ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ ବିଭାଗକୁ ହସ୍ତାନ୍ତର କରିଛି। ଦୁଇଟି ଟ୍ରଲରରେ ବିଜୟନଗରମ୍‌ ଅଞ୍ଚଳର କେ. ନରସିଂଘ, ଏମ. ରାମ, ଏ. ସେଣ୍ଡୋଡା,ଏମ. କର୍ଲେୟା, ଗୁଣ୍ଟୁ ଲାକ୍ସମେୟା ,ଏମ. ଏରେୟା, ଏମ. ନରସିଂଘେ ଓ କେ. ପୋଲେୟା ଥିଲେ। ଏମାନଙ୍କ ବୟସ ୨୫ରୁ ୫୨ ବର୍ଷ ମଧ୍ୟରେ ବୋଲି ଜଣାପଡିଛି। ଜବତ ଆନ୍ଧ୍ର ଟ୍ରଲର ଦୁଇଟି ଆଇଏନଡି-ଏପି-ଭି୫-ଏମଏମ-୧୪୭ ଏବଂ ଆଇଏନଡି-ଏପି-ଭି୫-ଏମଏମ-୭୯୦ ନମ୍ବର ବିଶିଷ୍ଟ। ଏଥିସହ ଗୋଟିଏ ଟ୍ରଲରରୁ ୪୪ କିଲୋ ଓ ଅନ୍ୟ ଟ୍ରଲରରୁ ୩୨ କିଲୋ ଓଜନର ମାଛକୁ ଫିସେରୀ ବିଭାଗ ବିକ୍ରି କରିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଗତ ଗୁରୁବାର ରମ୍ଭା ଫରେଷ୍ଟର ପ୍ରଶାନ୍ତ ରାଓ, ଏଏଫଓ ଅମୀୟ ରଞ୍ଜନ ନାୟକ, ତପନ ନନ୍ଦ ଓ ସହକର୍ମୀ ସମୁଦ୍ର ମଧ୍ୟରେ ପାଟ୍ରୋଲଂ କରୁଥିବା ବେଳେ ଆନ୍ଧ୍ରର ଏହି ୨ ଟ୍ରଲର ନୋ ଫିସିଂ ଜୋନ ମଧ୍ୟରେ ମାଛ ମାରୁଥିବା ବେଳେ ଜବତ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri