ଝାଡା ବାନ୍ତିରେ ୨ ଆକ୍ରାନ୍ତ

ପାପଡାହାଣ୍ଡି,୩୧।୧(ଡି.ଏନ୍‌.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଘାଟଗୁଡା ପଞ୍ଚାୟତ କାଳିଆଗୁଡା ଗ୍ରାମରେ ଝାଡାବାନ୍ତି ଦେଖାଦେଇଛି । ଏଥିରେ ଗ୍ରାମର ଗୋଟିଏ ପରିବାରର ୨ ଜଣ ଆକ୍ରାନ୍ତ ହୋଇ ପାପଡାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି । ଶୁଖୁଆ ଝାଡା ବାନ୍ତିର କାରଣ ବୋଲି ସନ୍ଦେହ କରାଯାଉଛି । ଆକ୍ରାନ୍ତ ମାନେ ହେଲେ ମୁକ୍ତା ଭତରା ଓ ଗୋରି ଭତରା । ସୋମବାର ରାତିରୁ ଉଭୟ ଗୁରୁତର ହୋଇଥିଲେ। ପରେ ସେମାନଙ୍କୁ ପାପଡାହାଣ୍ଡି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’-ବାପାଙ୍କୁ ଆକ୍ରମଣ କରି ପୁଅ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୨୧।୯: ବୃଦ୍ଧା ମା’-ବାପାଙ୍କୁ ଆକ୍ରମଣ କରିବା ସହ ତାଙ୍କ ପେନ୍‌ସନ ଟଙ୍କା ହଡ଼ପ କରିଥିବା ଅଭିଯୋଗରେ ଗଞ୍ଜାମ ଜିଲା ସଦର ଥାନା ପୋଲିସ ପୁଅଙ୍କୁ...

ଗାଁ ପରେ ସହର ଦଖଲ ଲକ୍ଷ୍ୟରେ ବିଜେଡି

କେନ୍ଦ୍ରାପଡ଼ା ଅଫିସ, ୫ା୩: ପୌର ନିର୍ବାଚନ ପାଇଁ ଗତ ୨ ତାରିଖରୁ ନାମାଙ୍କନପତ୍ର ଦାଖଲ ଧାର୍ଯ୍ୟ ହୋଇଛି। ଇତିମଧ୍ୟରେ ୩ ଦିନ ବିତିଥିଲେ ମଧ୍ୟ କେନ୍ଦ୍ରାପଡ଼ା...

କୋଠରୀରୁ ମିଳିଲା ପ୍ରେମୀ ଯୁଗଳଙ୍କ ମୃତଦେହ

ଉମରକୋଟ, ୧୬।୬(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ଭାମୀନ ପଞ୍ଚାୟତ ବାଟିବେଡା ଗ୍ରାମରେ ୨ଜଣ ପ୍ରେମୀ ଯୁଗଳଙ୍କ ମୃତଦେହ ଏକ ବନ୍ଦ କୋଠରୀରୁ ମିଳିଛି। ଝୁଲନ୍ତା...

ଲିଙ୍ଗଗତ ଅସମାନତା ଉପରେ ଲଣ୍ଡନରେ ପିଜି କରୁଛନ୍ତି ଶ୍ୱେତରୂପା

ପାରାଦୀପ,୩ା୩(ସ୍ବ.ପ୍ର.): ପାରାଦୀପ ପିପିଏଲ ଟାଉନଶିପରେ ରହୁଥିବା ମେଧାବୀ ଛାତ୍ରୀ ଶ୍ୱେତରୂପା ମିଶ୍ର ଏବେ ଲଣ୍ଡନର ସୋଆସ(ସ୍କୁଲ ଅଫ୍‌ ଓରିଏଣ୍ଟାଲ ଆଣ୍ଡ୍‌ ଆଫ୍ରିକାନ୍‌ ଷ୍ଟଡିଜ) ବିଶ୍ୱବିଦ୍ୟାଳୟରେ ପିଜି...

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ୨ ଶିକ୍ଷକଙ୍କ ନାମରେ ମାମଲା

କୁଆଁରମୁଣ୍ଡା,୨୩ା୧୦(ଡି.ଏନ୍‌.ଏ.): ଆବାସିକ ବିଦ୍ୟାଳୟରେ ରହି ଶିକ୍ଷାଲାଭ କରୁଥିବା ଗରିବ ଆଦିବାସୀ ଛାତ୍ରୀଙ୍କୁ କିଭଳି ଶିକ୍ଷାଦାନ ନାମରେ ନିଜର କାମନା ଚରିତାର୍ଥ କରିବା ପାଇଁ ୨ ଶିକ୍ଷକ...

ନାସା ଚିଠିକୁ ନେଇ ହଟୁନି ସନ୍ଦେହ: ଆଜି ରିପୋର୍ଟ ଦେବ ସାଇବର ସେଲ୍‌

ଅନୁଗୋଳ ଅଫିସ, ୧।୧୨ – ଅନୁଗୋଳ ହୁଲୁରିସିଂହାର ଲକ୍ଷ୍ମଣ ନାୟକଙ୍କ ପୁଅ ଶୁଭ୍ରାଂଶୁଙ୍କ ମାଭିକ୍‌ ଡ୍ରୋନକୁ ଉଚ୍ଚ ପ୍ରଶଂସା କରି ଆମେରିକା ଯିବାକୁ ଇମେଲ୍‌ରେ ଆସିଥିବା...

ବିବାହିତାଙ୍କୁ ବଳାତ୍କାର କରି ଜେଲ ଗଲେ ଯୁବକ

କୋକସରା୨୭।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅଞ୍ଚଳରେ ଜଣେ ବିବାହିତା ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଜଣେ ଯୁବକଙ୍କୁ...

ମାଲକାନଗିରି: ତୃତୀୟ ରାଉଣ୍ଡରେ ଭାଜପାର ଆଦିତ୍ୟ ମାଢ଼ି ଆଗୁଆ

ମାଲକାନଗିରି,୨୩ା୫(ସ୍ବ.ପ୍ର.): ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀରେ ତୃତୀୟ ରାଉଣ୍ଡ ଗଣତିରେ ଭାଜପା ପ୍ରାର୍ଥୀ ଆଦିତ୍ୟ ମାଢ଼ି ଆଗୁଆ ରହିଛନ୍ତି। ତୃତୀୟ ରାଉଣ୍ଡ ସୁଦ୍ଧା ଆଦିତ୍ୟ ମାଢ଼ି...

Advertisement
Archives

Model This Week