ଫେବୃୟାରୀରେ ୨.୪୭ ଲକ୍ଷ ୟୁନିଟ୍‌ ଗାଡ଼ି ବିକ୍ରି

ନୂଆଦିଲ୍ଲୀ,୬।୩: ଦେଶର ପ୍ରମୁଖ ଦୁଇ ଚକିଆ ଯାନ ନିର୍ମାତା ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ପକ୍ଷରୁ ଚଳିତ ବର୍ଷ ଫେବୃୟାରୀର ଗାଡି ବିକ୍ରି ସମ୍ପର୍କରେ ଘୋଷଣା କରାଯାଇଛି ା ବିଶେଷ କରି ୨୦୨୩ ଫେବୃୟାରୀରେ କମ୍ପାନି ମୋଟ ୨,୪୭,୧୭୫ ୟୁନିଟ ଯାନ ବିକ୍ରି କରିଛି। ଏପରିକି କମ୍ପାନୀ ମୋଟ ୨୦,୧୧୧ ୟୁନିଟ ଯାନ ରପ୍ତାନି କରିଥିବା ବେଳେ ୨,୨୭,୦୬୪ ୟୁନିଟ୍‌ ଗାଡି ଘରୋଇ ବଜାରରେ ବିକ୍ରି କରିଥିବା ଜଣାପଡିଛି। ସେହିଭଳି କମ୍ପାନୀ ବ୍ରାଣ୍ଡର ପ୍ରିମିୟମ ମୋଟରସାଇକେଲ ବିଜ୍‌ନେସର ସମ୍ପ୍ରସାରଣ ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରୁଛି ା ବିଶେଷ କରି କେରଳର କନୌର, ପଶ୍ଚିମବଙ୍ଗର ରଘୁନାଥଗଞ୍ଜ ଏବଂ ବିହାରର ପାଟନାଠାରେ କମ୍ପାନୀ ତା’ର ବିଗ୍‌ଓ୍ବିଙ୍ଗ ସୋ’ରୁମର ଶୁଭାରମ୍ଭ କରିଛି ା କମ୍ପାନି ସଡ଼କ ସୁରକ୍ଷା କ୍ଷେତ୍ରରେ ରାଜସ୍ଥାନର ଜୟପୁରସ୍ଥିତ ଏହାର ଟ୍ରାଫିକ ଟ୍ରେନିଂ ପାର୍କର ୧୦ମ ପୂର୍ତ୍ତୀ ଉତ୍ସବ ପାଳନ କରିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଜିଓ ଟ୍ରୁ-୫ଜି ବଲାଙ୍ଗୀର, ନାଲ୍‌କୋରେ ଶୁଭାରମ୍ଭ

ଭୁବନେଶ୍ୱର,୧।୨: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ମଙ୍ଗଳବାର ଓଡ଼ିଶାର ବଲାଙ୍ଗୀର (ବଲାଙ୍ଗୀର ଟାଉନ) ଓ ଅନୁଗୋଳ (ନାଲ୍‌କୋ ଟାଉନ) ଜିଲାରେ ଟ୍ରୁ-୫ଜି...

୧୫,୩୪୦ କୋଟି ଟଙ୍କାର ଜିଏସ୍‌ଟି କ୍ଷତିପୂରଣ

ନୂଆଦିଲ୍ଲୀ,୨୧।୫-ଚଳିତ ଆର୍ଥତ୍କ ବର୍ଷ ବର୍ତ୍ତମାନ ସୁଦ୍ଧା କେନ୍ଦ୍ର ସରକାର ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକୁ ୧୫,୩୪୦ କୋଟି ଟଙ୍କାର ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି)...

କମିପାରେ ଖାଇବା ତେଲ ମୂଲ୍ୟ

ନୂଆଦିଲ୍ଲୀ,୧୨।୯: ଗତ ୧୪ ମାସ ମଧ୍ୟରେ ଭାରତୀୟ ବଜାରର ଖୁଚୁରା ଖାଇବା ତେଲ ମୂଲ୍ୟ ପ୍ରାୟ ୭୦% ବୃଦ୍ଧି ଘଟିଛି। ଏହାକୁ ନେଇ ବିରୋଧୀ ସରକାରଙ୍କୁ ଘେରିଥିବା...

ରେପୋ ରେଟ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୧୦: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ମୁଦ୍ରା ନୀତି କମିଟି ବୈଠକ ଶୁକ୍ରବାର ଶେଷ ହୋଇଛି। ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏକ ଖବରଦାତା...

କୃଷିଋଣ ପରିଶୋଧ ଅବଧି ବୃଦ୍ଧି

ନୂଆଦିଲ୍ଲୀ,୩୧। ୩: କୋଭିଡ୍‌-୧୯ ଲକ୍‌ଡାଉନ କାରଣରୁ ଚାଷୀଙ୍କ ପାଇଁ ଫସଲ ଋଣ ପୁନଃ ପରିଶୋଧ ଅବଧି ବୃଦ୍ଧି ସମ୍ପର୍କରେ ସରକାର ଘୋଷଣା କରିଛନ୍ତି। ଏହା ସ୍ବଳ୍ପକାଳୀନ...

ୟୁବିଆଇର ବାର୍ଷିକ ସାଧାରଣ ବୈଠକ: ରିଟେଲ,କୃଷି,ଏମ୍‌ଏସ୍‌ଏମ୍‌ଇ ଋଣକୁ ୟୁବିଆଇର ଫୋକସ

କଲିକତା,୨୯-୬ – ୟୁନାଇଟେଡ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ୟୁବିଆଇ) ପକ୍ଷରୁ ଏହାର ୧୦ମ ବାର୍ଷିକ ସାଧାରଣ ବୈଠକ କଲିକତାଠାରେ ଅନୁଷ୍ଠିତ ହୋଇ ଯାଇଛି। କେନ୍ଦ୍ର ସରକାରଙ୍କ ପ୍ରତିନିଧିଙ୍କ...

ଟାଟା-ମିସ୍ତ୍ରି ମାମଲା: ସୁପ୍ରିମ କୋର୍ଟରେ ଶୁକ୍ରବାର ଶୁଣାଣି

ନୂଆଦିଲ୍ଲୀ,୮-୧: ଟାଟାସନ୍ସ ଏବଂ ସାଇରସ ମିସ୍ତ୍ରି ମାମଲାର ଶୁଣାଣି ସୁପ୍ରିମକୋର୍ଟରେ ଶୁକ୍ରବାର ହେବ। ନ୍ୟାଶନାଲ କମ୍ପାନୀ ଲ ଆପିଲେଟ୍‌ ଟ୍ରିବ୍ୟୁନାଲ(ଏନ୍‌ସିଏଲ୍‌ଏଟି) ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ...

ଭାରତୀୟ ବଜାର ପାଇଁ ବଦ୍ଧପରିକର ଫୋର୍ଡ; ଉତ୍ପାଦନ ବୃଦ୍ଧି ନେଇ ମହିନ୍ଦ୍ରା ସହ ହେବ ଚୁକ୍ତି

ନୂଆଦିଲ୍ଲୀ,୨୮-୯: ବର୍ତ୍ତମାନ ଭାରତରେ ଆର୍ଥିକ ମାନ୍ଦାବସ୍ଥା ସତ୍ତ୍ୱେ ଆମେରିକାର ବୃହତ ଗାଡ଼ି ନିର୍ମାତା ଫୋର୍ଡ ମୋଟର କମ୍ପାନୀ ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା କମ୍ପାନୀ ସହିତ ଚୁକ୍ତି...

Advertisement
Archives

Model This Week