ଦେଶରେ ୧୯୬ ଜେଏନ୍‌.୧ ମାମଲା

ନୂଆଦିଲ୍ଲୀ,୨।୧(ପି.ଟି.): ଭାରତରେ ବର୍ତ୍ତମାନ ସୁଦ୍ଧା କୋଭିଡ୍‌-୧୯ର ସବ୍‌ଭାରିଆଣ୍ଟ ଜେଏନ୍‌.୧ ସଂକ୍ରମଣ ୧୯୬ରେ ପହଞ୍ଚତ୍ଛି। ଆଇଏନ୍‌ଏସ୍‌ଏସିଓଜି ତଥ୍ୟରୁ ଏହା ଜଣାପଡ଼ିଛି। ବର୍ତ୍ତମାନ ସୁଦ୍ଧା ଓଡ଼ିଶା ସମେତ ଦେଶର ୧୦ଟି ରାଜ୍ୟ ଏବଂ କେନ୍ଦ୍ରଶାସିିତ ଅଞ୍ଚଳକୁ ଉକ୍ତ ଭାରିଆଣ୍ଟ ସଂକ୍ରମଣ କଲାଣି। କେରଳରେ ସର୍ବାଧିକ ୮୩ ମାମଲା ଚିହ୍ନଟ ହୋଇଥିବାବେଳେ ଗୋଆରେ ୫୧, ଗୁଜରାଟ ୩୪, କର୍ନାଟକ ୮, ମହାରାଷ୍ଟ୍ର ୭, ରାଜସ୍ଥାନରେ ୫, ତାମିଲନାଡୁ ୪, ତେଲଙ୍ଗାନା ୨ ଏବଂ ଓଡ଼ିଶା ଓ ଦିଲ୍ଲୀରେ ଜଣେ ଲେଖାଏ ଜେଏନ୍‌.୧ ଭାରିଆଣ୍ଟ ଚିହ୍ନଟ ହୋଇଛନ୍ତି। ନଭେମ୍ବରରେ ୧୭ ମାମଲା ଚିହ୍ନଟ ହୋଇଥିବାବେଳେ ଡିସେମ୍ବରରେ ୧୭୯ ମାମଲା ଠାବ ହୋଇଛି।
ସୋମବାର ସକାଳ ସୁଦ୍ଧା ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୩୬ କୋଭିଡ୍‌ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ସକ୍ରିୟ ମାମଲା ସଂଖ୍ୟା ୪,୩୯୪ରେ ପହଞ୍ଚତ୍ଛି। ଏଥିସହ ଦିନକରେ କୋଭିଡ୍‌ରେ ୩ ଜଣ ପ୍ରାଣ ହରାଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଫିକା ପଡ଼ିଲା ଖ୍ରୀଷ୍ଟମାସ ସେଲିବ୍ରେଶନ, ୧୦ ମୃତ ୧୯ ଆହତ

ପ୍ୟାରିସ,୬।୧୨: ଫ୍ରାନ୍ସର ଗୁଆଡେଲୁପର ସେଣ୍ଟ-ଆନରେ ଏକ ଖ୍ରୀଷ୍ଟମାସ କାର୍ଯ୍ୟକ୍ରମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଗାଡ଼ି କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତ ହେଉଥିବା ଲୋକଙ୍କୁ ଚାପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri