Posted inଜାତୀୟ

ଅନ୍ତର୍ଜାତୀୟ ମହିଳା ଦିବସରେ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୮।୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ସମସ୍ତ ମହିଳାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଦେଶର ନାରୀଶକ୍ତିକୁ ମୋଦି ଅଭିନନ୍ଦନ ଜଣାଇବା ସହ ମହିଳା ଦିବସରେ ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟକୁ ମହିଳାଙ୍କ ଉଦ୍ଦେଶ୍ୟରେ ସମର୍ପିତ କରିଛନ୍ତି। ଉକ୍ତ ଦିବସରେ ଦିନ ତମାମ ୭ ଜଣ ସଫଳ ନାରୀଙ୍କ ସଂଘର୍ଷ ଓ ସଫଳତାର କାହାଣୀ ମୋଦିଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ମାଧ୍ୟମରେ ଶେୟାର କରିବେ ବୋଲି ସେ କହିଛନ୍ତି। ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ‘ନାରୀ ଶକ୍ତି’ ପୁରସ୍କାର ପ୍ରଦାନ କରିବେ।


All Right Reserved By Dharitri.Com

ମେ’ ୧୮ ପର୍ଯ୍ୟନ୍ତ ବଢିପାରେ ଲକ୍‌ଡାଉନ ଅବଧି

ମୁମ୍ବାଇ,୨୫।୪: କରୋନା ଭାଇରସକୁ ନେଇ ଦେଶରେ ଚାଲିଥିବା ଲକ୍‌ଡାଉନ ଅବଧି ମେ’ ୩ରେ ଶେଷ ହେଉଛି। ହେଲେ ମୁମ୍ବାଇ ଓ ପୁନେରେ ଏହି ଲକ୍‌ ଡାଉନ୍‌...

କରୋନା ଭାଇରସ୍‌ ଯୋଗୁ ଅସ୍ଥାୟୀ ଭାବେ ବନ୍ଦ ହେଲା ଏମ୍ସର ଓପିଡି ସେବା

ନୂଆଦିଲ୍ଲୀ,୨୩।୩: ଦେଶରେ କରୋନା ଭାଇରସ୍‌ର ପ୍ରକୋପକୁ ଦେଖି ଅଲ୍‌ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସ (ଏମ୍ସ) ସୋମବାରଠାରୁ ନିୟମିତ ରୋଗୀଙ୍କ ପାଇଁ ସମସ୍ତ ଓପିଡି...

ଅର୍ଥ ବ୍ୟବସ୍ଥାକୁ ନେଇ ମୋଦିଙ୍କ ଉପରେ ବର୍ଷିଲେ ମନମୋହନ

ମୁମ୍ବାଇ,୧୭।୧୦: ଦେଶର ଆର୍ଥିିକ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ। ମହାରାଷ୍ଟ୍ରରେ ସେ ଯୋଗ ଦେଇଥିବା ଏକ...

ସୋରେନ୍‌ଙ୍କ ବିବାଦୀୟ ମନ୍ତବ୍ୟ:ଇସିଙ୍କୁ ଫେରାଦ ହେଲା ଭାଜପା

ରାଞ୍ଚତ୍, ୨୦।୧୨(ପି.ଟି.):ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌)ର କାର୍ଯ୍ୟକାରୀ ଅଧ୍ୟକ୍ଷ ହେମନ୍ତ ସୋରେନ୍‌ ଏକ ନିର୍ବାଚନୀ ରାଲିରେ ଭାଜପା ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇ ଅଡୁଆରେ ପଡିଯାଇଛନ୍ତି। ପାକୁର...

ଚୋକ୍‌ସି, ମାଲ୍ୟାଙ୍କ ସମେତ ଖିଲାପକାରୀଙ୍କୁ ଋଣ କ୍ଷମା

ନୂଆଦିଲ୍ଲୀ,୨୯।୪: ଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବାରୁ ଅନାଦାୟ ଋଣ(ଏନ୍‌ପିଏ) ସ୍ତର ବଢ଼ିବା ଆଶଙ୍କା ରହିଛି। ଏଭଳି ସ୍ଥଳେ ବୃହତ୍‌ ପରିମାଣର ଋଣ ନେଇ ପରିଶୋଧ କରି...

ଶତାଦ୍ଦୀ ଏକ୍ସପ୍ରେସରେ ବୋମା ଆତଙ୍କ

ମଥୁରା,୨୮।୯: ରାଜଧାନୀ ଦିଲ୍ଲୀରୁ ଭୋପାଳ ଯାଉଥିବା ଶତାଦ୍ଦୀ ଏକ୍ସପ୍ରେସ୍‌ ଟ୍ରେନରେ ଶନିବାର ବୋମା ଥିବା ନେଇ ସୂଚନା ମିଳିଥିଲା। ଏହି ସୂଚନା ମିଳିବା ପରେ ଯାତ୍ରୀଙ୍କ...

ଝାଡୁ ପାହାରରେ ହାତ-ପଦ୍ମ ଘାଇଲା

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପୁଣି ଥରେ ଶାସନ ଡୋରି ଧରିବା ନିଶ୍ଚିତ ହୋଇଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ନେତୃତ୍ୱରେ ଦଳ...

‘ଗୋଟିଏ ଦେଶ, ଗୋଟିଏ ରାଶନ କାର୍ଡ’ ବ୍ୟବସ୍ଥା ଲାଗୁ କରିବେ କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୨୮।୬: ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ବ୍ୟବସ୍ଥା ଦେଶରେ ଲାଗୁ କରିବା ପାଇଁ ଆଲୋଚନା ଚାଲିଥିଲାବେଳେ ଏବେ ମୋଦି ସରକାର ‘ଗୋଟିଏ ଦେଶ, ଗୋଟିଏ...

Leave a comment

Your email address will not be published. Required fields are marked *