ଲଗାତାର ରାଜ୍ୟରେ ୨୦୦ରୁ କମ୍‌ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ୨ ମୃତ

ଭୁବନେଶ୍ୱର,୫।୧(ବ୍ୟୁରୋ): ଲଗାତାର ୩ ଦିନହେଲା ରାଜ୍ୟରେ ୨୦୦ରୁ କମ୍‌ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି।
ରାଜ୍ୟରେ ମଙ୍ଗଳବାର ୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୦ ହଜାର ୬୯୦ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳରୁ ଜିଲାରୁ ସର୍ବାଧିକ ୩୪ ଜଣ ଲେଖାଏ ଥିବା ବେଳେ ବାଲେଶ୍ୱରରୁ ୩, ବରଗଡ଼ରୁ ୧୦, ଭଦ୍ରକରୁ ୩ , ବଲାଙ୍ଗୀରରୁ ୧୪, ବୌଦ୍ଧରୁ ୧, କଟକରୁ ୯, ଓ ଗଞ୍ଜାମରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଜଗତ୍‌ସିଂହପୁରରୁ ୪, ଯାଜପୁରର ୬, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଝରରୁ ୧୯, ଖୋର୍ଦ୍ଧାରୁ ୧୭, ମୟୂରଭଞ୍ଜରୁ ୧୧ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୧ , ନୟାଗଡ଼ରୁ ୨, ନୂଆପଡ଼ାରୁ ୨, ପୁରୀରୁ ୯, ସମ୍ବଲପୁରରୁ ୯ ଏବଂ ସୁବର୍ଣ୍ଣପୁରରୁ ୩ ଆକ୍ରାନ୍ତ ଅଛନ୍ତି।
ସେହପରି ରାଜ୍ୟରେ କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୮୮୭କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୃତକ ଦ୍ୱୟ ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲାର।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁପାଳଗଡ଼ ମହୋତ୍ସବର ତୃତୀୟ ସନ୍ଧ୍ୟା: ଋତୁରାଜଙ୍କ ସୁଫି ସଙ୍ଗୀତରେ ଝୁମିଲେ ଶ୍ରୋତା, ଆଜି ସରିବ

ଭୁବନେଶ୍ୱର(ବ୍ୟୁରୋ)/ ପୁରୁଣା ଭୁବନେଶ୍ୱର(ଡି.ଏନ୍‌.ଏ.), ୧୯।୧ – କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚ (କାପୋକ) ପକ୍ଷରୁ ଆୟୋଜିତ ଶିଶୁପାଳଗଡ଼ ମହୋତ୍ସବର ଶନିବାର ଥିଲା ତୃତୀୟ...

ଷ୍ଟିଙ୍ଗ୍‌ ଅପରେଶନ୍‌ରେ ଧରାପଡ଼ିଲେ ଜେଇ

ବଲାଙ୍ଗୀର ଅଫିସ, ୧।୮: ବଲାଙ୍ଗୀର ଜିଲା ପୁଇଁନ୍ତଳା ବ୍ଲକ ଖଲିଆପାଲି ପଞ୍ଚାୟତର ଜଣେ ୱାର୍ଡମେମ୍ବରଙ୍କ ଷ୍ଟିଙ୍ଗ୍‌ ଅପରେଶନ୍‌ରେ ଲାଞ୍ଚ ନେଲାବେଳେ ଧରାପଡିଛନ୍ତି ବ୍ଲକର ଜେଇ(କନିଷ୍ଠ ଯନ୍ତ୍ରୀ)...

ସ୍କୁଲ ଚକ ଚକିଆ: ୧୦ ଶିକ୍ଷକ ପଦବୀ ଖାଲି

ନାଉଗାଁ,୧ା୧୨(ସ୍ବ.ପ୍ର.): ରାଜ୍ୟରେ ସ୍କୁଲ ରୂପାନ୍ତରୀକରଣ ଯୋଜନା କାମ ଜୋରସୋର୍‌ ଚାଲିଛି। ସ୍କୁଲଗୁଡିକର କାୟା ବଦଳି ଯାଇଛି। ସବୁ ଚକାଚକ୍‌ ସ୍ମାର୍ଟ କ୍ଲାସରୁମ ଏବଂ ସ୍କୁଲ ପରିସର...

ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ ପାଇଁ କାଠ ଚିହ୍ନଟ ଆରମ୍ଭ

ପୁରୁଣା ଭୁବନେଶ୍ୱର,୨୦।୧(ଡି.ଏନ.ଏ.): ଶ୍ରୀଲିଙ୍ଗରାଜଙ୍କ ରୁକୁଣା ତଥା ଅଶୋକାଷ୍ଟମୀ ରଥଯାତ୍ରା ଆସନ୍ତା ଏପ୍ରିଲ ୧ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ...

ସନ୍ଧ୍ୟାରେ ଲ୍ୟାଣ୍ଡଫଲ କରିବ ‘ଗୁଲାବ୍‌’

ଭୁବନେଶ୍ୱର,୨୫।୯(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଟି ଶନିବାର ସନ୍ଧ୍ୟାରେ ବାତ୍ୟାରେ ପରିଣତ ହୋଇପାରେ। ଆଉ ରବିବାର ସନ୍ଧ୍ୟାରେ ଏହା ଓ ଗୋପାଳପୁର ଓ ଆନ୍ଧ୍ର...

୫ ବିଧାୟକଙ୍କୁ ଅଟକ ରଖିଲେ ଖବରଦାତା

କେନ୍ଦ୍ରାପଡ଼ା ଅଫିସ,୨୧ା୭: କେନ୍ଦ୍ରାପଡ଼ା ରିଜର୍ଭ ପୋଲିସର ଜଣେ ମହିଳା କନ୍‌ଷ୍ଟେବଳ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ଭୀମସେନ ସେଠୀ ନାମକ ଜଣେ ଖବରଦାତାଙ୍କୁ ମାଡ ମାରିଥିଲେ।...

ଆରମ୍ଭ ହେଲା କରୋନାର ଚତୁର୍ଥ ଲହର!

ନୂଆଦିଲ୍ଲୀ,୧୦ ।୪: କରୋନା ସଂକ୍ରମଣ ପୁଣିଥରେ ଦେଶରେ ମୁଣ୍ଡ ଟେକିଲାଣି । ଦେଶର କିଛି ରାଜ୍ୟରେ ସଂକ୍ରମିତଙ୍କ ସଖ୍ୟା ବଢୁଥିବାରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆଲର୍ଟ...

ବାତ୍ୟା ଅମ୍ଫନ କ୍ଷୟକ୍ଷତି ପାଇଁ ଓଡିଶାକୁ ୫୦୦ କୋଟି: ମୋଦି

ଭୁବନେଶ୍ୱର,୨୨।୫(ବ୍ୟୁରୋ)-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ସାମୁଦ୍ରିକ ବାତ୍ୟା ଅମ୍ଫନ କ୍ଷୟକ୍ଷତି ପାଇଁ ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠିରୁ ୫୦୦ କୋଟି ଟଙ୍କାର ଅନୁଦାନ ପ୍ରଦାନ କରାଯିବ...

Advertisement
Archives

Model This Week