ଗାଜାରେ ୧୯୮ ନିହତ…

ଜେରୁଜେଲମ,୭।୧୦ : ହମାସର ଯୁଦ୍ଧବିମାନ ଇସ୍ରାଏଲ ଉପରେ ଆକ୍ରମଣ କରିଥିଲା। ଗାଜା ଅଞ୍ଚଳରେ ହମାସ ଯୁଦ୍ଧବିମାନ ରକେଟ ମାଡ କରିଥିଲା। ପରେ ପାରାଗ୍ଲାଇଡିଂ ହମାସ ସଦସ୍ୟମାନେ ସଡକ ଏବଂ ଅନ୍ୟାନ୍ୟ ମାର୍ଗରେ ଇସ୍ରାଏଲରେ ପ୍ରବେଶ କରି ସେମାନଙ୍କ ସାମ୍ନାରେ ଯାହାକୁ ଦେଖିଲେ ଗୁଳି ଚଳାଇଥିଲେ। ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏହାକୁ ନେଇ ହମାସ ବିରୋଧରେ ଯୁଦ୍ଧ ଘୋଷଣା କରିଛନ୍ତି।

ଏହି ଅକ୍ରମଣରେ ୪୦ ଇସ୍ରାଏଲ ନାଗରିକଙ୍କ ମୃତ୍ୟୁ ଘଟିଥିବାବେଳେ ୭୦୦ରୁ ଅଧିକ ଆହତ ହୋଇଥିବା କୁହାଯାଉଛି। ତେବେ ଇସ୍ରାଏଲ ପ୍ରତିଶୋଧ ନେବାକୁ ଯୋଜନା କରିଛି। ଇଛି। ଗାଜା ଅଞ୍ଚଳରେ ଆକ୍ରମଣରେ ୧୯୮ ନିହତ ହୋଇଥିବା ସହିତ ୧,୬୧୦ ଜଣ ଆହତ ହୋଇଥିବା ପାଲେଷ୍ଟାଇନ କହିଛି। ଏହା ସହିତ କେତେକ ହମାସ ସଦସ୍ୟଙ୍କ ମୃତ୍ୟୁ ଘଟିଥିବା ଇସ୍ରାଏଲ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ…

ଫିଲ୍ମ ପରେ ଏବେ କ୍ରିକେଟ ମଇଦାନରେ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ହେଲେ ଏହି ଟିମ୍‌ର ମାଲିକ

ନୂଆଦିଲ୍ଲୀ, ୨୬।୬: ବଲିଉଡର ଆକ୍ସନ ଷ୍ଟାର୍ ଜନ ଅବ୍ରାହମ୍ ଏବେ କ୍ରିକେଟ୍ ପିଚ୍‌ରେ ନଜର ଆସିବେ। ସେ ପ୍ରଥମ ୟୁରୋପିଆନ୍ ଟି-୨୦ ପ୍ରିମିୟର ଲିଗ୍ (ETPL)ର ଫ୍ରାଞ୍ଚାଇଜ୍…

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

ନିରାଶ ହେଲେ ପ୍ରଶଂସକ, ଖେଳିବେନି ବୈଭବ

ନୂଆଦିଲ୍ଲୀ,୨୬।୬: ଭାରତୀୟ ଟି-୨୦ କ୍ରିକେଟର ‘ଶ୍ରେୟସ ଯୁଗ’ ଆଜିଠାରୁ ଆରମ୍ଭ ହେଉଛି। ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଭାରତୀୟ ଦଳ ଆଜି ଆୟର୍ଲାଣ୍ଡର ସାମ୍ନା କରୁଛି। ଏହା…

ଆଫଗାନିସ୍ତାନ ମାଡ଼ରେ ଉଡ଼ିଲା ପାକିସ୍ତାନର ହୋଶ! ଭାରତ ବିରୋଧରେ ଖ୍ବାଜା ଆସିଫ ଆଣିଲେ…

ଇସଲାମାବାଦ,୨୬।୬: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଆଫଗାନିସ୍ତାନରୁ ହୋଇଥିବା ଡ୍ରୋନ ଆକ୍ରମଣ ପାଇଁ ଭାରତକୁ ଦାୟୀ କରିଛନ୍ତି। ଗତ ସପ୍ତାହରେ, ଆଫଗାନ ତାଲିବାନ ବାହିନୀ ଦୁଇଟି…

ଟ୍ରକ୍‌ ପଛରେ ପିଟିହେଲା ପିକ୍‌ଅପ୍‌, ୨ ଗୁରୁତର

ଛତ୍ରପୁର,୨୬ା୬(ଦିଲ୍ଲୀପ ସାମଲ): ଛତ୍ରପୁର ଅଗସ୍ତି ନୂଆଗାଁ ଛକ ନିକଟ ଜାତୀୟ ରାଜପଥରେ ଶୁକ୍ରବାର ଟ୍ରକ୍‌ ପଛରେ ଏକ ପିକ୍‌ଅପ୍‌ ପିଟି ହେବାରୁ ୨ ଗୁରୁତର ହୋଇଛନ୍ତି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri