ବିସ୍ଫୋରକ ଜବତ ଘଟଣା: ୨ କୋର୍ଟ ଚାଲାଣ

ଜୟପୁର,୯ା୩(ଡ଼ି.ଏନ୍‌.ଏ)- ଜୟପୁର ଟାଉନ୍‌ ଥାନା ପକ୍ଷରୁ ଗତ ସପ୍ତାହରେ ୫ଟନ୍‌ ବିସ୍ଫୋରକ ଜବତ ଘଟଣାରେ ହାଇଦ୍ରାବାଦର ୨ ଜାଲ୍‌ ବିକ୍ରେତା ରାଜି ରେଡ୍ଡୀ ଏବଂ ମହେଶ୍ୱର ରେଡ୍ଡୀଙ୍କୁ ସୋମବାର କୋର୍ଟ ଚାଲାଣ କରାଯାଇଛି। ବିକ୍ରେତାମାନେ ପୁର୍ବରୁ ମାଲକାନଗିରି ଜିଲାର ୧୧ଟି କ୍ରଶର୍‌କୁ ୭୦ ଥର ବେଆଇନଭାବେ ବିସ୍ଫୋରକ ଚାଲାଣ କରିଛନ୍ତି। ଏ ନେଇ ଗଠିତ ସ୍ବତନ୍ତ୍ର ପୋଲିସ ଟିମ୍‌ ଏହାର ତଦନ୍ତ କରୁଥିବା ଜଣାପଡ଼ିଛି। ଏଥିପୂର୍ବରୁ ଚାଲାଣ କରାଯାଉଥିବା ଗାଡ଼ିର ଚାଳକ, ହେଲ୍ପର ଏବଂ ମାଲକାନଗିରି ଜିଲା ମୋଟୁ ଅଞ୍ଚଳର ଜଣେ କ୍ରଶର୍‌ ମାଲିକଙ୍କୁ ଗିରଫ କରାଯାଇଥିଲା।


All Right Reserved By Dharitri.Com

ସୁଲତାଙ୍କ ହାତରେ ଅଟୋ ଷ୍ଟିଅରିଂ:ବାପା ଅସୁସ୍ଥ ଥିବାରୁ ପାଠ ଛାଡ଼ି ପରିବାର ପୋଷୁଛନ୍ତି ଆଦିବାସୀ ଝିଅ

ଜୟପୁର/ବୋରିଗୁମ୍ମା:୨ା୯(ନି.ପ୍ର./ଡି.ଏନ୍‌.ଏ.):ମାଟ୍ରିକ୍‌ରେ ଦ୍ୱିତୀୟ ଶ୍ରେଣୀରେ ପାସ୍‌ କରିଥିଲେ ସୁଲତା ଗୋଲରୀ। ବାପା ଅଟୋ ଚଳାଉଥିଲେ। କିନ୍ତୁ ହଠାତ୍‌ ସେ ଅସୁସ୍ଥ ହୋଇ ଘରେ ରହିବା ପରେ ପରିବାର...

ଗୁହାଳରେ ଅଗ୍ନିକାଣ୍ଡ: ଦୁଇ ବାଛୁରୀ ଜୀବନ୍ତ ଦଗ୍ଧ

ଆଳି,୮।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ମାହାରକୁଳ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ବାଙ୍କ ବିହାରୀ ଦାସଙ୍କ ଗୁହାଳ ଘରେ ନିଆଁ...

ଝଗଡ଼ା ସମାଧାନ କରିବାକୁ ଯାଇ ଖାଇଲେ ମାଡ଼ : ଥାନାରେ ମାମଲା, ଅଭିଯୁକ୍ତ ଅଟକ

ଦିଗପହଣ୍ଡି,୭।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗ୍ରାମର ଦୁଇ ବ୍ୟକ୍ତିଙ୍କ ମଧ୍ୟରେ ଚାଲିଥିବା ଝଗଡ଼ା ସମାଧାନ କରିବାକୁ ଯାଇ ତୃତୀୟ ବ୍ୟକ୍ତି ମାଡ଼ ଖାଇବା...

