ନକ୍ସଲ ନାଁରେ ସରକାରୀ କର୍ମଚାରୀଙ୍କୁ ମାଗୁଥିଲେ ଟଙ୍କା: ଧରାପଡ଼ିଲେ ୨ ଅଭିଯୁକ୍ତ

କୋରାପୁଟ/ ନାରାୟଣପାଟଣା,୬।୨(ଅମିତାଭ ବେହେରା / ରାଜକିଶୋର ଜେନା ): ନକ୍ସଲ ନାମରେ ସରକାରୀ କର୍ମଚାରୀଙ୍କୁ ଆରଟିଆଇ ଜରିଆରେ ଟଙ୍କା ମାଗିବା ପଡ଼ିଲା ମହଙ୍ଗା। ଗୁରୁବାର ନାରାୟଣପାଟଣା ଥାନା ପୋଲିସ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ନାରାୟଣପାଟଣା ଥାନା ଅଧିକାରୀ ପ୍ରମୋଦ ନାୟକ ପ୍ରକାଶ କରିଛନ୍ତି। ଏଥିନେଇ ନାରାୟଣପାଟଣା ଥାନାରେ ୧୨/୨୦୨୫ ରେ ଏକ ମାମଲା ରୁଜୁ କରାଯାଇ ଦୁଇ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ଏନେଇ ଅଧିକ ତଦନ୍ତ ଚାଲିଥିବା ଥାନା ଅଧିକାରୀ ପ୍ରକାଶ କରିଛନ୍ତି। ପୋଲିସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ବୁଧବାର ରାୟଗଡା ଅଞ୍ଚଳର ଜି ଭି ଆର ପଟ୍ଟନାୟକ ନିଜକୁ ସୂଚନା ଅଧିକାର କର୍ମୀ ଓ ଖବରଦାତା ବୋଲାଉ ଥିବାବେଳେ ଅନ୍ୟଜଣେ ବନ୍ଧୁଗାଁ ଅଞ୍ଚଳର ଅବସରପ୍ରାପ୍ତ ଶିକ୍ଷକ ଦେବ କିଶୋର ପଟ୍ଟନାୟକ । ଉଭୟ ନାରାୟପାଟଣା ବ୍ଲକର ଯନ୍ତ୍ରୀ ସତ୍ୟନ୍ଦ୍ର ଦତ୍ତଙ୍କ ଠାରୁ ନଗଦ ୧୦ ହଜାର ଟଙ୍କା ନେଇଥିଲେ। ଏଥିନେଇ ତୁରନ୍ତ ଉଭୟଙ୍କ ନାମରେ ନାରାୟଣପାଟଣା ଥାନାରେ ଏତଲା ଦିଆଯାଇଥିଲା। ପରେ ନାରାୟଣପାଟଣା ଥାନା ପୋଲିସ ଉଭୟଙ୍କୁ ଧରି ନେଇ ଥାନାରେ ଅଟକ ରଖି ଜେରା କରିଥିଲା। ଗୁରବାର ଉଭୟଙ୍କୁ ଗିରଫ କରି ଲକ୍ଷ୍ମୀପୁର କୋର୍ଟ ଚାଲାଣ କରିଥିବା ଜଣାଯାଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri