ଲଗାତାର ରାଜ୍ୟରେ ୨୦୦ରୁ କମ୍‌ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ୨ ମୃତ

ଭୁବନେଶ୍ୱର,୫।୧(ବ୍ୟୁରୋ): ଲଗାତାର ୩ ଦିନହେଲା ରାଜ୍ୟରେ ୨୦୦ରୁ କମ୍‌ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି।
ରାଜ୍ୟରେ ମଙ୍ଗଳବାର ୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୦ ହଜାର ୬୯୦ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳରୁ ଜିଲାରୁ ସର୍ବାଧିକ ୩୪ ଜଣ ଲେଖାଏ ଥିବା ବେଳେ ବାଲେଶ୍ୱରରୁ ୩, ବରଗଡ଼ରୁ ୧୦, ଭଦ୍ରକରୁ ୩ , ବଲାଙ୍ଗୀରରୁ ୧୪, ବୌଦ୍ଧରୁ ୧, କଟକରୁ ୯, ଓ ଗଞ୍ଜାମରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଜଗତ୍‌ସିଂହପୁରରୁ ୪, ଯାଜପୁରର ୬, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଝରରୁ ୧୯, ଖୋର୍ଦ୍ଧାରୁ ୧୭, ମୟୂରଭଞ୍ଜରୁ ୧୧ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୧ , ନୟାଗଡ଼ରୁ ୨, ନୂଆପଡ଼ାରୁ ୨, ପୁରୀରୁ ୯, ସମ୍ବଲପୁରରୁ ୯ ଏବଂ ସୁବର୍ଣ୍ଣପୁରରୁ ୩ ଆକ୍ରାନ୍ତ ଅଛନ୍ତି।
ସେହପରି ରାଜ୍ୟରେ କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୮୮୭କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୃତକ ଦ୍ୱୟ ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲାର।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ୩ଟି ରାଉଣ୍ଡରେ ବିଜେଡି ଆଗୁଆ

ରାୟଗଡ଼ା ଅଫିସ୍‌,୨୩ା୫: ରାୟଗଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ୩ଟି ରାଉଣ୍ଡ ଗଣତିରେ ବିଜେଡି ଆଗୁଆ ରହିଛି। ବିଜେଡିର ଲାଲବିହାରୀ ହିମିରିକାଙ୍କୁ ପ୍ରଥମ ରାଉଣ୍ଡରେ ୧୫୪୬, ଦ୍ୱିତୀୟ...

ବାହୁଡୁଛନ୍ତି ମହାପ୍ରଭୁ

ପୁରୀ ଅଫିସ, ୧।୭: ନବଦିନାତ୍ମକ ଯାତ୍ରା ପରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡୁଛନ୍ତି ମହାପ୍ରଭୁ। ସେଥିପାଇଁ ସଅଳ ନୀତିକାନ୍ତି ପରେ ଧାର୍ଯ୍ୟ ସମୟର ୩୫ ମିନିଟ ପୂର୍ବରୁ...

ବିଇଡି, ଏମ୍‌ଇଡି ଶିକ୍ଷାନୁଷ୍ଠାନକୁ ବନ୍ଦ ଚକ୍ରାନ୍ତ ବିରୋଧରେ ଆନ୍ଦୋଳନ

ଭୁବନେଶ୍ୱର, ୨୧। ୨(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ବିଇଡି ଏବଂ ଏମ୍‌ଇଡି ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟକୁ ବନ୍ଦ କରିବାର ହୀନ ଚେଷ୍ଟା ବିରୋଧରେ ଏଆଇଡିଏସଓ ପକ୍ଷରୁ...

କରୋନା ଭ୍ୟାକ୍ସିନର ଦ୍ୱିତୀୟ ଡୋଜ, ବୁଷ୍ଟର ଡୋଜ ମଧ୍ୟରେ ରହିବ ୯-୧୨ ମାସର ବ୍ୟବଧାନ!

ନୂଆଦିଲ୍ଲୀ,୨୬ ।୧୨: ଦେଶରେ କୋଭିଡ ୧୯ ବୁଷ୍ଟର ଡୋଜ ଦେବାଲାଗି ଅନୁମତି ମିଳିଯାଇଛି । ଏହା ପ୍ରଥମେ ଫ୍ରଣ୍ଟଲାଇନ୍ ୱାର୍କର୍ସ ଓ ବରିଷ୍ଠ ନାଗରିକଙ୍କୁ ଦିଆଯିବ...

ବିଜେବି କଲେଜରେ ପଶି ହାଣିବା ଘଟଣା: ୪ ଗିରଫ

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ବିଜେବି କଲେଜ କ୍ୟାମ୍ପସରେ ପଶି କିଛି ଅଣଛାତ୍ର ଆତଙ୍କରାଜ ଘଟାଇଥିଲେ। ତେବେ ଏହି ଘଟଣାରେ ୪ ଅଭିଯୁକ୍ତଙ୍କୁ କମିଶନରେଟ ପୋଲିସ ରବିବାର ଗିରଫ କରିଛି।...

ଘର ଘର ବୁଲି ସ୍ବାସ୍ଥ୍ୟଯାଞ୍ଚର ଶୁଭାରମ୍ଭ କଲେ ଜିଲାପାଳ

ଶେରଗଡ଼,୧୦ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଶୁକ୍ରବାର ଶେରଗଡ଼ ବ୍ଲକ ଅଲାରିଗଡ଼ରେ ପହଞ୍ଚତ୍ ଘର ଘର ବୁଲି ସ୍ବାସ୍ଥ୍ୟ ଯାଞ୍ଚର ଶୁଭାରମ୍ଭ କରିଛନ୍ତି। କୌଣସି...

ଝିଆରୀ ମୁଣ୍ଡରୁ ପୋଛିଲେ ସିନ୍ଦୂର ….

ବାଉଁଶୁଣୀ,୨୫।୧୨(ଡି.ଏନ୍‌.ଏ.): ବୌଦ୍ଧ ବ୍ଲକ ବାଉଁଶୁଣୀ ଥାନା ମୁଣ୍ଡିପଦର ପଞ୍ଚାୟତ ବଲାକିରା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିିଛି । ସୂଚନାଯୋଗ୍ୟ, ବୌଦ୍ଧ...

ଭୁବନେଶ୍ୱରରେ ଏନ୍‌ଆଇଭି ପ୍ରତିଷ୍ଠା କରିବାକୁ ଅନୁରୋଧ

ଭୁବନେଶ୍ୱର,୯।୩(ବ୍ୟୁରୋ): ଦେଶରେ ୪ଟି ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ(ଏନ୍‌ଆଇଭି) ପ୍ରତିଷ୍ଠା କରିବା ପାଇଁ ଚଳିତ ସାଧାରଣ ବଜେଟରେ ଘୋଷଣା କରାଯାଇଛି। ଏଥିମଧ୍ୟରୁ ଗୋଟିଏ ଭୁବନେଶ୍ୱରଠାରେ ପ୍ରତିଷ୍ଠା...

Advertisement
Archives

Model This Week