Posted inଜାତୀୟ

ଦେଶବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୦।୩: ସାରା ଦେଶରେ ପାଳନ କରାଯାଉଛି ରଙ୍ଗର ପର୍ବ ହୋଲି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ହିନ୍ଦୀରେ ସେ ଟୁଇଟ୍‌ କରି ଏହି ଶୁଭେଚ୍ଛା ଜଣାଇଛନ୍ତି। ହୋଲି ସମସ୍ତଙ୍କ ଜୀବନରେ ଶୁଖ ସମୃଦ୍ଧି ଭରିଦେଉ ବୋଲି ମୋଦି କାମନା କରିଛନ୍ତି। ସୂଚନାଯୋଗ୍ୟ, କରୋନା ଭାଇରସ ସଂକ୍ରମଣ ଯୋଗୁ ଏଥର ମୋଦି ହୋଲି ଖେଳିବେ ନାହିଁ ଅବା କୌଣସି କାର୍ଯ୍ୟକ୍ରମରେ ଯୋଗଦେବେ ନାହିଁ ବୋଲି ପୂର୍ବରୁ କହିଛନ୍ତି।


All Right Reserved By Dharitri.Com

କଦଳୀ ଚାଷ କରି ଏକ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ରୋଜଗାର କରୁଛନ୍ତି ମାନସିକ ଅସୁସ୍ଥ ବ୍ୟକ୍ତି

ନାଗପୁର,୧୧।୭: ମହାରାଷ୍ଟ୍ର ନାଗପୁରରେ ଥିବା ରିଜିଓନାଲ ମେଣ୍ଟାଲ ହସ୍ପିଟାଲରେ ଥିବା ମାନସିକ ଅସୁସ୍ଥ ରୋଗୀମାନେ କଦଳୀ ଚାଷ କରି ପ୍ରାୟ ୧ ଲକ୍ଷ ୩୪ ହଜାର...

୩୭୦ ଉପରେ ପାର୍ଲାମେଣ୍ଟରେ ଭାଷଣ ଦେଇ ରାତାରାତି ହିରୋ ହେଲେ ଏମ୍‌ପି, ଏବେ ଫେସବୁକକୁ ନେଇ ଚିନ୍ତିତ

ନୂଆଦିଲ୍ଲୀ, ୮।୮:ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠିବା ଏବଂ ରାଜ୍ୟକୁ ଦୁଇଭାଗ କରି ୨ଟି କେନ୍ଦ୍ର ଶାସିତ ଅଞ୍ଚଳ କରିବାକୁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି...

ସ୍ତ୍ରୀଙ୍କୁ ରାଜନୀତିକୁ ଆଣିବାରୁ ଶତ୍ରୁତା

ଲକ୍ଷ୍ନୌ,୨।୮ (ଆଇଏଏନ୍‌ଏସ୍‌):୨୦୧୮ ଏପ୍ରିଲ ୮ରେ ଉନ୍ନାଓ ବଳାତ୍କାର ପୀଡ଼ିତା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରୀ ବାସଭବନ ଆଗରେ ଆମତ୍ଦାହ ଉଦ୍ୟମ କରି ନ ଥିଲେ କୁଲଦୀପ ସିଂ...

ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିବେ ମୋଦି

ନୁଆଦିଲ୍ଲୀ,୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସନ୍ଧ୍ୟାରେ ଏକ ସ୍ବତନ୍ତ୍ର ବେତାର କାର୍ଯ୍ୟକ୍ରମ ମାଧ୍ୟମରେ ଦେଶକୁ ସାମ୍ବୋଧିତ କରିବେ। ଏଥିରେ ମୋଦି ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦...

ଲ୍ୟାପ୍‌ଟପ ବିସ୍ଫୋରଣରୁ କୋଠା ଜଳିଗଲା

ଗାଜିଆବାଦ,୨୭।୧୧: ରଖିଲେ ହରି ମାରିବ କିଏ। ଏହି ଉକ୍ତିଟି ସଫଳ ହୋଇଥିବା ଦେଖିବାକୁ ମିଳିଛି ଉତ୍ତରପ୍ରଦେଶ ଗାଜିଆବାଦରେ। ରାଜନଗରର ନୋଏଡ଼ା ସେକ୍ଟର-୬୨ରେ ସଫ୍ଟୱେୟାର ଇଞ୍ଜିନିୟର ରାହୁଲ...

ଇତିହାସ ରଚିବ ଭାଜପା ନେତାଙ୍କ ଝିଅ ବିବାହ ଖର୍ଚ୍ଚ

ବେଙ୍ଗାଲୁରୁ,୧।୩: କର୍ନାଟକ ଭାରତୀୟ ଜନତାପାର୍ଟି(ଭାଜପା)ର ସଙ୍କଟମୋଚକ ଭାବେ ପରିଚିତ ଦଳିତ ନେତା ତଥା କର୍ନାଟକ ସରକାରରେ ସ୍ବାସ୍ଥ୍ୟମନ୍ତ୍ରୀ ଥିବା ବି.ଶ୍ରୀରାମୁଲୁ ଏବେ ଚର୍ଚ୍ଚାର ପରିସରକୁ ଆସିଛନ୍ତି।...

ନବଜାତ ଶିଶୁ କନ୍ୟାକୁ ନାଳରେ ଫୋପାଡିଲେ ମା’ ଉଦ୍ଧାର କଲା କୁକୁର

କୌଥଲ,୧୯।୭: ହରିୟାଣାର କୌଥଲରେ ଶିଶୁ କନ୍ୟାକୁ ଅଲୋଡା ଭାବି ଜନ୍ମିତ ମା’ ଫିଙ୍ଗି ଦେଇଛନ୍ତି ନାଳ ଭିତରକୁ। ସୂଚନା ଅନୁଯାୟୀ, କୌଥାଲରେ ଜଣେ ମହିଳା ଶିଶୁ...

କୋଭିଡ-୧୯: ୧୭ ହଜାର କଏଦୀଙ୍କୁ ମିଳିବ ପାରୋଲ

ମୁମ୍ବାଇ,୧୨।୫: କରୋନା ଭାଇରସ ସଂକ୍ରମଣ ଏବେ ମହାରାଷ୍ଟ୍ରରେ ସର୍ବାଧିକ ଥିବା ବେଳେ ଏହାକୁ ରୋକିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏବେ ମହାରାଷ୍ଟ୍ରର...

Leave a comment

Your email address will not be published. Required fields are marked *