ଅଜଣା ଗାଡ଼ି ଧକ୍କାରେ ବାଇକ ଆରୋହୀ ମୃତ, ୫ ଦିନରେ ଗଲାଣି ୩ ଜୀବନ

କେନ୍ଦୁଝର, ୮।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ନିକଟରେ ଶନିବାର ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ଜଣାପଡିନାହିଁ। ବାଇକ ନମ୍ବର (ଓଡି୦୯-ସି୦୧୨) ହୋଇଥିବା ବେଳେ ଗାଡ଼ି ମାଲିକଙ୍କ ନାମ ଆରଟିଓ ତଥ୍ୟ ଅନୁଯାୟୀ ସରିତା ମହାନ୍ତ ବୋଲି ଜଣାପଡିଛି। ପୋଲିସ ମୃତଦେହ ଜବତ କରି ଜିଲା ମୁଖ୍ୟ ଡାକ୍ତରଖାନା ପଠାଇବା ସହ ତଦନ୍ତ ଚଳାଇଛି।
ପ୍ରକାଶ ଯେ, ଉକ୍ତ ସ୍ଥାନରେ ପାଞ୍ଚ ଦିନ ପୂର୍ବେ ପ୍ରାତଃଭ୍ରମଣରେ ଯାଉଥିବା ଗୋପୀନାଥପୁର ଗ୍ରାମର ନିବେଦିତା ଦାସ(୪୬), ପଙ୍କଜୀନି ଦାସ(୫୦)ଙ୍କୁ ଏକ ଟ୍ରକ ଧକ୍କାଦେବାରୁ ଉଭୟଙ୍କ ମୃତ୍ୟୁ ଘଟିଥିଲା।


All Right Reserved By

ବାରିପଦା ରଥଯାତ୍ରା ସମୟରେ ଯାନବାହନ ଚଳାଚଳରେ କଟକଣା

ବାରିପଦା ଅଫିସ,୨।୭- ପବିତ୍ର ରଥଯାତ୍ରା ସମୟରେ ବାରିପଦା ସହରରେ ପ୍ରବଳ ଜନସମାଗମ ପରିଲକ୍ଷିତ ହେଉଥିବାରୁ ସହର ମଧ୍ୟରେ ଯାନବାହନ ଚଳାଚଳ ଉପରେ ଜିଲା ପୋଲିସ ପ୍ରଶାସନ...

ଦୂଷିତ ପାଣି ପିଉଛନ୍ତି ଲୋକେ

ତେଲକୋଇ, ୧୨।୬(ଡି.ଏନ.ଏ.): କେନ୍ଦୁଝର ଜିଲା ତେଲକୋଇ ମୁଖ୍ୟାଳୟର ହାଲପୋଡି ଗ୍ରାମରେ ଉକତ୍ଟ ଜଳ ସମସ୍ୟା ଦେଖାଦେଇଛି । ଗଭୀର କୂପ ଓ ପୋଖରୀ ଶୁଖି ଯାଇଥିବା...

୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଦୁର୍ବୃତ୍ତ ଫେରାର

ବାଲେଶ୍ୱର ଅଫିସ,୭।୧୦: ବାଲେଶ୍ବର ଜିଲା ସହଦେବଖୁଣ୍ଟା ଥାନା ଝାଡ଼େଶ୍ବର ମନ୍ଦିର ନିକଟରେ ସୋମବାର ୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ସେମାନଙ୍କ ପରିଚୟ ମିଳିପାରି ନ...

ମଦ ନିଶା ଜୀବନ ନେଲା: କଟୁରୀରେ ହାଣି ପୁତୁରାକୁ ହତ୍ୟା, କକା ଗିରଫ

କେନ୍ଦୁଝର,୨୨।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ନୟାକୋଟ ଥାନା ଅନ୍ତର୍ଗତ କଲଣ୍ଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ ବିବାଦକୁ କେନ୍ଦ୍ର କରି ଜଣେ ବ୍ୟକ୍ତି ତାଙ୍କ ପୁତୁରାଙ୍କୁ...

ପ୍ରଥମ ସୋମବାରରେ କାଉଡ଼ିଆଙ୍କ ଜଳଲାଗି

ଆରଡ଼ି,୨୨।୭(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ହଜାର ହଜାର କାଉଡ଼ିଆ ଶ୍ରାବଣ ମାସର ପ୍ରଥମ ସୋମବାରରେ ମହାଦେବଙ୍କୁ ଜଳଲାଗି କରିଛନ୍ତି। ରବିବାର ରାତି ୧୧ଟାରୁ...

ସିଂଲା ଦୋଳବାଡ଼ ଗ୍ରାମରେ ୧୪୪ ଧାରା ଜାରି

ବସ୍ତା,୨୬।୯(ସ୍ବ.ପ୍ର)- ବାଲେଶ୍ୱର ଜିଲା ସିଂଲା ଥାନା ଅନ୍ତର୍ଗତ ଦୋଳବାଡ଼ ଗାଁରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଥିବା ଜଣାପଡ଼ିଛ। ଜନୈକ ପରିବାର ଗ୍ରାମରେ ଥିବା...

ଜେଲ୍‌ ଗଲେ କୋଟିପତି କିରାଣି

ଜଳେଶ୍ୱର, ୨୬।୭(ଡି.ଏନ.ଏ.)-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ମାମଲା (ନଂ.୨୬/୨୦୧୯)ରେ ବାଲେଶ୍ୱର ଜିଲା ଜଳେଶ୍ୱର ସହର ନୂଆବଜାରସ୍ଥିତ ଜଳେଶ୍ୱର ମହିଳା ମହାବିଦ୍ୟାଳୟର ମୁଖ୍ୟ କିରାଣି ତଥା...

ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସିଆଇଟିୟୁର ବିକ୍ଷୋଭ

ବାଲେଶ୍ୱର ଅଫିସ,୩୦ା୫: ସିଆଇଟିୟୁର ପ୍ରତିଷ୍ଠା ଦିବସରେ ସିଆଇଟିୟୁର ଶ୍ରମିକ ସଂଗଠନ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ଦାବିପତ୍ର ପ୍ରଦାନ କରିଛନ୍ତି। ସର୍ବନିମ୍ନ ମଜୁରୀ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *