Posted inଜାତୀୟ

୧୯୮୪ ଶିଖ ଦଙ୍ଗା ମାମଲା: ସଜ୍ଜନ କୁମାରଙ୍କ ସମେତ ସମସ୍ତ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ…

ନୂଆଦିଲ୍ଲୀ,୨୦।୯ : ୧୯୮୪ ଶିଖ ଦଙ୍ଗା ରେ ଦିଲ୍ଲୀର ସୁଲତାନପୁରୀରେ ୬ ଜଣଙ୍କ ହତ୍ୟା ମାମଲାରେ ଦିଲ୍ଲୀ କୋର୍ଟ କଂଗ୍ରେସର ପୂର୍ବତନ ଏମପି ସଜ୍ଜନ କୁମାରଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ଏହି ମାମଲାରେ ସଜ୍ଜନ କୁମାରଙ୍କ ସମେତ ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।

ଏହି ମାମଲାର ଶୁଣାଣି ବେଳେ ସିବିଆଇ ସାକ୍ଷୀ ଚାମ କୌର କହିଥିଲେ ଦଙ୍ଗା ସମୟରେ ସଜ୍ଜନ କୁମାର ଜନତାଙ୍କୁ ଉସୁକାଇଥିଲେ। ସମସ୍ତ ସାକ୍ଷୀଙ୍କ ଶୁଣାଣି ପରେ ଏବଂ ପ୍ରମାଣ ଆଧାରରେ କୋର୍ଟ ଏହି ମାମଲାରେ ସମସ୍ତ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।

ପ୍ରାୟ ୧୩ବର୍ଷ ପୂର୍ବେ, ଜୁଲାଇ ୨୦୧୦ ରେ, କରକାର୍ଡୋମା କୋର୍ଟ ଶିଖ ବିରୋଧୀ ଦଙ୍ଗା ସମୟରେ ସୁଲତାନପୁରୀରେ ୬ଜଣଙ୍କୁ ହତ୍ୟା ମାମଲାରେ ସଜ୍ଜନ କୁମାର, ବ୍ରାହ୍ମଣାନନ୍ଦ, ପେରୁ, କୁଶଲ ସିଂ ଏବଂ ବେଦ ପ୍ରକାଶଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ।

ଦଙ୍ଗା ସମୟରେ ଗୁରୁଦ୍ୱାରାରେ ନିଆଁ ଲଗାଇ ଦେଇଥିବା ନେଇପୂର୍ବତନ କଂଗ୍ରେସ ନେତାଙ୍କ ବିରୋଧ ମଧ୍ୟ ଅଭିଯୋଗ ହୋଇଥିଲା। ଗତ ମାସରେ ଏହି ମାମଲାର ଶୁଣାଣି ସମୟରେ ନିମ୍ନ ଅଦାଲତ ସଜ୍ଜନ କୁମାରଙ୍କୁ ମୁଖ୍ୟ ଅଭିଯୁକ୍ତ ବୋଲି କହିଥିଲେ। ଅଦାଲତ କହିଥିଲେ ସେ ଲୋକଙ୍କୁ ଉସୁକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର କୃଷି-ବନୀକରଣ ୭୦% ହ୍ରାସ ଘଟିପାରେ

ନୂଆଦିଲ୍ଲୀ, ୨୬ା୯: କ୍ରମାଗତ ଜଳବାୟୁ ଉଷ୍ମତା ଯୋଗୁ ୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର ଛୋଟ ଛୋଟ କୃଷି-ବନୀକରଣ ଅଞ୍ଚଳରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଦେଖାଦେଇପାରେ ଏବଂ ବଡ଼…

ସ୍ପଷ୍ଟୀକରଣ ମାଗିଲେ ଏନ୍‌ଡିଏର ୩ ସହଯୋଗୀ

ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ବିବାଦ ଚାଲିଆସିଛି। ନିକଟରେ ନିର୍ବାଚନ କମିଶନ (ଇସି)ର ଦୁଇ ସଦସ୍ୟଙ୍କ ସମ୍ମତି…

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?