୨ ଇଞ୍ଜେକଶନ ଦେଇ ୨.୨୨ ଲକ୍ଷ ଠକେଇ ଅଭିଯୋଗ

କଟକ ଅଫିସ,୨୬/୧୨: ସ୍ଥାନୀୟ ଏକ ଘରୋଇ ମେଡିକାଲ ୨ଟି ଇଞ୍ଜେକସନ ଦେଇ ଜଣେ ରୋଗୀଙ୍କଠାରୁ ୨.୨୨ ଲକ୍ଷ ଟଙ୍କା ଠକିନେଇଥିବା ଚାଉଳିଆଗଞ୍ଜ ଥାନାରେ ରବିବାର ଅଭିଯୋଗ ହୋଇଛି। ଝାଡ଼ଖଣ୍ଡର ଜଣେ ରୋଗୀ ଚିକିତ୍ସା ପାଇଁ ଉକ୍ତ ମେଡିକାଲକୁ ଆସିଥିଲେ। ସେଠାରେ ତାଙ୍କୁ ଗୋଟିକୁ ୨୩,୬୪୮ ଟଙ୍କା ମୂଲ୍ୟର ଦୁଇଟି ଇଞ୍ଜେକଶନ ଦିଆଯାଇଥିବା ଦର୍ଶାଯାଇଛି। ହେଲେ ସମ୍ପୃକ୍ତ ଘରୋଇ ମେଡିକାଲ ରୋଗୀଙ୍କୁ ଠକି ତାଙ୍କଠାରୁ ୨.୨୨ ଲକ୍ଷ ଟଙ୍କା ନେଇଥିବା ଅଭିଯୋଗ ହୋଇଛି। ଆଇଆଇସି ଶଶୀକାନ୍ତ ରାଉତ କହିଛନ୍ତି, ଏନେଇ ଥାନାରେ ଏକ ଷ୍ଟେଶନ ଡାଏରି କରାଯାଇଛି। ଅଭିଯୋଗକୁ ନେଇ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବ ଭାରତୀୟ ସ୍ତର କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ବନ୍ଦ ଡାକରା : ୨୦ରେ ବନ୍ଦ ରହିବ ସମସ୍ତ ଔଷଧ ଦୋକାନ

ଦେବଗଡ଼,୧୭।୫ (ଶଶାଙ୍କ ଶେଖର ଝାଙ୍କର): ସର୍ବ ଭାରତୀୟ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଆହ୍ୱାନ କ୍ରମେ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଡାକରେ ଦେବଗଡ଼ ଜିଲା…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri