Posted inଜାତୀୟ

ଭାରତକୁ ବିଭାଜନ କରିବା ପାଇଁ ମୋଦି ଲୋକଙ୍କ ମଧ୍ୟରେ ବୁଣୁଛନ୍ତି ଘୃଣାର ବିଷ ମଞ୍ଜି: ରାହୁଲ

ଓ୍ବାୟନାଡ,୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ଲୋକଙ୍କ ମଧ୍ୟରେ ସାମ୍ପ୍ରଦାୟିକ ଭେଦଭାବର ଘୃଣା ବିଷ ମଞ୍ଜି ବୁଣୁଛନ୍ତି। ସେ ଦେଶ ବିଭାଜନ କରିବାକୁ ଉଦ୍ୟମ କରୁଥିବା କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି। ରାହୁଲ ଓ୍ବାୟନାଡ୍‌ ଗସ୍ତ ସମୟରେ କାଲାପେଟ୍ଟାଠାରେ ଏକ ରୋଡ୍‌ ଶୋ’ରେ ଶନିବାର ଉପସ୍ଥିତ ଜନତାଙ୍କ ଉଦ୍ଦେଶ୍ୟରେ ଏହା କହିଛନ୍ତି। ଜାତୀୟସ୍ତରରେ ମୋଦିଙ୍କ ଏଭଳି କାର୍ଯ୍ୟ ବିରୋଧରେ କଂଗ୍ରେସ ଲଢ଼େଇ ଜାରି ରଖିଛି। ନିର୍ବାଚନ ଜିଣିବା ପାଇଁ ମୋଦି ଦେଶର ସାଧାରଣ ଜନତାଙ୍କୁ ମିଛ କହିଥିବା ରାହୁଲ ଅଭିଯୋଗ କରିଛନ୍ତି।


All Right Reserved By Dharitri.Com

ମହାରାଷ୍ଟ୍ର ନିର୍ବାଚନ: ଭାଜପାର ୧୨୫, ଶିବସେନାର ୧୨୪ ପ୍ରାର୍ଥୀ ତାଲିକା ଘୋଷଣା

ମୁମ୍ବାଇ,୧।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଦୀର୍ଘ ଦିନ ଧରି ଚାଲିରହିଥିବା ଅଙ୍କକଷା ମଙ୍ଗଳବାର ଛିଣ୍ଡିଛି। ଭାଜପା ପକ୍ଷରୁ ପ୍ରଥମ ତାଲିକା ଜାରି...

୧୦ବର୍ଷ ପୁରୁଣା ମାମଲାର ବିଚାର ଶୀଘ୍ର କରାଯିବ: ରବିଶଙ୍କର ପ୍ରସାଦ

ନୂଆଦିଲ୍ଲୀ,୨୦।୧୧: ଦେଶର ବିଭିନ୍ନ କୋର୍ଟରେ ପଡ଼ିରହିଥିବା ମାମଲାଗୁଡ଼ିକର ବିଚାର ଶୀଘ୍ର କରିବାକୁ ଆଇନମନ୍ତ୍ରୀ ରବିଶଙ୍କର ପ୍ରସାଦ ବୁଧବାର ଲୋକସଭାରେ କହିଛନ୍ତି। ୧୦ ବର୍ଷ ଧରି ପଡ଼ିରହିଥିବା...

୨୦୨୦ ସୁଦ୍ଧା ଦେଶର ୮୪ ବିମାନ ବନ୍ଦରରେ ଲାଗିବ ବଡ଼ି ସ୍କାନର

ନୂଆଦିଲ୍ଲୀ,୨।୬: ବିମାନ ବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଲାଗି ଖୁବ୍‌ ଶୀଘ୍ର ବଡ଼ିସ୍କାନର ଲଗାଯିବାର ଯୋଜନା କରାଯାଇଛି। ୨୦୨୦ ସୁଦ୍ଧା ଦେଶର ୮୪ ବିମାନ...

ଭାରତରେ ବୟସ୍କଙ୍କ ସଂଖ୍ୟା ୧୦ କୋଟିରୁ ଅଧିକ: ଦେଢ଼ କୋଟି ବିତାଉଛନ୍ତି ନିଃସଙ୍ଗ ଜୀବନ

ନୂଆଦିଲ୍ଲୀ,୧।୧୦: ପ୍ରତିବର୍ଷ ଅକ୍ଟୋବର ୧କୁ ଅନ୍ତର୍ଜାତୀୟ ବୟସ୍କ ଦିବସ ପାଳିତ ହୋଇଥାଏ। ଭାରତରେ ୧୦କୋଟି ୪୦ ଲକ୍ଷରୁ ଅଧିକ ବୟସ୍କ ଲୋକ ରହିଛନ୍ତି। ସେମାନଙ୍କ ସଂଖ୍ୟା...

ସୁଷମାଙ୍କ ପଥ ଅନୁସରଣ କରୁଛନ୍ତି ଏସ୍‌. ଜୟଶଙ୍କର

ନୂଆଦିଲ୍ଲୀ,୧୧।୧୦: ପ୍ରଧାନମନ୍ତ୍ରୀ ମୋଦି ସରକାରଙ୍କ ଦ୍ୱିତୀୟ ଇନିଂସରେ ବୈଦେଶିକ ମନ୍ତ୍ରୀ ଥିବା ଏସ୍‌. ଜୟଶଙ୍କର ଏବେ ପୂର୍ବତନ ବୈଦେଶିକ ମନ୍ତ୍ରୀ ସ୍ବର୍ଗତାଃ ସୁଷମା ସ୍ବରାଜଙ୍କ ପଥ...

୧୩ଟି ଆଞ୍ଚଳିକ ଭାଷାରେ ହେବ ବ୍ୟାଙ୍କିଙ୍ଗ୍‌ ପରୀକ୍ଷା

ନୂଆଦିଲ୍ଲୀ,୪।୭: ଦେଶର ବିଭିନ୍ନ ବ୍ୟାଙ୍କରେ ନିଯୁକ୍ତି ପାଇଁ ବ୍ୟାଙ୍କିଙ୍ଗ୍‌ ପରୀକ୍ଷା ହିନ୍ଦୀ ଏବଂ ଇଂଲିଶ୍‌ ଭାଷାରେ ହୋଇଥାଏ। ଏଣିକି ଏହି ପରୀକ୍ଷା ୧୩ଟି ଆଞ୍ଚଳିକ ଭାଷାରେ...

ଶ୍ରୀମନ୍ଦିର ସଂସ୍କାର ମାମଲା: ରିପୋର୍ଟ ଅସମ୍ପୂର୍ଣ୍ଣ, ଅସନ୍ତୋଷ ବ୍ୟକ୍ତ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯ା୧(ସ୍ବ.ପ୍ର.): ସୁପ୍ରିମ୍‌କୋର୍ଟରେ ବୁଧବାର ଥିଲା ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଇତିମଧ୍ୟରେ ଆକ୍ସନ ଟେକେନ ରିପୋର୍ଟ ଦାଖଲ...

କାର୍‌ ମାଲିକ ନାଁରେ କଟିଲା ସବୁଠାରୁ ଅଧିକ ଟଙ୍କାର ଚାଲାଣ

ଅହମ୍ମଦାବାଦ,୩୦।୧୧: ଦେଶରେ ସେପ୍ଟେମ୍ବର ପହିଲାରୁ ନୂଆ ମୋଟରଯାନ ନିୟମ ଲାଗୁ ହେବା ପରେ ପୋଲିସ ଲୋକଙ୍କଠାରୁ ପୂର୍ବାପେକ୍ଷା ଅଧିକ ଚାଲାଣ କାଟିବା ଆରମ୍ଭ କରିଛି। ପ୍ରତିଦିନ...

Leave a comment

Your email address will not be published. Required fields are marked *