ବିଳମ୍ବିତ ରାତିରେ ପୁଣି ୨ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସର ଏନ୍‌କାଉଣ୍ଟର

ଵ୍ରହ୍ମପୁର, ୨୬।୫:(ସୁବାସ ଚନ୍ଦ୍ର ପାଢ଼ୀ): ଆଉ ଅପରାଧୀଙ୍କୁ ତ୍ରାହି ନାହିଁ । ଵ୍ରହ୍ମପୁର ପୋଲିସ ବିଗତ କିଛି ଦିନ ହେବ ଅପରାଧୀଙ୍କୁ ଏନକାଉଣ୍ଟର ଜାରି ରଖିଛି । ହେଲେ ବି ସୁଧୁରୁନାହାନ୍ତି ଅପରାଧୀ । ସୋମବାର ରାତ୍ର ପ୍ରାୟ  ୧୨ ଟା’ରେ ପୋଲିସ ଦୁଇଜଣ ଅପରାଧୀଙ୍କୁ ଗୁଳି ଫୁଟାଇ ଜଖମୀ କରିଛି । ସେମାନେ  ହେଲେ ବଡଗଡ ଥାନା ଅନ୍ତର୍ଗତ ଢଉଗାଁ”ର ରଞ୍ଜନ ମଲ୍ଲିକ(୨୭) ଓ ହିଂଜିଳିକାଟୁ ଥାନା ଅନ୍ତର୍ଗତ  ସିକିରୀ ପାଢ଼ୀ ସାହିର ସରୋଜ ପଣ୍ଡା(୩୫)ଙ୍କୁ ପୁଲିସ ଏନକାଉଣ୍ଟର କରିଛି ।

ଆହତ ଅଭିଯୁକ୍ତ ଦ୍ୱୟଙ୍କୁ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ବହୁଚର୍ଚ୍ଚିତ ପ୍ଲଟ ବ୍ୟବସାୟୀ ସୁଧୀର ପାତ୍ର ଅପହରଣ ଓ ବଳାତ୍କାର ମାମଲାରେ ଫେରାର ଅଭିଯୁକ୍ତ । ବଡ଼ଗଡ଼ ଥାନା ଅନ୍ତର୍ଗତ ନଉଗାଁର ରଞ୍ଜନ ମଲ୍ଲିକ(୨୭) ଓ ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ସିକିରି ପାଢ଼ୀ ସାହିର ସରୋଜ ପଣ୍ଡା(୩୫)ଙ୍କୁ ପୁଲିସ ଏନକାଉଣ୍ଟର କରିଥିବା ସୂଚନା ମିଳିଛି। ଆହତ ଅଭିଯୁକ୍ତଙ୍କୁ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଚାରିଜଣ ଅଭିଯୁକ୍ତଙ୍କୁ ପୁଲିସର ସ୍ୱତନ୍ତ୍ର ଟିମ ରାଜସ୍ଥାନରୁ ଟ୍ରାଞ୍ଜିଟ ରିମାଣ୍ଡରେ ନେଇ ଆସୁଥିବା ବେଳେ ଅଭିଯୁକ୍ତ ଚମ୍ପଟ ମାରିବାକୁ ଉଦ୍ୟମ କରିଥିଲେ। ପୋଲିସ ଦୁଇଜଣଙ୍କୁ ଏନକାଉଣ୍ଟର କରିଥିଲା।

ସେମାନେ ସଦର ଥାନା ଅଙ୍କୁଶପୁର ଅଂଚଳରୁ ପୋଲିସ କବ୍ଜାରୁ ଚମ୍ପଟ ମାରିଥିଲେ। ପୋଲିସ ଟିମ ତାଙ୍କର ପିଛା କରି ତାଙ୍କ ଉପରକୁ ଗୁଳି ଚାଳନା କରିଥିଲା। ଗତ ୧୦ ଦିନ ଭିତରେ ପୋଲିସ ୫ ଜଣଙ୍କୁ ଏନକାଉଣ୍ଟର କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri