‘ଜେମ୍ସ ବଣ୍ଡ’ ଫିଲ୍ମରେ କାମ କରିବାକୁ ଚାହୁଛନ୍ତି ମଲାଇକା

ବଲିଉଡ୍‌ ଅଭିନେତ୍ରୀ ତଥା ଆଇଟମ୍‌ ଗର୍ଲ ମଲାଇକା ଅରୋରାଙ୍କର ବର୍ତ୍ତମାନ ଅଭିନୟରେ କୌଣସି ଆଗ୍ରହ ନାହିଁ। ତେବେ ଯଦି ଜେମ୍ସ ବଣ୍ଡ ଫିଲ୍ମରେ କାମ କରିବାର ସୁଯୋଗ ମିଳେ ନିଶ୍ଚିନ୍ତ କରିବେ ବୋଲି ସେ କହିଛନ୍ତି। ନିକଟରେ ଏକ ସାକ୍ଷାତକାରରେ ସେ ଏପରି କହିଛନ୍ତି। ସେ କହିଛନ୍ତି ଯେ, ତାଙ୍କୁ ବର୍ତ୍ତମାନେ ଅନେକ ସିନେମାରେ ଅଫର ମିଳିଛି। ମାତ୍ର ତାଙ୍କର ଅଭିନୟରେ କୌଣସି ଆଗ୍ରହ ନାହିଁ। ଏବେ ସେ ଛୋଟ ପରଦାରେ କାମ କରି ଖୁସି ଅଛନ୍ତି।
ବର୍ତ୍ତମାନ ମଲାଇକା ନୃତ୍ୟ ରିଆଲିଟି ଶୋ’ ‘ଇଣ୍ଡିୟାଜ୍‌ ବେଷ୍ଟ ଡ୍ୟାନ୍ସର’ ରେ ଜଜ୍‌ ଭୂମିକାରେ ଦର୍ଶକଙ୍କ ସମ୍ମୁଖକୁ ଆସୁଛନ୍ତି। ପୂର୍ବରୁ ସେ ‘ଝଲକ୍‌ ଦିଖ୍‌ଲା ଯା’, ‘ଇଣ୍ଡିୟାଜ୍‌ ଗର୍ଟ ଟ୍ୟାଲେଣ୍ଟ’ ଆଦି ଶୋ’ରେ ନଜର ଆସି ସାରିଛନ୍ତି।


All Right Reserved By Dharitri.Com

କେବଳ ବଲିଉଡ୍‌ ନୁହେଁ, ହଲିଉଡ୍‌ରେ ବି ସୁପରହିଟ୍‌ ଏହି ଅଭିନେତ୍ରୀ

ମୁମ୍ବାଇ: କିଛି ଅଭିନେତ୍ରୀ ଖାଲି ବଲିଉଡ୍‌ ନୁହେଁ, ହଲିଉଡ୍‌ରେ ମଧ୍ୟ ବେଶ୍‌ ଦମଦାର ଅଭିନୟ କରି ଦର୍ଶକଙ୍କ ଦୃଦୟ ଜିଣିଛନ୍ତି। ଐଶ୍ୱର୍ଯ୍ୟା ରାୟ: ନିଜର ସୌନ୍ଦର୍ଯ୍ୟ...

ପୁଣି ଓଜନ ବଢ଼ିବାକୁ ନେଇ ଚର୍ଚ୍ଚାରେ ଅଦନାନ୍‌

ବମ୍ବେ: ବଲିଉଡ୍‌ ଗାୟକ ଅଦନାନ୍‌ ସାମୀ ନିଜର ଗାୟନଶୈଳୀକୁ ନେଇ ଯେତିକି ଚର୍ଚ୍ଚିତ ହୋଇ ନ ଥାନ୍ତି, ତାଠାରୁ ଅଧିକ ହୋଇଥାନ୍ତି ନିଜର ଓଜନକୁ ନେଇ।...

ପୁଣି ଜଣେ ନବାଗତାଙ୍କ ସହ ରୋମାନ୍ସ କରିବେ ସଲମାନ

ବଲିଉଡର ଭାଇଜାନ ସଲମାନ ଖାନ ପୁଣି ଜଣେ ନବାଗତାଙ୍କ ସହ ରୋମାନ୍ସ କରିବାକୁ ଯାଉଛନ୍ତି। ତାଙ୍କ ଆଗାମୀ ଫିଲ୍ମ ଦବଙ୍ଗ ୩ରେ ସେ ମହେଶ ମଞ୍ଜେରକରଙ୍କ...

ମାଟି ପାତ୍ର ଚା’ର ମଜା ନେଲେ ଅନନ୍ୟା-କାର୍ତ୍ତିକ

ମୁମ୍ବଇ: ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ଯ୍ୟନ୍‌ ଏବେ ତାଙ୍କ ଅପ୍‌ କମିଂ ଫିଲ୍ମ ‘ପତି ପତ୍ନୀ ଔର ଓ୍ବ’ ପାଇଁ ବ୍ୟସ୍ତ ଅଛନ୍ତି। ଲକ୍ଷ୍ନୌରେ ଏବେ...

ବଡ଼ ପରଦାରେ ଦୀପାବଳି

ମୁମ୍ବାଇ: ସବୁ ବଡ ବଡ ପର୍ବକୁ ରୁପେଲି ପରଦାରେ ଦେଖାଇବାକୁ ଚାହିଁଥାଆନ୍ତି ନିର୍ମାତା ନିର୍ଦ୍ଦେଶକ। ସେ ହୋଲି ହେଉ କି ଦୀପାବଳି, ଦଶହରା ହେଉ ଅବା...

ଭାରତ ୨୦୧୯ ବିଶ୍ୱକପ୍‌ ଜିତିଲେ ନିର୍ମାଣ ହେବ ‘୮୩’ ପରି ଆଉ ଏକ ଫିଲ୍ମ

ବର୍ତ୍ତମାନ ୨୦୧୯ କ୍ରିକେଟ ବିଶ୍ୱକପ୍‌ ଚାଲିଛି। ଇତି ମଧ୍ୟରେ ଭାରତୀୟ ଦଳର ପ୍ରଦର୍ଶନ ଭଲ ରହିଛି। ଏହାକୁ ନେଇ କ୍ରିକେଟପ୍ରେମୀଙ୍କ ସମେତ ସାରା ଭାରତ ଉତ୍ସାହିତ...

ଖୁସି ଅନ୍ତରାଳେ

କ୍ରିତି ସାନନଙ୍କ ଖୁସି କହିଲେ ନ ସରେ। କାରଣ ଦୀର୍ଘ ଦିନର ସ୍ବପ୍ନ ତାଙ୍କର ସାକାର ହୋଇଛି। ଯେତେବେଳେ ତାଙ୍କୁ ଏହି ଅଫର ମିଳିଲା ସେତେବେଳେ...

‘ଭିକି ଡୋନର୍‌’ ମୋ ଜୀବନର ଟର୍ନିଂ ପଏଣ୍ଟ

୨୦୧୨ରେ ବହୁଚର୍ଚ୍ଚିତ ଫିଲ୍ମ ‘ଭିକି ଡୋନର୍‌’ରୁ ଫିଲ୍ମ କ୍ୟାରିୟର ଆରମ୍ଭ କରିଥିଲେ ବଲିଉଡ୍‌ର ବବ୍‌ଲି ଅଭିନେତ୍ରୀ ୟାମି ଗୌତମ। ପ୍ରଥମ ଫିଲ୍ମରୁ ହିଁ କ୍ରିଟିକାଲ ଓ...

Leave a comment

Your email address will not be published. Required fields are marked *