Categories: Video

ହକି ଖେଳାଳୀଙ୍କୁ ଅଢେଇ କୋଟି

ଟୋକିଓ ଅଲିମ୍ପିକ୍ସରେ ଚମତ୍କାର ପ୍ରଦର୍ଶନ କରିଥିବା ୪ଓଡ଼ିଆ ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାରୁ ଭାରତୀୟ ହକି ଟିମରେ ଥିବା ୨ଜଣ ପୁରୁଷ ହକି ଖେଳାଳି ଏବଂ ୨ଜଣ ମହିଳା ହକି ଖେଳାଳିଙ୍କୁ କଳିଙ୍ଗ ଷ୍ଟାଡିୟମରେ ସମ୍ବର୍ଦ୍ଧିତ କରାଯାଇଛି ।