ହୋଲି ପୂର୍ବରୁ ରଙ୍ଗ ଖେଳିଲେ ବଲିଉଡ୍‌ର ନୂଆ ଲଭ୍‌ବାର୍ଡ

ବମ୍ବେ: ବଲିଉଡ୍‌ର ଭାଇଜାନ୍‌ ସଲ୍‌ମାନଙ୍କ ଏକଦା ପ୍ରେମିକା ଥିବା କଟ୍ରିନା କୈଫ୍‌ ଏବେ ଆଉ ଜଣଙ୍କ ପ୍ରେମରେ। ସେ ଆଉ କେହି ନୁହନ୍ତି, ଅଭିନେତା ବିକ୍କି କୌଶଲ। ବିକ୍କି ଏକଦା ଏକ କାର୍ଯ୍ୟକ୍ରମରେ ସଲ୍‌ମାନଙ୍କ ସମ୍ମୁଖରେ କଟ୍ରିନାଙ୍କୁ ପସନ୍ଦ କରୁଥିବା କହିଥିଲେ। ଏବେ ଉଭୟଙ୍କ ମଧ୍ୟରେ କୁଆଡ଼େ ମିଳାମିଶା ବଢ଼ିଛି। ଏକାଧିକ ଇଭେଣ୍ଟରେ ଉଭୟ ନଜରକୁ ଆସୁଛନ୍ତି। ଫଳରେ ବିକ୍କି-କଟ୍ରିନା ବଲିଉଡ୍‌ର ନୂଆ ଲଭ୍‌ବାର୍ଡ ବୋଲି କୁହାଯାଉଛି।

ହୋଲି ପୂର୍ବରୁ ଶନିବାର ନିଜ ଘରେ ପାର୍ଟିର ଆୟୋଜନ କରିଥିଲେ ମୁକେଶ ଅମ୍ବାନୀଙ୍କ ଝିଅ ଇଶା ଅମ୍ବାନୀ। ଏଥିରେ ବଲିଉଡର ପ୍ରାୟ ସମସ୍ତ କଳାକାର ଯୋଗ ଦେଇଥିଲେ। ଏହି ସମୟର ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ କଟ୍ରିନାଙ୍କୁ ବିକ୍କି ରଙ୍ଗ ଲଗାଉଥିବା ଦେଖାଯାଉଛି।

ଉଭୟ ଅଭିନେତାଙ୍କ ଆଗାମୀ ଫିଲ୍ମ ବିଷୟରେ ଯଦି କଥା ହେବା, ତେବେ ବିକ୍କି ସରଦାର ଉଧମ ସିଂ, ତଖ୍‌ତରେ ନଜରକୁ ଆସିବେ। ସେହିଭଳି କଟ୍ରିନା ସୂର୍ଯ୍ୟବଂଶୀରେ ଅକ୍ଷୟ କୁମାରଙ୍କ ବିପକ୍ଷରେ କାମ କରିଛନ୍ତି। ଖୁବ୍‌ଶୀଘ୍ର ଏହା ପରଦାକୁ ଆସିବାକୁ ଯାଉଛି।


All Right Reserved By Dharitri.Com

ସାରା ଯାହା ଚାହୁଁଥିଲେ

ସାରା ଅଲ୍ଲୀ ଖାନ ଯାହା ଚାହୁଁଥିଲେ ତାହା ଯେ ଏମିତି ହଠାତ୍‌ ପୂରଣ ହୋଇଯିବ ତାହା ସେ ବିଶ୍ୱାସ କରିପାରୁନାହାନ୍ତି। ବଲିଉଡ୍‌ରେ ଏଣ୍ଟ୍ରି କରିବା ପୂର୍ବରୁ...

ସୋସିଆଲ ମିଡିଆରୁ ଦୂରେଇ ରହୁଛନ୍ତି ପରିଣୀତି

ମୁମ୍ବାଇ: ଚଳଚ୍ଚିତ୍ର ‘ଜବରିୟା ଯୋଡ଼ି’ ପରେ ଏବେ ଅଭିନେତ୍ରୀ ପରିଣୀତି ଚୋପ୍ରା ଫିଲ୍ମ ‘ଦ ଗର୍ଲ ଅନ୍‌ ଦ ଟ୍ରେନ୍‌’ର ଶୁଟିଂରେ ବ୍ୟସ୍ତ। ଫିଲ୍ମରେ ତାଙ୍କ...

