ଧାଓ୍ବନଙ୍କ ଧୂଆଁଧାର ବ୍ୟାଟିଂ: ମୁମ୍ବାଇ ଆଗରେ ୧୯୯ ରନ୍‌ର ବିଜୟ ଲକ୍ଷ୍ୟ

ମୁମ୍ବାଇ,୧୩ା୪: ବୁଧବାର ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ବିପକ୍ଷରେ ଚାଲିଥିବା ଆଇପିଏଲ୍‌ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗ୍‌ସର ଖେଳାଳିଙ୍କ ଧୂଆଁଧାର ବ୍ୟାଟିଂ ଦେଖିବାକୁ ମିଳିଛି। ପ୍ରଥମେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା ଏମ୍‌ଆଇ। ପଞ୍ଜାବ ବ୍ୟାଟିଂ ନିମନ୍ତ୍ରଣ ପାଇ ୨୦ ଓଭରରେ ୫ ଉଇକେଟ ହରାଇ ୧୯୮ ରନ୍‌ ସଂଗ୍ରହ କରିଛି। ଫଳରେ ମୁମ୍ବାଇକୁ ୧୯୯ ରନ୍‌ର ବିଜୟ ଲକ୍ଷ୍ୟ ମିଳିଛି। ଲଗାତର ୪ଟି ମ୍ୟାଚ୍‌ ହାରିଥିବା ରୋହିତଙ୍କ ଦଳ ଆଜିର ମ୍ୟାଚ୍‌ ଜିତିବା ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇଛି। ଅପରପକ୍ଷେ ପଞ୍ଜାବ ପକ୍ଷରୁ ମୟଙ୍କ ଅଗ୍ରଓ୍ବାଲ(୫୨) ଏବଂ ଶିଖର ଧାଓ୍ବନ (୭୦)ଙ୍କ ବିସ୍ଫୋରକ ଇନିଂସ ଯୋଗୁ ଦଳ ବଡ଼ ସ୍କୋର କରିବାରେ ସଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଳି ହେବାରୁ ନିଷ୍ପତ୍ତି ବଦଳାଇଲେ ଅମ୍ପାୟର

ମୋହାଲି,୩।୧-ସ୍ଥାନୀୟ ଆଇ.ଏସ୍‌. ବିନ୍ଦ୍ରା ଷ୍ଟାଡିୟମଠାରେ ଦିଲ୍ଲୀ ଓ ପଞ୍ଜାବ ମଧ୍ୟରେ ଚାଲିଥିବା ରଣଜୀ ଟ୍ରଫି ମ୍ୟାଚ୍‌ରେ ଏକ ବିବାଦୀୟ ଘଟଣା ଦେଖିବାକୁ ମିଳିଛି। ପଞ୍ଜାବର ଯୁବ...

ଡବ୍ଲ୍ୟୁଟିସି ଫାଇନାଲ ପାଇଁ ଭାରତୀୟ ଦଳ ଘୋଷିତ : ଫେରିଲେ ତାରକା ଖେଳାଳି

ନୂଆଦିଲ୍ଲୀ, ୭ା୫ : ଆସନ୍ତା ମାସରେ ଲଡର୍‌ସଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ହେବାକୁ ଯାଉଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ଏବଂ ଇଂଲଣ୍ଡ ବିପକ୍ଷ ୫...

ଅନ୍ତିମ ମୁକାବିଲାରେ ଟସ୍‌ ହାରିଲେ ବି ଇତିହାସ ରଚିପାରେ ଟିମ୍‌ ଇଣ୍ଡିଆ ! ପ୍ରଶଂସକ ଏଭଳି କରୁଛନ୍ତି ଆକଳନ

ଲଣ୍ଡନ,୭।୯: ଇଂଲଣ୍ଡ ବିପକ୍ଷରେ ଖେଳୁଥିବା ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ର ଚତୁର୍ଥ ମୁକାବିଲା ଜିତି ୨-୧ରେ ଅଗ୍ରଣୀ ହାସଲ କରିଛି ଭାରତ। ସିରିଜର ପଞ୍ଚମ...

ପାକିସ୍ତାନର ୧୦ ସଂକ୍ରମିତଙ୍କ ମଧ୍ୟରୁ ୬ ନେଗେଟିଭ୍‌

କରାଚୀ, ୨୮ା୬ (ପି.ଟି.)-ପାକିସ୍ତାନ ୨୦ ଖେଳାଳି ଓ ୧୧ ସପୋର୍ଟ ଷ୍ଟାଫ୍‌କୁ ନେଇ ଇଂଲଣ୍ଡ ଟୁର୍‌ରେ ଯିବ। ୧୦ କରୋନା ସଂକ୍ରମିତ କ୍ରିକେଟରଙ୍କ ମଧ୍ୟରୁ ଦ୍ୱିତୀୟ...

ସାଉଥ୍‌ ଏସିଆନ ଗେମ୍ସ: ଭାରତର ପ୍ରାଧାନ୍ୟ ଅବ୍ୟାହତ

କାଠମାଣ୍ଡୁ, ୮ା୧୦ (ପି.ଟି.)-ଚଳିତ ସାଉଥ୍‌ ଏସିଆନ ଗେମ୍ସର ୬ଷ୍ଠ ଦିବସରେ ଭାରତ ସନ୍ତରଣ ଏବଂ କୁସ୍ତି ପ୍ରତିଯୋଗିତାରେ ପ୍ରଭାବୀ ପ୍ରଦର୍ଶନ କରିଥିବାବେଳେ ୪୯ଟି ପଦକ ଲାଭ...

ଦ୍ୱିପାକ୍ଷିକ ଟେଷ୍ଟ ସିରିଜରେ ସର୍ବାଧିକ ଛକା

ରାଞ୍ଚତ୍, ୨୦।୧୦- ରୋହିତ୍‌ ଶର୍ମାଙ୍କ ନାମରେ ଆଉ ଏକ ରେକର୍ଡ ଯୋଡ଼ି ହୋଇଛି। କୌଣସି ଦ୍ୱିପାକ୍ଷିକ ଟେଷ୍ଟ ସିରିଜରେ ସର୍ବାଧିକ ଛକା ମାରିବାର ରେକର୍ଡର ଅଧିକାରୀ...

ବଲ୍‌ବୀରଙ୍କ ନାମରେ ହକି ଷ୍ଟାଡିୟମ

ଚଣ୍ଡିଗଡ଼, ୨୬ା୫ (ପି.ଟି.)-ମୋହାଲିସ୍ଥିତ ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ବିଧିବଦ୍ଧ ଭାବେ କିମ୍ବଦନ୍ତୀ ବଲ୍‌ବୀର ସିଂ ସିନିୟରଙ୍କ ନାମରେ ନାମିତ କରାଯାଇଛି। ମଙ୍ଗଳବାର ବଲ୍‌ବୀରଙ୍କ ପ୍ରଥମ ମୃତ୍ୟୁ...

ଟି୨୦ ବିଶ୍ୱକପ୍‌ : ଅନ୍ତିମ ଦୁଇ ଦଳ ଭାବେ ଓମାନ, ସ୍କଟ୍‌ଲାଣ୍ଡର ଯୋଗ୍ୟତା

ଦୁବାଇ, ୩୧।୧୦ (ଏଏଫ୍‌ପି)- ଓମାନ ଓ ସ୍କଟ୍‌ଲାଣ୍ଡ ଅନ୍ତିମ ଦୁଇ ଦଳ ଭାବେ ଆସନ୍ତା ବର୍ଷ ଅଷ୍ଟ୍ରେଲିଆରେ ଖେଳାଯିବାକୁ ଥିବା ୨୦୨୦ ଆଇସିସି ଟି୨୦ ବିଶ୍ୱକପ୍‌କୁ...

Advertisement
Archives

Model This Week