ରାଜ୍ୟରେ ୧୯୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୧୯୭ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୨ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪୮ ହଜାର ୮୮୦ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯୪ ଆକ୍ରାନ୍ତ ଥିବା ବେଳେ ବାଲେଶ୍ୱରରୁ ୨, ବରଗଡରୁ ୧, ଭଦ୍ରକରୁ ୩, କଟକରୁ ୬, ଦେବଗଡରୁ ୩, ଢେଙ୍କାନାଳରୁ ୪, ଗଞାମରୁ ୧, ଜଗତସିଂହପୁରରୁ ୨, ଯାଜପୁରରୁ ୮, ଝାରସୁଗୁଡାରୁ ୫, କେନ୍ଦ୍ରାପଡାରୁ ୨, କେନ୍ଦୁଝରରୁ ୧ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୯, ନବରଙ୍ଗପୁରରୁ ୨, ନୟାଗଡରୁ ୩, ରାୟଗଡାରୁ ୧, ସମ୍ବଲପୁରରୁ ୧୬, ସୁନ୍ଦରଗଡରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୨୨ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ଗାଡ଼ିର ମାଇଲେଜ କମିବ କିନ୍ତୁ ଇଞ୍ଜିନ ଖରାପ ହେବନାହିଁ, E୨୦ ପେଟ୍ରୋଲ ନେଇ ମିଥ୍ୟା ପ୍ରଚାର ଉପରେ ବର୍ଷିଲେ ଗଡ଼କରୀ

ନୂଆଦିଲ୍ଲୀ,୯।୭: E୨୦ ପେଟ୍ରୋଲ (୨୦% ଏଥାନଲ ଏବଂ ୮୦% ପେଟ୍ରୋଲ) ବ୍ୟବହାର ଦ୍ୱାରା ଗାଡ଼ିର ଇଞ୍ଜିନ ଖରାପ ହେଉଥିବା ଦାବିକୁ ସମ୍ପୂର୍ଣ୍ଣ ପ୍ରତ୍ୟାଖ୍ୟାନ କରିଛନ୍ତି କେନ୍ଦ୍ର ସଡ଼କ…

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌, ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର,୯।୭: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ଆସନ୍ତା…

ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ

ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri