Posted inଖେଳ

ଆଜି ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଓ୍ବେଲିଂଟନ,୧୭।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନିଟି ଟି-୨୦ ମ୍ୟାଚ ବିଶିଷ୍ଟ ସିରିଜ ଆଜିଠାରୁ ଆରମ୍ଭ ହେଉଛି। ଓ୍ବେଲିଂଟନରେ ଉଭୟ ଦଳ ମୁହାଁମୁହିଁ ହେବେ। ଟି-୨୦ ବିଶ୍ୱକପରେ ସେମିଫାଇନାଲରେ ଉଭୟ ଦଳ ବାଦ ପଡିଥିଲେ। ଟିମ ଇଣ୍ଡିଆ ଏବଂ କିୱି ଦଳ ସେହି ପରାଜୟକୁ ଭୁଲି ଏକ ନୂତନ ଆରମ୍ଭ କରିବାକୁ ଚେଷ୍ଟା କରିବେ।
ଏହି ସିରିଜରେ ଭାରତର ନିୟମିତ ରୋହିତ ଶର୍ମା ଏବଂ ଉପ-ଅଧିନାୟକ କେ.ଏଲ ରାହୁଲ ଖେଳୁ ନାହାଁନ୍ତି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଧିନାୟକ ଦାୟିତ୍ୱ ହସ୍ତାନ୍ତର କରାଯାଇଛି। ଏହାପୂର୍ବରୁ ହାର୍ଦ୍ଦିକଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ଆୟର୍ଲାଣ୍ଡରୁ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଜିତିଥିଲା। ଅନ୍ତର୍ଜାତୀୟ ସ୍ତରରେ ପ୍ରଥମ ଥର ପାଇଁ ଏକ ବଡ ଦଳ ବିପକ୍ଷରେ ହାର୍ଦ୍ଦିକ ଅଧିନାୟକ ହେବେ।
ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମ୍ୟାଚ ୧୮ ନଭେମ୍ବର ଅର୍ଥାତ୍‌ ଶୁକ୍ରବାରଠାରୁ ଆରମ୍ଭ ହେଉଛି। ଏହି ମ୍ୟାଚ୍‌ ୱେଲିଂଟନରେ ଖେଳାଯିବ। ଭାରତୀୟ ସମୟ ମଧ୍ୟାହ୍ନ ୧୨ଟାରୁ ଆରମ୍ଭ ହେବ। ଟସ ସକାଳ ୧୧.୩୦ରେ ହେବ। ନ୍ୟୁଜିଲାଣ୍ଡ ଗସ୍ତରେ ଭାରତର ଟି-୨୦ ମ୍ୟାଚ ଟେଲିକାଷ୍ଟ କରିବାର ଅଧିକାର ଡିଡି ସ୍ପୋର୍ଟସ ନିକଟରେ ରହିଛି। ମାଗଣାରେ ଏହି ମ୍ୟାଚ ଉପଭୋଗ କରିପାରିବେ। ଏହି ମ୍ୟାଚର ଲାଇଭ ଷ୍ଟ୍ରିମିଂ ଆମାଜନ ପ୍ରାଇମ ଭିଡିଓ ଆପରେ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri