ବରୀରେ ୨ ଏଡ୍‌ସ ରୋଗୀ ଚିହ୍ନଟ

ବରୀ,୫ା୩(ଡି.ଏନ.ଏ.): ବରୀ ବ୍ଲକ ଅଞ୍ଚଳରେ ଶୁକ୍ରବାର ୨ ଏଡ୍‌ସ ରୋଗୀ ଚିହ୍ନଟ ହୋଇଛନ୍ତି। ସେମାନେ ଏକ ଦମ୍ପତି ବୋଲି ଜଣାପଡ଼ିଛି। ଏହି ଖବର ପ୍ରଚାରିତ ହେବାପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ସୂଚନା ମୁତାବକ, ସଂକ୍ରମିତ ପୁରୁଷ ଜଣଙ୍କ ଦୀର୍ଘଦିନ ଧରି ରାଜ୍ୟ ବାହାରେ ରହୁଥିଲେ। ପରବର୍ତ୍ତୀ ଅବସ୍ଥାରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଗଁାକୁ ଆସି ଚିକିତ୍ସିତ ହେଉଥିଲେ। ତାଙ୍କର ସମସ୍ତ ପରୀକ୍ଷା ପରେ ଏଡ୍‌ସ ପଜିଟିଭି ଚିହ୍ନଟ ହୋଇଛି। ପରେ ତାଙ୍କ ସ୍ତ୍ରୀଙ୍କ ପରୀକ୍ଷା କରିବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ତାଙ୍କର ପରୀକ୍ଷା ପରେ ସେ ମଧ୍ୟ ପଜିଟିଭି ବୋଲି ସୂଚନା ମିଳିଛି। ତେବେ ସଂକ୍ରମିତ ବ୍ୟକ୍ତିଙ୍କୁ ସ୍ଥାନୀୟ ଲୋକେ ସାମାଜିକ ବାସନ୍ଦ କରିବା ଯୋଗୁ ସେମାନେ ମାନସିକ ସ୍ତରରେ ଭାଙ୍ଗି ପଡ଼ିଛନ୍ତି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏ ଦିଗରେ ଜନସଚେତନ କରିବାକୁ ବୁଦ୍ଧିଜୀବୀ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri