Posted inଜାତୀୟ

ମିଗ୍‌ ୨୯କେ ବିମାନ ଡ୍ରପ୍‌ ଟ୍ୟାଙ୍କରେ ଲାଗିଲା ନିଆଁ

ପଣଜୀ,୮।୬: ଗୋଆ ବିମାନ ବନ୍ଦରରେ ମିଗ୍‌ ୨୯କେ ବିମାନର ଡ୍ରପ୍‌ ଟ୍ୟାଙ୍କରେ ଶନିବାର ନିଆଁ ଲାଗିଯିବା ଫଳରେ ବିମାନ ବନ୍ଦରରେ କିଛି ସମୟ ଲାଗି ବିମାନ ସେବା ବ୍ୟାହତ ହୋଇଥିବା ସୂଚନା ଦେଇଛନ୍ତି ନୌସେନା ପ୍ରବକ୍ତା। ଏଥିରେ ବିଶେଷ କିଛି କ୍ଷୟକ୍ଷତି ହୋଇ ନ ଥିବା ବେଳେ ମିଗ୍‌ ୨୯କେ ମଧ୍ୟ ସୁରକ୍ଷିତ ଥିବା ଜଣାପଡିଛି।


All Right Reserved By Dharitri.Com

ଆମେରିକାରେ ନ ଥିବେ ଡୋନାଲ୍ଡ ଟ୍ରମ୍ପଙ୍କ ଏମିତି ପ୍ରଶଂସକ!

ହାଇଦ୍ରାବାଦ୍‌,୧୮।୨: ଫେବୃୟାରୀ ୨୪ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ଅହମଦାବାଦ ଯିବେ। ତାଙ୍କୁ ସ୍ବାଗତ କରିବା ପାଇଁ...

ନିଜ ପଦରୁ ଇସ୍ତଫା ଦେଲେ ମଣିପୁରର ୧୨ କଂଗ୍ରେସ ବିଧାୟକ

ଇମ୍ଫାଲ,୩୦।୫: ଲୋକ ସଭା ନିର୍ବାଚନରେ ପରାଜୟ ପରେ କଂଗ୍ରେସରେ ସଙ୍କଟ ଲାଗି ରହିଛି। ମଣିପୁର ବିଧାନସଭାର ୧୨ ଜଣ ବିଧାୟକ ଗୁରୁବାର ମଣିପୁର ପ୍ରଦେଶ କଂଗ୍ରେସ...

‘ଇୟୁ ଏମ୍‌ପିଙ୍କ ଗସ୍ତ କଶ୍ମୀର ପ୍ରସଙ୍ଗକୁ ଆନ୍ତର୍ଜାତିକୀକରଣ କରିବା ପାଇଁ ନୁହେଁ’

ନୂଆଦିଲ୍ଲୀ,୧।୧୧(ପି.ଟି.):ୟୁରୋପୀୟ ସଂଘ (ଇୟୁ)ର ଏମ୍‌ପିମାନଙ୍କ ଜମ୍ମୁ-କଶ୍ମୀର ଗସ୍ତ ଉକ୍ତ ପ୍ରସଙ୍ଗକୁ ଆନ୍ତର୍ଜାତିକୀକରଣ କରାଇବା ଉଦ୍ଦେଶ୍ୟ ଆଦୌ ନୁହେଁ। ସେଥିପାଇଁ ଏଭଳି ପ୍ରତିନିଧି ଦଳ ଆନୁଷ୍ଠାନିକ ଚ୍ୟାନେଲ...

ହାର୍ଟଆଟାକ୍‌ରୁ ଦୂରେଇ ରଖେ ଏହି ରସ…

ସକାଳେ ଅଧାକପ୍‌ କାକୁଡ଼ି ଜୁସ୍‌ ପିଇଲେ ଶରୀରର ବହୁ ଉପକାର ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ ଜଳ, ଶ୍ୱେତସାର,ସ୍ନେହସାର, ପୁଷ୍ଟିସାର, ତନ୍ତୁଜ ରହିଥାଏ। ଏହାଛଡ଼ା ଏଥିରେ...

ମୋଦିଙ୍କ ପାଇଁ ପୁଣି ଥରେ ଶୁଭ ସାବ୍ୟସ୍ତ ହେଲା ୮ ଅଙ୍କ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନର ଫଳାଫଳକୁ ଦେଖିଲେ ଏବେ ଜ୍ୟୋତିଷ ଅଙ୍କଙ୍କ ଗଣନା ପୁଣି ଥରେ ସତ ସାବ୍ୟସ୍ତ ହୋଇଥିବା କୁହାଯାଉଛି। କାରଣ ଏଥର ବି...

ଭାରତର ପାକିସ୍ତାନ ଓ୍ବାଲି ଗଳିର ନାମ ପରିବର୍ତ୍ତନ ପାଇଁ ମୋଦିଙ୍କୁ ଚିଠି

ନୂଆଦିଲ୍ଲୀ,୩୧।୭: ଭାରତରେ ରହିଛି ପାକିସ୍ତାନ ଓ୍ବାଲି ଗଳି ନାମରେ ଏକ କଲୋନୀ। ଏହି କଲୋନୀ ଗ୍ରେଟର ନୋଏଡ଼ାଠାରେ ରହିଛି। ଏହାର ନାମ ନେଇ ସ୍ଥାନୀୟ ବାସିନ୍ଦାଙ୍କ...

ମହାତ୍ମା ଗାନ୍ଧୀଙ୍କ ଅସ୍ଥି ଚୋରି: ମାମଲା ରୁଜୁ

ଭୋପାଳ,୪।୧୦: ଗତ ଅକ୍ଟୋବର ୨ରେ ସାରା ଦେଶରେ ଜାତୀୟ ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ ଜୟନ୍ତୀ ଧୂମଧାମରେ ପାଳନ କରାଯାଇଥିବା ବେଳେ ମଧ୍ୟପ୍ରଦେଶର ରିଓ୍ବା ଜିଲାରୁ...

ସ୍ବଚ୍ଛତା ଭାରତ ମିଶନ ପାଇଁ ୧୨,୩୦୦ କୋଟି ଏବଂ ଜଳ ଜୀବନ ମିଶନ ଲାଗି ୧୧,୫୦୦ କୋଟି ବ୍ୟୟ ଅଟକଳ

ନୂଆଦିଲ୍ଲୀ,୧।୨: ଚଳିତ ୨୦୨୦-୨୧ କେନ୍ଦ୍ରୀୟ ବଜେଟରେ ସ୍ବଚ୍ଛତା ଭାରତ ମିଶନ ପାଇଁ ୧୨,୩୦୦ କୋଟି ଏବଂ ଜଳ ଜୀବନ ମିଶନ ଲାଗି ୧୧,୫୦୦ କୋଟି ବ୍ୟୟ...

Leave a comment

Your email address will not be published. Required fields are marked *