ନୟାଗଡ଼ ଚିନିକଳରୁ ଖୋଲାଗଲା ତାଲା: ୨ ଜଣିଆ ବୈଷୟିକ ଟିମ୍‌ର ଆକଳନ ଆରମ୍ଭ

ନୟାଗଡ଼ ଅଫିସ,୧୨।୩: ନୟାଗଡ଼ର ପାଣିପୋଇଲାସ୍ଥିତ ଚିନିକଳର ଯନ୍ତ୍ରପାତି ତଦାରଖ ଓ ଆକଳନ ପାଇଁ ଗୁରୁବାର ତାଲା ଖୋଲାଯାଇଛି। ନୟାଗଡ଼ ଉପଜିଲାପାଳ ଲଗ୍ନଜିତ୍‌ ରାଉତ ଓ ତହସିଲଦାର ଭିକାରି ସାହୁଙ୍କ ଉପସ୍ଥିତିରେ ଆସ୍କା ଚିନିକଳର ୨ ଜଣିଆ ବୈଷୟିକ ଟିମ୍‌ ଆକଳନ ଆରମ୍ଭ କରିଛନ୍ତି । ଜିଲାପାଳ ପୋମା ଟୁଡୁଙ୍କ ଉପସ୍ଥିତିରେ ଆକଳନ ଜାରିରହିଛି।
ସୂଚନା ଥାଉକି, ୧୯୯୮ରେ ସ୍ଥାପିତ ଏହି ଚିନିକଳରେ ୨୦୧୫ରୁ ତାଲା ଝୁଲୁଥିଲା।


All Right Reserved By Dharitri.Com

ଲଘୁଚାପ ବରଷାର ପରଭାବ:ଭାଂଗଲା ଅନେକ ଘର, ବିଦ୍ୟୁତ ସେବା ଠପ୍‌

ବିଜେପୁର, ୧୪।୮ (ଡି.ଏନ୍‌.ଏ.): ଲଘୁଚାପ ପରଭାବରେ ବରଗଡ଼ ଜିଲା ବିଜେପୁର ଅଂଚଲରେ ଗଲା ରଏବାର ବେଲବୁଡାନୁ ସୋମବାର ଦୁଇପହର ତକ୍‌ ବରଷା ଲାଗି ରହିଥିଲା। ବରଷାରେ...

ଆଦିବାସୀ ହସ୍ତଶିଳ୍ପ କଳାର ବଢୁଛି ଆଦୃତି

ବାଲେଶ୍ୱର ଅଫିସ, ୨।୩ (ମାନସ ବିଶ୍ୱାଳ)-ଜଙ୍ଗଲ ସହିତ ଆଦିବାସୀଙ୍କ ସଂସ୍କୃତି, ଜୀବନଜୀବିକା ଜଡ଼ିତ। ବନଜାତ ସାମଗ୍ରୀକୁ ନେଇ ସେମାନେ ସୁନ୍ଦର ହସ୍ତକଳା ପ୍ରଦର୍ଶନ କରି ଆସୁଛନ୍ତି।...

ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର, ଯୁବକ ଗିରଫ

ନିଆଳି,୧୪।୩ (ଡି.ଏନ୍‌.ଏ.): ନିଆଳି ଥାନା ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଏହି ଘଟଣାରେ ନିଆଳି ଥାନା ପୋଲିସ ଜଣେ...

ଅସଦାଚରଣ ମାମଲାରେ ୧୩ ମାସ କାରାଦଣ୍ଡ: ୧୩ ବର୍ଷ ପରେ ଆସିଲା ରାୟ

ଅନୁଗୋଳ ଅଫିସ୍‌, ୨୯।୨ – ୧୩ ବର୍ଷ ତଳେ ଅନୁଗୋଳ ବସ୍‌ଷ୍ଟାଣ୍ଡରେ ଜଣେ ମହିଳାଙ୍କୁ କରାଯାଇଥିବା ଅସଦାଚରଣ ମାମଲାର ବିଚାର କରି ଅନୁଗୋଳ ପ୍ରଥମ ଶ୍ରେଣୀ...

କରୋନା ସମ୍ପର୍କରେ ସଚେତନ କଲା ‘ସ୍ବଚ୍ଛ ଭାରତ ଅଭିଯାନ’

ବାହାନଗା, ୩୧ା୩(ଡି.ଏନ.ଏ.)-କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ବିଭିନ୍ନ ସାମାଜିକ ସଙ୍ଗଠନ ଆଗେଇ ଆସିଛନ୍ତି। କେତେକ ସଙ୍ଗଠନ ସଚେତନତାର ବାର୍ତ୍ତା ବାଣ୍ଟୁଥିବା ବେଳେ କେତେକ...

କୁଶକିଳା ହତ୍ୟାକାଣ୍ଡ ଘଟଣା: ଅଭିଯୁକ୍ତ ଝସକେତନ ଦୋଷୀ ସାବ୍ୟସ୍ତ, ଗୁରୁବାର ପ୍ରକାଶ ପାଇବ ଚୂଡ଼ାନ୍ତ ରାୟ

ଅନୁଗୋଳ ଅଫିସ, ୨୫।୯: ଅନୁଗୋଳ ଜିଲା କୁଶକିଳାରେ ଘଟିଥିବା ବହୁଚର୍ଚ୍ଚିତ ଦୁଇଭାଇ ହତ୍ୟାକାଣ୍ଡ ଘଟଣାର ରାୟ ବୁଧବାର ପ୍ରକାଶ ପାଇଛି। ଅନୁଗୋଳ ଜିଲା ଓ ଦୈରାଜଜ୍‌...

ଲାଞ୍ଚ ମାମଲା: ବରିଷ୍ଠ କିରାଣିଙ୍କୁ ୨ ବର୍ଷ ଜେଲ

ଫୁଲବାଣୀ ଅଫିସ, ୨୫ା୭-ଏକ ଲାଞ୍ଚ ମାମଲାର ବିଚାର କରି ବୁଧବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଭଗବାନ ପ୍ରଧାନ ଅଭିଯୁକ୍ତ ବରିଷ୍ଠ କିରାଣିଙ୍କୁ ୨ ବର୍ଷ...

୩ ଜୁଆଆଡ୍ଡାରେ ଚଢାଉ, ୧୩ ଗିରଫ: ୪ ବାଇକ୍‌, ୨୪୩୨୦ ଟଙ୍କା ଜବତ

ଆସିକା,୪ା୧୦ (ଡି.ଏନ୍‌.ଏ.)- ଆସିକା ଥାନା ଇଲାକାର ବେଣିଆ, ନୂଆଗଁା ଓ ଦେବଭୂମି ଗ୍ରାମରେ ଚାଲିଥିବା ଜୁଆଆଡ୍ଡା ଉପରେ ଗୁରୁବାର ରାତିରେ ପୋଲିସ ଚଢାଉ କରିଥିଲା। ଏଠାରୁ...

Leave a comment

Your email address will not be published. Required fields are marked *