Posted inଜାତୀୟ

୨୪ ଘଣ୍ଟାରେ ୨ଲକ୍ଷ ୭୧ ହଜାର କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ,୧୬।୧: ଦେଶରେ କରୋନା ଗ୍ରାଫ ବଢି ଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୭୧ ହଜାର, ୩୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ କରି ଏହି ସୂଚନା ଦିଆଯାଇଛି।

ଏହାକୁ ମିଶାଇ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୫ ଲକ୍ଷରେ ପହଞ୍ଚିଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୧୫ଲକ୍ଷ ୫୦ ହଜାର ୩୭୭ କରୋନା ରୋଗୀଙ୍କ ଚିକିତ୍ସିତ ହେଉଛନ୍ତି। ଶନିବାର ଦେଶରେ ପଜିଟିଭି ହାର ୧୬.୬୬% ରେକର୍ଡ କରାଯାଇଥିବା ବେଳେ ରବିବାର ୧୬.୨୮ ରେକର୍ଡ ହୋଇଛି।

ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ଲକ୍ଷ ୩୮ ହଜାର ୩୩୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୪ ଘଣ୍ଟା ମଧ୍ୟରେ ୩୧୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri