ମାର୍ଚ୍ଚ ୧୫ରୁ ପ୍ରଥମରୁ ଅଷ୍ଟମ ବାର୍ଷିକ ପରୀକ୍ଷା

ଭୁବନେଶ୍ୱର, ୧୫।୧(ଅସମାପିକା ସାହୁ): ପ୍ରଥମରୁ ଅଷ୍ଟମ ଶ୍ରେଣୀ ବାର୍ଷିକ ପରୀକ୍ଷା ବା ସମ୍ମେଟିଭ ଆସେସ୍‌ମେଣ୍ଟ-୨ ମାର୍ଚ୍ଚ ୧୫ରୁ ୨୦ତାରିଖ ମଧ୍ୟରେ ହୋଇପାରେ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଛି ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା)। ଏହି ସମୟରେ ପରୀକ୍ଷା କରିବା ପାଇଁ ଯୋଜନା ରହିଥିବା ସଂକ୍ରାନ୍ତରେ ଓସେପା ପକ୍ଷରୁ ସମସ୍ତ ଜିଲା ଶିକ୍ଷାଧିକାରୀଙ୍କୁ ଚିଠି କରାଯାଇଛି। ଉକ୍ତ ଚିଠିରେ ଉଲ୍ଲେଖ କରାଯାଇଛି ଯେ, ମାର୍ଚ୍ଚ ୨୧ରୁ ୨୭ତାରିଖ ମଧ୍ୟରେ ଖାତା ମୂଲ୍ୟାୟନ ହେବ। ୩୦ ତାରିଖରେ ଫଳ ପ୍ରକାଶ ପାଇବ। ସେହିଭଳି ପ୍ରଶ୍ନପତ୍ର କେବେ କେଉଁଠୁ ଯିବ ସେ ନେଇ ମଧ୍ୟ ତାରିଖ ଧାର୍ଯ୍ୟ କରାଯାଇଛି। ତେବେ ଏହାକୁ ପରିବର୍ତ୍ତନ ମଧ୍ୟ କରାଯାଇପାରେ। ପରୀକ୍ଷା ପାଇଁ ପ୍ରଶ୍ନପତ୍ର, ଉତ୍ତର ଖାତା, ମୌଖିକ ପ୍ରଶ୍ନପତ୍ର ଆଦି ଟିଇ ଆଣ୍ଡ୍‌ ଏସ୍‌ସିଇଆର୍‌ଟି ପ୍ରସ୍ତୁତ କରୁଛି। ଏସବୁକୁ ଦୃଷ୍ଟିରେ ରଖି ଜିଲା ପ୍ରକଳ୍ପ ଅଧିକାରୀ(ଡିପିଓ)ଙ୍କ ସ୍ତରରେ ପଦକ୍ଷେପ ନେବା ପାଇଁ କୁହାଯାଇଛି। ତେବେ ସମ୍ମେଟିଭ ଆସେସ୍‌ମେଣ୍ଟ-୨ ପାଇଁ ସମ୍ପୂର୍ଣ୍ଣ ଏସ୍‌ଓପି/ଗାଇଡ୍‌ଲାଇନ ପରବର୍ତ୍ତୀ ସମୟରେ ଦିଆଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri