁବାର ସମଗ୍ର ରାଜ୍ୟରେ ଭୋଟ ଗଣତି ହେଉଛି। ଏନେଇ ସମସ୍ତ ଷ୍ଟ୍ରଙ୍ଗ୍‌ରୁମ ପାଖରେ ସାଧାରଣ ଲୋକଙ୍କଠାରୁ ଆରମ୍ଭ...

ସରକାରୀ ସହାୟତା ସ୍ବପ୍ନ

ବନ୍ତ, ୧୨।୭(ଡି.ଏନ.ଏ.) – କେନ୍ଦ୍ର ଓ ରାଜ୍ୟ ସରକାର ଦିବ୍ୟାଙ୍ଗମାନଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ଲକ୍ଷ୍ୟରେ ବିଭିନ୍ନ ଉନ୍ନୟନମୂଳକ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ସେମାନଙ୍କୁ...

Leave a comment

Your email address will not be published. Required fields are marked *