ପ୍ରତିଦିନ ୪,୫୦୦ ଖାଦ୍ୟ ପ୍ୟାକେଟ୍‌ ବାଣ୍ଟୁଛନ୍ତି ଅମିତାଭ ବଚ୍ଚନ

ସାରା ବିଶ୍ୱ ଏବେ କରୋନା ଭୂତାଣୁ ସହ ଲଢେଇ କରୁଛି। ଏହି ସମୟରେ ପ୍ରତିଷ୍ଠିତ ବ୍ୟକ୍ତିମାନେ ବିଭିନ୍ନ ସହାୟତା ପାଇଁ ଆଗେଇ ଆସୁଛନ୍ତି। ଏଥିରେ ସାମିଲ...

ଇନଷ୍ଟାଗ୍ରାମ୍‌ରେ କିଙ୍ଗ୍‌ ଖାଁଙ୍କ ଫଲୋଅର୍ସଙ୍କ ସଂଖ୍ୟା ୨ କୋଟି ଟପିଲା

ମୁମ୍ବାଇ: କିଙ୍ଗ୍‌ ଖାଁ ଶାହରୁଖଙ୍କ ପ୍ରଶଂସକଙ୍କ ପାଇଁ ଭଲ ଖବର ଆସିଛି। ଏବେ ଶାହରୁଖ ଖାଁଙ୍କ ଇନଷ୍ଟାଗ୍ରାମ୍‌ରେ ଫଲୋଅର୍ସଙ୍କ ସଂଖ୍ୟା ୨ କୋଟି ଟପିଛି। ଏବେ...

ଧନୀ କଳାକାର ତାଲିକାରେ ଅକ୍ଷୟ ଆଗରେ

ମୁମ୍ବାଇ: ଫୋର୍ବସ ଇଣ୍ଡିଆ ଦ୍ୱାରା୨୦୧୯ର ସେଲିବ୍ରିଟି ତାଲିକାରେ ଏଥର ସଲମାନଙ୍କୁ ପଛରେ ପକାଇଛନ୍ତି ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର। ଏଥରର ତାଲିକା ଅନ୍ୟ ବର୍ଷଠାରୁ...

ମ୍ୟାନ ଭର୍ସେସ ଓ୍ବାଇଲ୍ଡ: ବିୟର ଗ୍ରିଲସ୍‌ଙ୍କ ସହ ନଜର ଆସିଲା ରଜନୀକାନ୍ତଙ୍କ ମୋଶନ ପୋଷ୍ଟର

ନୂଆଦିଲ୍ଲୀ,୨୦।୨: ଡିସକଭରି ଚ୍ୟାନେଲରେ ପ୍ରସାରିତ ହେବାକୁ ଥିବା ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତଙ୍କର ଶୋ’ ମ୍ୟାନ ଭର୍ସେସ ଓ୍ବାଇଲ୍ଡର ମୋଶନ ପୋଷ୍ଟର ସୋସିଆଲ ମିଡିଆରେ ଭାଇରାଲ ହେବାରେ...

ଜାଣିଥିଲି କେବଳ ମୋଦି ହିଁ ଏଭଳି ନିଷ୍ପତ୍ତି ନେଇପାରିବେ: କଙ୍ଗନା

ଜମ୍ମୁ-କଶ୍ମୀରରେ ୩୭୦ ଧାରା ଉଚ୍ଛେଦ ପରେ ବଲିଉଡରେ ଖୁସିର ଲହରୀ ଖେଳିଯାଇଛି। କେତେକ କଳାକାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସଲାମ କରିଛନ୍ତି। ଏହି କ୍ରମରେ ସାମିଲ...

ଗାର୍ଲଫ୍ରେଣ୍ଡ୍‌ଙ୍କୁ ଏମିତି ଭାଲେଣ୍ଟାଇନ୍‌ ଓ୍ବିଶ୍‌ କଲେ ରାଜକୁମାର

ଭାଲେଣ୍ଟାଇନ୍‌ ଡେ’ ହେଉଛି ପ୍ରେମ ପରିପ୍ରକାଶର ଦିନ। ପ୍ରେମୀଯୁଗଳ ଏହିଦିନଟିକୁ ବେଶ୍‌ ଉତ୍ସାହର ସହ ଅପେକ୍ଷା କରିଥାନ୍ତି। ବଲିଉଡ୍‌ ଷ୍ଟାରମାନେ ମଧ୍ୟ ଏହିଦିନକୁ ସ୍ବତନ୍ତ୍ର ଭାବରେ...

Leave a comment

Your email address will not be published. Required fields are marked *