ବିଦ୍ୟୁତ ବିଭାଗର ମନମାନି : ବିନା ସୂଚନାରେ ସଂଯୋଗ ବିଚ୍ଛିନ୍ନ, ଉପଭୋକ୍ତା ମହଲରେ ଅସନ୍ତୋଷ

ଆନନ୍ଦପୁର,୩୧।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁର ବିଦ୍ୟୁତ୍‌ ବିଭାଗର ମନମାନି ଯୋଗୁ ଉପଭୋକ୍ତା ଶୋଷଣର ଶିକାର ହେଉଥିବା ଅଭିଯୋଗ ହେଉଛି। ବିନା ସୂଚନାରେ ବାରମ୍ବାର ବିଦ୍ୟୁତ୍‌...

ରସୁଲପୁର ପଞ୍ଚାୟତ ସମିତିର ୬ଷ୍ଠ ସାଧାରଣ ବୈଠକ: ଯୋଗଦେଲେନି ବିଧାୟକ, ଏମ୍‌ପି

ରସୁଲପୁର,୨୩ା୧(ଡି.ଏନ୍‌.ଏ.): ବିଧାୟକ ଓ ମନ୍ତ୍ରୀମାନେ ଗାଁକୁ ଯିବେ। ଲୋକଙ୍କ ସମସ୍ୟା ବୁଝିବେ। ଗାଁରେ ରାତି କାଟିବେ। ସରକାରୀ ଯୋଜନା ଠିକ୍‌ ଭାବେ କାର୍ଯ୍ୟ ହେଉଛି କି...

କଳାପଟାରେ ଅଙ୍କ କଷି ନ ପାରିବାରୁ ଛାତ୍ରୀଙ୍କୁ ଦଣ୍ଡ : ଶିକ୍ଷକଙ୍କୁ ନିଲମ୍ବନ କଲେ ବିଇଓ, ଥାନାରେ ମାମଲା

ଔପଦା,୨।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଔପଦା ବ୍ଲକ ଗଡ଼ସାହି ପଞ୍ଚାୟତର ପଣ୍ଡୁଆ ପ୍ରାଥମିକ ବିଦ୍ୟାଳୟର ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀ କଳାପଟାରେ ଅଙ୍କ କଷି ନ ପାରିବାରୁ...

୬ ଖଣି ସଂସ୍ଥାର ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ ସାର୍ଟିଫିକେଟ ମାମଲାରେ ଓ୍ବାରେଣ୍ଟ ଜାରି

କେନ୍ଦୁଝର, ୨୩ା୬ (ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ବିପୁଳ ଖଣିଜ ସମ୍ପଦ ଲୁଟ କରିଥିବା ୩୧ ଖଣିର ୨୩ ଲିଜଧାରୀଙ୍କଠାରୁ ୬୩୫୦ କୋଟି ଟଙ୍କା ଜରିମାନା ଆଦାୟ ଲାଗି...

ତରଭୁଜ ଲାଗି ବଜାର ବେବସ୍‌ତାର ଅଭାବ: କ୍ଷତି ସହୁଛନ୍‌ ଚାଷୀ, ଲାଭ ଉଠଉଛନ୍‌ ବେପାରୀ

  ଭବାନୀପାଟଣା,୨୪।୩ (ଡି.ଏନ୍‌.ଏ.)- ବଜାର ବେବସ୍‌ତା ଅଭାବୁ ଭାବାନୀପାଟଣା ଆର ଧର୍ମଗଡ଼ ଉପଖଣ୍ଡର ଚରଭୁଜ ଚାଷୀ ଯେନ୍‌ ହିସାବେ ଲାଭ ପାଏବାର କଥା ନାଇଁ ପାଉଥିବାର...

Leave a comment

Your email address will not be published. Required fields are marked *