ଯୁକ୍ତ୨: ଆଜି ସ୍ପଟ୍‌ ମେଧା ତାଲିକା

ଭୁବନେଶ୍ୱର, ୧୫।୯(ବ୍ୟୁରୋ): ୨୦୨୨-୨୩ ଶିକ୍ଷାବର୍ଷ ପାଇଁ ଯୁକ୍ତ୨ରେ ନାମଲେଖା ଲାଗି ଗୁରୁବାର ଅପରାହ୍ନ ୨ଟାରେ ସ୍ପଟ୍‌ ମେଧା ତାଲିକା ପ୍ରକାଶ ପାଇବ। ଏହି ତାଲିକାରେ ବଳକା ସିଟ୍‌ର ୧୦ଗୁଣ ରହିବ। ଏଥିରେ ମନୋନୀତ ଛାତ୍ରୀଛାତ୍ର ୧୫ ତାରିଖ ମଧ୍ୟାହ୍ନ ୩ଟାରୁ ୧୬ତାରିଖ ଅପରାହ୍ନ ୫ଟା ମଧ୍ୟରେ ସମ୍ପୃକ୍ତ ଉଚ୍ଚ ମାଧ୍ୟମିକ ସ୍କୁଲରେ ନାମ ପଞ୍ଜୀକରଣ କରିବେ। ୧୭ ତାରିଖ ପୂର୍ବାହ୍ନ ୧୧ଟାରେ ସ୍ପଟ୍‌ ନାମଲେଖା ପାଇଁ ଚୂଡ଼ାନ୍ତ ମେଧା ତାଲିକା ଉକ୍ତ ସ୍କୁଲରେ ପ୍ରକାଶ ପାଇବ। ଏଥିରେ ମନୋନୀତ ଛାତ୍ରୀଛାତ୍ର ୧୭ ତାରିଖ ଅପରାହ୍ନ ୧୨ଟାରୁ ୨୦ ତାରିଖ ଅପରାହ୍ନ ୪ଟା ଭିତରେ ନାମ ଲେଖାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଡ଼ରେ ଆଙ୍କୁଛନ୍ତି ଅନନ୍ୟ କଳାକୃତି

ରୂପସା, ୧।୫ କଥାରେ ଅଛି କାନ ଥିଲେ ସୁନା ନାହିଁ, ସୁନା ଥିଲେ କାନ ନାହିଁ। ଦୁଇଟି ହାତ ଅଛି ହେଲେ ଚଳୁନି। ଦୁଇଟି ଗୋଡ଼...

ନୂଆପଡ଼ା ହଳଦିଗାଁରେ ବୁଲୁଛି ବାଘ

ତରବୋଡ/ନୂଆପଡା ଅଫିସ,୨୫।୧: ନୂଆପଡ଼ା ଜିଲା ଖରିଆର ରୋଡ ବନାଞ୍ଚଳ ଅଧୀନ ହଳଦିଗାଁରେ ସୋମବାର ୪ଟି କଲରାପତରିଆ ବାଘ ବୁଲୁଥିବା ଦେଖିବାକୁ ମିଳିଛି। ଖବର ପ୍ରଚାର ପରେ...

କୋଭିଡ୍‌ କଟକଣା ଉଲ୍ଲଂଘନ: ରାୟଗଡ଼ାରେ ଫିଲ୍ମ ହଲ ସିଲ୍‌

ରାୟଗଡା ଅଫିସ, ୯।୪: ରାୟଗଡ଼ାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢ଼ିବାରେ ଲାଗିଛି। ଶୁକ୍ରବାର ଜିଲାରୁ ୧୫ ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ଏହାର...

ଦଶ ମାସର ଶିଶୁଙ୍କୁ ରେଲଓ୍ବେରେ ଚାକିରି

ମାଲକାନଗିରି,୧୧ା୭ (ଡି.ଏନ୍‌.ଏ.): ପଡୋଶୀ ଛତିଶଗଡ଼ରେ ଜଣେ ଦଶମାସର ଶିଶୁଙ୍କୁ ରେଳ ବିଭାଗରେ ଚାକିରି ମିଳିଛି। ଏହା ଆଶ୍ଚର୍ଯ୍ୟ ହେଲେ ମଧ୍ୟ ସତ୍ୟ। ତେବେ ଏତେ କମ...

ଅବରୋଧ ଯୋଗୁ ନିଷ୍କାସିତ ହୋଇପାରୁନି ଜଳ -ଶହେ ଏକର ଜମି ପଡ଼ିଆ ପଡ଼ିବା ଆଶଙ୍କା

ବନ୍ତ,୧୭।୭(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବନ୍ତ ତହସିଲ ଛୟାଳସିଂହ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଅଧୀନ ଶାଳକଣିଆ,ବାଙ୍ଗୋରପଦୀ, ସଖିପାଟଣା ମୌଜାର ସରକାରୀ ଚକ ରାସ୍ତା ଓ ସରକାରଙ୍କ ଦ୍ୱାରା...

ବିଧାୟକଙ୍କ ବିବାହରେ କୋଭିଡ୍‌ ନିୟମ ଉଲ୍ଲଂଘନ

ଭଦ୍ରକ ଅଫିସ, ୪।୭: ଭଦ୍ରକ ଜିଲା ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟଙ୍କ ବିବାହ ସମାରୋହରେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ହୋଇଥିବା...

ଓଡ଼ିଶାକୁ ରେଳ ଅନୁଦାନ ହ୍ରାସ

ଭୁବନେଶ୍ୱର,୬ା୨: ଚଳିତ ବର୍ଷ ଓଡ଼ିଶାର ବିଭିନ୍ନ ରେଳ ପ୍ରକଳ୍ପ ଲାଗି କେନ୍ଦ୍ର ସରକାର ବଜେଟରେ ୪,୩୭୩ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି। ଏହା ଗତ...

୨୭ ଗାଁ ପାଣି ଘେରରେ, ବନ୍ଦହେଲା ୩୨ ସ୍କୁଲ

ନୟାଗଡ଼ ଅଫିସ,୧୬।୮: ଲଗାଣ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଦେଖାଦେଇଛି। ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆସିବା ଫଳରେ ନୟାଗଡ଼ ଜିଲା ଗଣିଆ ବ୍ଲକର ୨୭...

Advertisement
Archives

Model This Week