Posted inଜାତୀୟ

ଜମ୍ମୁ-କଶ୍ମୀରରେ ଆତଙ୍କୀଙ୍କ ସହିତ ଏନକାଉଣ୍ଟରରେ ଦୁଇ ଯବାନ ସହିଦ

ନୂଆଦିଲ୍ଲୀ, ୨୨।୧୧: ବୁଧବାର ଜମ୍ମୁ କଶ୍ମୀରର ରଜୌରୀ ଜିଲାରେ ଆତଙ୍କବାଦୀଙ୍କ ସହ ହୋଇଥିବା ଏନକାଉଣ୍ଟରରେ ଦୁଇଜଣ ଯବାନ ସହିଦ ହୋଇଛନ୍ତି। ଧର୍ମସାଲ ବାଜିମାଲ ଅଞ୍ଚଳରେ ସେନା ଏବଂ ଜମ୍ମୁ କଶ୍ମୀର ପୋଲିସର ମିଳିତ ବାହିନୀ ସର୍ଚ୍ଚ ଅପରେସନ ସମୟରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏନକାଉଣ୍ଟରରେ ଆରମ୍ଭ ହୋଇଥିଲା।

ବର୍ତ୍ତମାନ ମଧ୍ୟ ସର୍ଚ୍ଚ ଅପରେସନ ଜାରି ରହିଥିବା ସୂଚନା ଦେଇଛନ୍ତି ଅଧିକାରୀ। ପିଟିଆଇ ରିପୋର୍ଟ ଅନୁଯାୟୀ ଘଟଣାସ୍ଥଳରେ ଦୁଇ ଆତଙ୍କୀ ଲୁଚି ରହିଥିବା ସନ୍ଦେହ କରାଯାଉଛି। ସହିଦ ଦୁଇ ଜଣଙ୍କ ମଧ୍ୟରେ ଜଣେ ଅଧିକାରୀ, ଅନ୍ୟଜଣେ ସୈନିକ ରହିଛନ୍ତି ଏବଂ ଅନ୍ୟ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି। ଆହତଙ୍କୁ ତୁରନ୍ତ ହସ୍ପିଟାଲ ପଠାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ…

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri