ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧।୧୦(ବ୍ୟୁରୋ): ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା। ମୃତକ ଜଣଙ୍କ ହେଲେ କଳାହାଣ୍ଡି ଜିଲାର ୩ ମହିଳା। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ, ରାଜ୍ୟରେ ଗ ୨ ଘଣ୍ଟାରେ ୧୪୬ ଜ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।