Posted inଜାତୀୟ

ଉତ୍ତରପ୍ରଦେଶ ରାଜନୀତିରେ ଝଡ଼: ଯୋଗୀଙ୍କ ପ୍ରେମିକା ବୋଲି ଦାବି କଲେ ମହିଳା

ଲକ୍ଷ୍ନୌ, ୮।୬: ଉତ୍ତରପ୍ରଦେଶ ରାଜନୀତିରେ ଏବେ ଝଡ଼ ଉଠିଛି। ଜଣେ ମହିଳା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥଙ୍କ ପ୍ରେମିକା ବୋଲି ଦାବି କରିଛନ୍ତି। ତାଙ୍କ ସହିତ ଯୋଗୀଙ୍କର ସମ୍ପର୍କ ଥିବା ସେ ଅଭିଯୋଗ କହିଛନ୍ତି। ମହିଳାଙ୍କ ସ୍ବାମୀ ତାଙ୍କୁ ଛାଡପତ୍ର ଦେଇଥିବା କୁହାଯାଉଛି। ସେ ଶହେଟଙ୍କାର ଏକ ଷ୍ଟାମ୍ପ୍‌ ପେପରରେ ଯୋଗୀଙ୍କ ଉଦ୍ଦେଶ୍ୟରେ ପ୍ରେମପତ୍ର ଲେଖା ଥିବା ଏକ କାଗଜ ନେଇ ୫- କାଳିଦାସ ମାର୍ଗଠାରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ପହଞ୍ଚି ହଙ୍ଗାମା ଆରମ୍ଭ କରିଛନ୍ତି। ଦୀର୍ଘ ଏକ ବର୍ଷ ଧରି ଯୋଗୀ ଅନ୍‌ଲାଇନ୍‌ରେ ମହିଳାଙ୍କ ସହିତ ସମ୍ପର୍କରେ ରହିଛନ୍ତି। ଜୀବନସାରା ଏଭଳି ରହିବା ଲାଗି ମହିଳା ଜଣକ ଦାବି କରିଛନ୍ତି। ହେମା ଶ୍ରୀବାସ୍ତବ ନାମକ ଏହି ମହିଳା ସକାଳୁ ଆରମ୍ଭ କରି ରାତି ପର୍ଯ୍ୟନ୍ତ ଯୋଗୀଙ୍କ ସହିତ ସମ୍ପର୍କରେ ରହୁଥିବା ଅଭିଯୋଗ କରିଛନ୍ତି। ଷ୍ଟାମ୍ପ୍‌ ପେପରରେ ହେମା କାନପୁର ନବାବଗଞ୍ଜ ବାସିନ୍ଦା ବୋଲି ଲେଖା ହୋଇଛି। ଏହି ଖବର ଏବେ ସୋସିଆଲ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି।


All Right Reserved By

ବାଲାକୋଟ୍‌ ଏୟାର ଷ୍ଟ୍ରାଇକ୍‌ କରିଥିବା ୫ ପାଇଲଟ୍‌ଙ୍କୁ ବାୟୁସେନା ମେଡାଲ୍‌

ନୂଆଦିଲ୍ଲୀ,୧୪।୮: ବାଲାକୋଟ୍‌ ଏୟାର ଷ୍ଟ୍ରାଇକ୍‌ କରିଥିବା ୫ ପାଇଲଟ୍‌ଙ୍କୁ ବାୟୁସେନା ମେଡାଲ୍‌ ପ୍ରଦାନ କରାଯିବ। ତାଙ୍କର ବୀରତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ସେମାନଙ୍କୁ ଏହି ସମ୍ମାନରେ ସମ୍ମାନୀତ...

୪ ରାଜ୍ୟରେ ନିର୍ବାଚନ ପ୍ରଭାରୀ ନିଯୁକ୍ତ କଲା ଭାଜପା

ନୂଆଦିଲ୍ଲୀ, ୯।୮: ଦିଲ୍ଲୀ, ଝାଡଖଣ୍ଡ, ହରିୟାଣା ଏବଂ ମଧ୍ୟ ପ୍ରଦେଶରେ ଆଗାମୀ ଅକ୍ଟୋବରରେ ନିର୍ବାଚନ ହେବାର ସମ୍ଭାବନା ରହିଛି। ଏହାପୂର୍ବରୁ ପ୍ରସ୍ତୁତି ଆରମ୍ଭ କରିଦେଇଛି ଭାଜପା।...

ପାଣି ପାଇଁ ଦୁଇ ଗ୍ରାମ ମଧ୍ୟରେ ସଂଘର୍ଷ: ତୀରମାଡ଼ରେ ଯୁବକ ମୃତ

ନରସିଂହପୁର, ୫ା୮(ଡି.ଏନ.ଏ./ସ୍ବ.ପ୍ର.): କଟକ ଜିଲା ନରସିଂହପୁର ଥାନା ଅଧୀନ ସାଗର ଏବଂ ପାଞ୍ଚଗୋଚ୍ଛିଆ ଗ୍ରାମବାସୀଙ୍କ ମଧ୍ୟରେ ରବିବାର ପାଣି ପାଇଁ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ...

ଅଭିମାନ କଲେ ସୁବ୍ରମଣ୍ୟମ ସ୍ବାମୀ: କହିଲେ, ମୋ ବିଚାରଧାରା ଶୁଣିବାକୁ ‘ନମୋ’ଙ୍କ ଆଗ୍ରହ ନାହିଁ

ନୂଆଦିଲ୍ଲୀ, ୧।୭:ବରିଷ୍ଠ ଭାଜପା ନେତା ସୁବ୍ରମଣ୍ୟମ ସ୍ବାମୀ କେନ୍ଦ୍ର ସରକାରଙ୍କ ପ୍ରତି ଥିବା ନିଜ ଅଭିମାନ ଜାହିର କରିଛନ୍ତି। ସେ ଟୁଇଟ କରି କହିଛନ୍ତି, ବର୍ତ୍ତମାନ...

ଚନ୍ଦ୍ରୟାନ -୨ର ସଫଳ ଉତ୍‌କ୍ଷେପଣ ପାଇଁ କାନପୁରରେ ପୂଜାର୍ଚ୍ଚନା

କାନପୁର,୨୨।୭: ଚନ୍ଦ୍ରୟାନ-୨ର ସଫଳ ଉତ୍‌କ୍ଷେପଣ ପାଇଁ ଉତ୍ତର ପ୍ରଦେଶର କାନପୁରରେ ସୋମାବାର ପୂଜାର୍ଚ୍ଚନା କରାଯାଇଛି। ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ଦ୍ୱାରା ପ୍ରସ୍ତୁତ ଚନ୍ଦ୍ରୟାନ -୨କୁ...

ସେନାକୁ ସଫଳତା: ମୋଷ୍ଟ ୱାଣ୍ଟେଡ ଆତଙ୍କୀ ଜାକିର ମୁସା ନିହତ

ଶ୍ରୀନଗର, ୨୪।୫: ଜମ୍ମୁ-କାଶ୍ମୀରରରେ ଭାରତୀୟ ସେନାକୁ ସଫଳତା ମଳିଛି। ଭାରତୀୟ ସେନା ଦକ୍ଷିଣ କଶ୍ମୀରର ତ୍ରାଲରେ ଲୁଚି ରହିଥିବା ମୋଷ୍ଟ ୱାଣ୍ଟେଡ ଆତଙ୍କୀ ଜାକିର ମୁସାକୁ...

ପଶ୍ଚିମବଙ୍ଗରେ ରହିବାକୁ ହେଲେ ବଙ୍ଗଳା କହିବା ଜରୁରୀ: ମମତା

କୋଲକାତା,୧୪।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜି ପୁଣି ଏକ ବିବାଦୀୟ ବୟାନ ଦେଇ ଆସିଛନ୍ତି ଚର୍ଚ୍ଚାକୁ। ମମତା କହିଛନ୍ତି ପଶ୍ଚିମବଙ୍ଗକୁ ଆଗକୁ ନେବାକୁ ହେଲେ ଏଠାରେ...

ଏୟାର ଇଣ୍ଡିଆ ବିନିବେଶ ନିଶ୍ଚିତ: ସୂଚନା ଦେଲେ ସରକାର

ନୂଆଦିଲ୍ଲୀ,୩।୭: କ୍ଷତିରେ ଚାଲୁଥିବା ଏଆର ଇଣ୍ଡିଆର ବିନିବେଶ ନିଶ୍ଚିତ। ଏନେଇ ସରକାରଙ୍କ ପକ୍ଷରୁ ରାଜ୍ୟ ସଭାରେ ଦିଆଯାଇଥିବା ଏକ ପ୍ରଶ୍ନର ଉତ୍ତରରୁ ଜଣାପଡ଼ିଛି। ବେସାମରିକ ବିମାନ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *