Posted inଜାତୀୟ

ଦେଶରେ ୧,୯୬୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୪।୧୦: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୯୬୮ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ୧୫ ଜଣଙ୍କ ମୃତ୍ୟୁ ଘଟିତତ୍ବା ଜଣାପଡିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୧,୨୦,୪୫୧ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୦,୩୬,୧୫୨ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୩୪,୫୯୮ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୮,୭୧୬କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫୭୦ ଜଣଙ୍କ ବିରୋଧରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୦ା୪: ଆସନ୍ତା ୨୩ ତାରିଖରେ ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ମୋଟ ୧୬୧୨ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେମାନଙ୍କ...

ବିଧାୟକ, ଏମ୍‌ପିଙ୍କ ବିରୋଧରେ ୫ ହଜାର ମାମଲା ଶୁଣାଣି ଅପେକ୍ଷାରେ

ନୂଆଦିଲ୍ଲୀ,୩।୨: ଦେଶର ପାର୍ଲାମେଣ୍ଟ ସଦସ୍ୟ (ଏମ୍‌ପି) ଏବଂ ବିଧାୟକମାନଙ୍କ ବିରୋଧରେ ମୋଟ ୪,୯୮୪ ମାମଲା ବିଚାରାଧୀନ ରହିଛି। ସେଥିରୁ ୧,୮୯୯ ମାମଲା ୫ ବର୍ଷରୁ ଊର୍ଦ୍ଧ୍ୱ...

ଭାରତରେ ଏଣ୍ଡେମିକ୍‌ ହେବାକୁ ଯାଉଛି କରୋନା …

ନୂଆଦିଲ୍ଲୀ,୨୧।୯: ଦେଶରେ କରୋନା ମହାମାରୀର ତୃତୀୟ ଲହର ନେଇ ଆଶଙ୍କା ଏବଂ ଆତଙ୍କ ବୃଦ୍ଧିି ପାଇବାରେ ଲାଗିଛି। ଏପରିସ୍ଥଳେ ଭାକ୍ସିନ୍‌ ବିଶେଷଜ୍ଞ ଗଗନଦୀପ୍‌ କାଙ୍ଗ୍‌ ଗୁରୁତ୍ୱପୂର୍ଣ୍ଣ...

୫୦ ବର୍ଷ ଧରି ବିବାହ କଥାକୁ ଲୁଚାଇ ରଖିଥିଲେ ମୋଦି, ପରେ ଏମିତି ପଡ଼ିଥିଲା ଜଣା

ନୂଆଦିଲ୍ଲୀ,୧୭ା୯: ଆଜି ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୦ତମ ଜନ୍ମଦିବସ। ଆଜିର ଏହି ସ୍ବତନ୍ତ୍ର ଦିନରେ ଆସନ୍ତୁ ଜାଣିବା ମୋଦିଙ୍କ ବ୍ୟକ୍ତିଗତ ଜୀବନ ସମ୍ପର୍କରେ କିଛି...

କେଜରିୱାଲଙ୍କ ପିଏଙ୍କୁ ଇଡି ନୋଟିସ, ହେବ ପଚରାଉଚରା…

ନୂଆଦିଲ୍ଲୀ,୨୩।୨ : ଦିଲ୍ଲୀର ଏକ୍ସାଇଜ ସ୍କାମ ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ(ଇଡି) ଗୁରୁବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବ୍ୟକ୍ତିଗତ ସଚିବ(ପିଏ)ଙ୍କୁ ଡକାଇଛନ୍ତି। ଏକ୍ସାଇଜ ସ୍କାମ ସମ୍ପର୍କରେ ଇଡି...

ସୋସିଆଲ୍‌ ମିଡ଼ିଆରେ ଆଇଏସ୍‌ ସ୍ଲିପର ସେଲ୍‌ର ନକଲି ଆକାଉଣ୍ଟ: ସିଏଏ ବିରୋଧରେ ଲୋକଙ୍କୁ ଉସୁକାଉଥିବା ଅଭିଯୋଗ

ନୂଆଦିଲ୍ଲୀ, ୯।୩: ସୋସିଆଲ ମିଡ଼ିଆରେ ଆତଙ୍କବାଦୀ ସଂଗଠନ ଇସଲାମିକ୍‌ ଷ୍ଟେଟ୍‌(ଆଇଏସ୍‌)ର ନକଲି ଆକଉଣ୍ଟ ଉପରେ ଏବେ ଭାରତୀୟ ଗୋଇନ୍ଦା ବିଭାଗ ନଜର ରଖିଛି। ଏହାଦ୍ୱାରା ଆଇଏସ୍‌...

ଭାଜପା ବିଧାୟକଙ୍କ ସମେତ ୧୦ ନେତାଙ୍କୁ ବର୍ଷେ ଜେଲ ଦଣ୍ଡାଦେଶ…

ଭୋପାଳ,୨୫।୧୨ : ମଧ୍ୟପ୍ରଦେଶର ଖଣ୍ଡୱା ଚର୍ଚ୍ଚିତ ମୁହଁରେ କଳା ବୋଳିବା ମାମଲାରେ ସ୍ବତନ୍ତ୍ର କୋର୍ଟ ଭାଜପା ବିଧାୟକ ରାମ ଡାଙ୍ଗୋରଙ୍କ ସମେତ ୧୦ ଜଣ ନେତାଙ୍କୁ...

ସିଦ୍ଦାରାମାୟା ହେବେ କର୍ନାଟକ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୧୭।୫: ଚାରି ଦିନର ମନ୍ଥନ ପରେ କଂଗ୍ରେସ କର୍ନାଟକର ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡାନ୍ତ କରିଛି। ଦଳ ପୁଣି ଥରେ ସିଦ୍ଦାରାମାୟାଙ୍କ ଉପରେ ବିଶ୍ୱାସ କରିଛି। ସୂତ୍ର...

Advertisement
Archives

Model This Week