୧୫ରୁ ୧ମରୁ ୮ମ ବାର୍ଷିକ ପରୀକ୍ଷା, ଜାଣନ୍ତୁ ସବିଶେଷ ସୂଚନା…

ଭୁବନେଶ୍ୱର, ୨।୩(ଅସମାପିକା ସାହୁ) – ରାଜ୍ୟରେ ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ୧ମରୁ ୮ମ ଶ୍ରେଣୀ ବାର୍ଷିକ ପରୀକ୍ଷା ବା ସମ୍ମେଟିଭ-୨ ଆସନ୍ତା ୧୫ ତାରିଖରୁ ଆରମ୍ଭ ହେବ। ଏହି ଲିଖିତ ପରୀକ୍ଷା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ତେବେ ୧ମରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ମୌଖିକ ପରୀକ୍ଷା ୧୩ ଏବଂ ୧୪ ତାରିଖରେ ଅନୁଷ୍ଠିତ ହେବ। ୧ମ ଓ ୨ୟ ଶ୍ରେଣୀ ପିଲାଙ୍କ ପରୀକ୍ଷା ୧୯ ତାରିଖରେ ଶେଷ ହେବାକୁ ଥିବାବେଳେ ତୃତୀୟରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପରୀକ୍ଷା ୨୦ ତାରିଖରେ ସରିବ। ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ବିଷୟର ପରୀକ୍ଷା ଦେଢ଼ଘଣ୍ଟା ଏବଂ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପରୀକ୍ଷା ଅବଧି ୨ଘଣ୍ଟା ରହିବ। ଏ ନେଇ ଶନିବାର ଓଡ଼ିଶା ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) ପକ୍ଷରୁ ସମସ୍ତ ଜିଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖାଯାଇଛି। ପରୀକ୍ଷା ପରିଚାଳନା ପାଇଁ ପୂର୍ବରୁ ଏସ୍‌ଓପି ପ୍ରସ୍ତୁତ ହୋଇ ଦିଆଯାଇଥିଲା। ତାହାକୁ ପାଳନ କରିବା ପାଇଁ ଉକ୍ତ ଚିଠିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri