Advertisement

ଆଜି ପ୍ରକାଶ ପାଇବ ଯୁକ୍ତ ୨ ଅଫଲାଇନ ପରୀକ୍ଷାଫଳ

ଭୁବନେଶ୍ବର,୨୦।୧୧(ବ୍ୟୁରୋ): ଯୁକ୍ତ ୨ ଅଫଲାଇନ ପରୀକ୍ଷାଫଳ ଶନିବାର ପ୍ରକାଶ ପାଇବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଦିନ ୧୧ଟା ରେଜଲ୍ଟ ପ୍ରକାଶ କରାଯିବ। ପରୀକ୍ଷାର୍ଥୀମାନେ www. orissaresults.nic.in ୱେବସାଇଟରେ ନିଜର ରେଜଲ୍ଟ ଦେଖିପାରିବେ । ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ସୂଚନା ଦେଇଛି ।

ଅକ୍ଟୋବର ୧ ରୁ ୧୧ତାରିଖ ଯାଏ ଅଫଲାଇନ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ବିକଳ୍ପ ମୂଲ୍ୟାୟନରେ ଅସନ୍ତୁଷ୍ଟ ରାଜ୍ୟର ୧୩ ହଜାର ୪୩ ଜଣ ଛାତ୍ରୀଛାତ୍ର ପରୀକ୍ଷା ପାଇଁ ଆବେଦନ କରିଥିଲେ ଏବଂ ୧୨ ହଜାରରୁ ଅଧିକ ପିଲା ପରୀକ୍ଷା ଦେଇଥିଲେ। ଶୁକ୍ରବାର ସଂଧ୍ୟାରେ ଏହି ରେଜଲ୍ଟ ପ୍ରକାଶ ପାଇବାର ଥିଲା। କିନ୍ତୁ କୌଣସି କାରଣ ପାଇଁ ବାହାରି ପାରିନଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଭିସୁଟ୍‌ରେ ଆନ୍ଦୋଳନ ମହଙ୍ଗା ପଡ଼ିଲା: ଅଧ୍ୟାପକ ବହିଷ୍କୃତ,୨ ନିଲମ୍ବିତ; ୧୫ ଜଣଙ୍କୁ କାରଣ ଦର୍ଶାଅ ନୋଟିସ

ସମ୍ବଲପୁର,୧୧।୮(ବ୍ୟୁରୋ): ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍‌)ରେ ଆନ୍ଦୋଳନ ଚଳାଇଥିବା ଅଧ୍ୟାପକମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ରାଜ୍ୟପାଳ ତଥା କୁଳାଧିପତିଙ୍କ...

ପୁରୀ ଜିଲା ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ସିଧାସଳଖ…

ପୁରୀ ଅଫିସ,୩।୧୧: ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲାର ଚାଷୀ ମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏ ସହାୟତା ପାଇବେ। ବୁଧବାର...

ଆଜି ରାଜ୍ୟରୁ ୭୪୫ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ୧୧୯ ଶିଶୁ

ଭୁବନେଶ୍ୱର,୧୦ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୭୪୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୫,୦୮୩ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ଘୂର୍ଣ୍ଣିବଳୟ: ଦୁଇଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୩ା୮(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ମ୍ୟାନ୍‌ମାର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ଏକ ଟ୍ରପ୍‌ଲାଇନ ରହିଛି। ଏହାର ପ୍ରଭାବରେ ୨୩ ଓ...

ବ୍ରାହ୍ମଣୀ ତଟରେ ମେଣ୍ଟୁନି ଶୋଷ

ଭୁବନ, ୨୨।୪ ସହରଠାରୁ ଅନତି ଦୂରରେ ପ୍ରବାହିତ ହେଉଛି ବ୍ରାହ୍ମଣୀ। ଓଡ଼ିଶାର ଏହି ଦ୍ୱିତୀୟ ବୃହତ୍ତମ ନଦୀ ପରିପୁଷ୍ଟ କରୁଛି ଜନଜୀବନକୁ। ଏଠାରୁ ଟଣା ହୋଇଯାଉଥିବା...

ରାମ ମନ୍ଦିର କନଫରେନ୍ସ ହଲ୍ ସିଲ୍‌

ଭୁବନେଶ୍ୱର,୭।୪(ବ୍ୟୁରୋ): ଭୁବନେଶ୍ୱର ଜନପଥ ସ୍ଥିତ ରାମ ମନ୍ଦିର ପରିସରରେ ଥିବା କନଫରେନ୍ସ ହଲକୁ ବୁଧବାର ବିଏମ୍‌ସି ସିଲ୍‌ କରିଛି। କୋଭିଡ୍‌ କଟକଣା ଉଲ୍ଲଙ୍ଘନ ଅଭିଯୋଗରେ ସିଲ୍‌...

ଇନ୍ଦୋର ଉଦାହରଣ ଦେଇ ବୁଝାଇଲେ

ଭୁବନେଶ୍ୱର, ୨୧ା୪(ବ୍ୟୁରୋ): କରୋନା ମୁକାବିଲା କ୍ଷେତ୍ରରେ ଓଡ଼ିଶାକୁ ପ୍ରଶଂସା କରିଛନ୍ତି କେନ୍ଦ୍ର ସରକାର। ସେହିଭଳି ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ବାହାବା ସାଉଣ୍ଟିଛନ୍ତି ରାଜ୍ୟ ସରକାର। ତେବେ...

ଆଓ୍ବାର୍ଡ ନେବାକୁ ଆସି ଚାଲିଗଲା ଏସ୍‌ଆଇଙ୍କ ଜୀବନ

ପଦ୍ମପୁର,୧।୪(ଡି.ଏନ୍‌.ଏ.): ଉତ୍କଳ ଦିବସ ଅବସରରେ ରାଜ୍ୟସ୍ତରୀୟ ପୁରସ୍କାର ପାଇବା ପାଇଁ ଭୁବନେଶ୍ୱର ଆସିଥିବା ରାୟଗଡ଼ା ଜିଲା ପଦ୍ମପୁର ଥାନା ଅଧୀନ କେନ୍ଦୁଗୁଡା ଫାଣ୍ଡି ଏସ୍‌ଆଇ କିଶୋର...

Advertisement
Archives

Model This Week