୪୯୯ ବର୍ଷ ପରେ ହୋଲିରେ ଦୁର୍ଲଭ ସଂଯୋଗ

ଫାଲ୍‌ଗୁନ ପୂର୍ଣ୍ଣିମାରେ ହୋଲିକା ଦହନର ପରଦିନ ହୋଲି ଉତ୍ସବ ପାଳନ କରାଯିବ। ଏବର୍ଷ ଏହି ଉତ୍ସବରେ ବୃହସ୍ପତି ଓ ଶନି ଏକ ଦୁର୍ଲଭ ଯୋଗ ସୃଷ୍ଟି କରିଛନ୍ତି। ହୋଲି ଦିନ ଉକ୍ତ ଗ୍ରହମାନେ ସେମାନଙ୍କ ନିଜ ନିଜ ରାଶିରେ ରହିବେ ବୋଲି କହିଛନ୍ତି ଉଜ୍ୱୟନୀର ଜ୍ୟୋତିଷ ପଣ୍ଡିତ ମନୀଷ ଶର୍ମା। ତାଙ୍କ ମତରେ ଏହି ଦିନ ବୃହସ୍ପତି ତାଙ୍କ ସ୍ବରାଶି ଧନୁରେ ଓ ଶନି ସ୍ବରାଶି ମକରରେ ରହିବେ। ଏଭଳି ସଂଯୋଗ ୩ ମାର୍ଚ୍ଚ ୧୫୨୧ରେ ପଡିଥିଲା। ଏହି ଯୋଗରେ ହୋଲି ଅସିଲେ ଶୁଭ ଫଳ ପ୍ରଦାନ କରିଥାଏ। ପ୍ରତିବର୍ଷ ସୂର୍ଯ୍ୟ କୁମ୍ଭ ରାଶିରେ, ଚନ୍ଦ୍ର ସିଂହ ରାଶିରେ ରହନ୍ତି ଓ ହୋଲି ପାଳନ କରାଯାଏ। କିନ୍ତୁ ଏଥର ବୃହସ୍ପତି ଧନୁ ରାଶିରେ ରହୁଥିବାରୁ ହୋଲିଦିନ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଚଣା ଦାନ କରନ୍ତୁ। ଭଗବାନ ଶିବଙ୍କୁ ବେସନ ଲଡୁ ଭୋଗ ଲଗାନ୍ତୁ। ହଳଦିଆ ବସ୍ତ୍ର ଓ କଦଳୀ ଦାନ କରନ୍ତୁ। ଶନିଙ୍କ ଲାଗି ଏହି ଦିନ ‘ଓଁ ଶନୈଶ୍ଚରାୟ ନମଃ’ ମନ୍ତ୍ର ଅତି କମ୍‌ରେ ୧୦୮ ଥର ଜପ କରନ୍ତୁ। ଶିବଲିଙ୍ଗରେ କଳାରାଶି ଚଢାନ୍ତୁ। କୌଣସି ଗରିବ ବ୍ୟକ୍ତିଙ୍କୁ କଳାବିରି ଦାନ କରନ୍ତୁ।


All Right Reserved By Dharitri.Com

ଗ୍ରାମଦେବତା ଭାବେ ପୂଜାପାଏ ବାଦୁଡ଼ି

ପାଟଣା, ୨୭ା୩- ପ୍ରାୟତଃ ଲୋକମାନେ ବାଦୁଡ଼ିକୁ ନିଶାଚର ସହ ତୁଳନା କରିବା ସହିତ ଏହାକୁ ଅଶୁଭ ବୋଲି ମାନିଥାନ୍ତି। କେରଳରେ କିଛି ବର୍ଷ ପୂର୍ବେ ବାଦୁଡ଼ିରୁ...

ଏହି ସ୍ଥାନକୁ ଭଉଣୀଭାଇଙ୍କୁ ଏକାଠି ଯିବା ମନା

ଉତ୍ତରପ୍ରଦେଶର କଲ୍‌ପିରେ ରହିଛି ୨୧୦ ଫୁଟ୍‌ ଉଚ୍ଚ ‘ଲଙ୍କା ମୀନାର୍‌’। ଏହି ମୀନାର ମଧ୍ୟରେ ରାବଣଙ୍କ ପୂରା ପରିବାରର ଚିତ୍ରଣ କରାଯାଇଛି। ମୀନାରକୁ ନେଇ ରହିଛି...

୩୧ ବର୍ଷରେ ଡବ୍ଲ୍ୟୁ-ଡବ୍ଲ୍ୟୁ-ଡବ୍ଲ୍ୟୁ

ଓ୍ବାଶିଂଟନ,୧୨।୩: ବ୍ଲ୍ୟୁ-ଡବ୍ଲ୍ୟୁ-ଡବ୍ଲ୍ୟୁ(ଓ୍ବାଲର୍‌ଡ ଓ୍ବାଇଡ୍‌ ଓ୍ବେବ୍‌)କୁ ଗୁରୁବାର ୩୧ ବର୍ଷ ପୂରଣ ହୋଇଛି। ୧୯୮୯ ମାର୍ଚ୍ଚ ୧୨ରେ ଏହାର ସ୍ଥାପିତ ହୋଇଥିଲା। ଏଭଳି ଓ୍ବେବସାଇଟ୍‌ ସହିତ ସର୍ଚ୍ଚ...

ରେନ୍‌ବୋ ଭିଲେଜ୍‌

ପୃଥିବୀରେ ଏଭଳି ଅନେକ ସ୍ଥାନ ରହିଛି, ଯାହା ଦେଖିବାକୁ ଅନ୍ୟ ସ୍ଥାନଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏବଂ ନିଆରା। ସେହିଭଳି ଏକ ସ୍ଥାନ ହେଉଛି ତାଇଓ୍ବାନର ନାନ୍‌ଟୁନ୍‌...

ଅଜବ ପର୍ସ

ମୁହଁ ପରି ଏକ ପର୍ସ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ୍‌ ହେବାରେ ଲାଗିଛି। ଏହି ପର୍ସକୁ ଦେଖି ଆଶ୍ଚର୍ଯ୍ୟ ଲାଗୁଛି। ଏଥିରେ ମଣିଷ ମୁହଁ ଭଳି...

ଫୁକା ଗାଁର କୃଷିଯନ୍ତ୍ର କାରିଗର

ଏକ ନିପଟ ଆଦିବାସୀ ଅଧ୍ୟୁଷିତ ଗାଁର ଜଣେ ଯୁବକ। ଇଞ୍ଜିନିୟରିଂ ପାଠ ପଢ଼ିନାହାନ୍ତି, ମାତ୍ର ନିଆରା କୃଷିଯନ୍ତ୍ର ତିଆରି କରିଛନ୍ତି । ଏହି ଯନ୍ତ୍ରକୁ ଚାଷକାମରେ...

ପୃଥିବୀଠାରୁ ବଡ଼ ଗ୍ରହର ମିଳିଲା ସନ୍ଧାନ: ମାତ୍ର ୩୭ ଦିନରେ ହେଉଛି ଏକ ବର୍ଷ

ଓ୍ବାଶିଂଟନ୍‌, ୯।୧: ପୃଥିବୀଠାରୁ ଏକ ବଡ଼ ଗ୍ରହର ସନ୍ଧାନ ମିଳିଛି। ଏଲିଅନ୍‌ଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ କରୁଥିବା ସ୍ପେସକ୍ରାଫ୍ଟର ଟେଲିସ୍କୋପ୍‌ ଦ୍ୱାରା ଏହି ଗ୍ରହର ଉପସ୍ଥିତି...

ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବାରୁ କାର୍ତ୍ତିୟାନି ଓ ଭାଗିରଥି ଆମ୍ମାଙ୍କୁ ମିଳିବ ‘ନାରୀ ଶକ୍ତି ପୁରସ୍କାର’

କୋଲ୍ଲମ,୫।୩: କେରଳର ୧୦୫ ବର୍ଷିୟା ଭାଗିରଥି ଆମ୍ମା ନିଜ ଜୀବନରେ ବହୁ ଉତ୍ଥାନ ପତନକୁ ସାମ୍ନା କରିଛନ୍ତି। ହେଲେ ପରିଣତ ବୟସରେ ସେ ଏମିତି କାମ...

Leave a comment

Your email address will not be published. Required fields are marked *