ବାହାର ଜିଲାକୁ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଦୁଇ ଗିରଫ

ଦାରିଙ୍ଗବାଡ଼ି,୧ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦେଇ ବାହାର ଜିଲାକୁ ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ପୋଲିସ ଦୁଇ ଜଣକୁ ଗିରଫ କରିବା ସହ ସେମାନଙ୍କଠାରୁ ୫ କେଜି ଗଞ୍ଜେଇ ଜବତ କରିଥିବା ଦାରିଙ୍ଗବାଡ଼ି ଆଇଆଇସି ଆନନ୍ଦ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ଦୁଇ ଅଭିଯୁକ୍ତ ହେଲେ ଗଞ୍ଜାମ ଜିଲା ଆସିକା ଥାନା ଅଞ୍ଚଳର ସନ୍ତୋଷ ବେହେରା ଏବଂ ନିରଞ୍ଜନ ସ୍ବାଇଁ। ସେମାନେ ଏକ ସ୍କୁଟିରେ ଏହି ଗଞ୍ଜେଇ ନେଇ ଗଞ୍ଜାମ ଅଭିମୁଖେ ଯାଉଥିଲେ। ସେମାନଙ୍କ ନାମରେ ବେଆଇନ ନିଶା କାରବାର ଅଭିଯୋଗରେ ପୋଲିସ ୧୭୫/୨୩ରେ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ କରାଯାଉଥିବା ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଆସୁନି ନେଟୱାର୍କ, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ

ଖଜୁରିପଡ଼ା,୨୭ା୭(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଗୁଦାରି ଗାଁରେ ଦୀର୍ଘ ଦିନ ହେବ ନେଟୱାର୍କ ସମସ୍ୟା ଲାଗିରହିଛି। ଏହି ଗାଁଟି ଫୁଲବାଣୀ ସହରଠାରୁ ମାତ୍ର ୨ କିଲୋମିଟିର ଦୂରରେ…

ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଅନ୍ଧାରରେ ଗାଁ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ…

ବିଦ୍ୟୁତ କାଟ ଘୋଷଣାର ୬ ଘଣ୍ଟା ପୂର୍ବରୁ ବିଦ୍ୟୁତ ସେବା ଅଚଳ ଅନ୍ଧାରରେ ଦାରିଙ୍ଗବାଡି ଅଞ୍ଚଳ

ଦାରିଙ୍ଗବାଡି, ୨୬/୭ (ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଦୀର୍ଘ ସମୟ ଧରି ବିଦ୍ୟୁତ ସେବା ଠପ୍ ହୋଇଯାଇଛି। ବିଳମ୍ବିତ ରାତିଠାରୁ ଉକ୍ତ ବ୍ଲକରେ…

ମହାପ୍ରଭୁଙ୍କୁ ସୁନାବେଶରେ ଦର୍ଶନ କରି ଭକ୍ତ ବିଭୋର

ଜି.ଉଦୟଗିରି,୨୫।୭(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠି): ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କ ପବିତ୍ର ସୁନାବେଶ ଅନୁଷ୍ଠିତ ହୋଇଛି। ତିନି ରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହଙ୍କ ସୁନା ବେଶ…

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

ପରମ୍ପରା ଛାଡ଼ି ଆଧୁନିକ ଆଡ଼କୁ ସିମନବାଡ଼ି ରଥଯାତ୍ରା: ଜନଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡ଼ି,୨୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୁକ୍ରବାର ବାହୁଡ଼ା ଯାତ୍ରା ପାଇଁ ଉତ୍ସବ ମୁଖର ବ୍ଲକ ଅଞ୍ଚଳର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ, ଗଦାପୁର ଏବଂ…

ରାଇକିଆରେ ବାହୁଡ଼ା ଯାତ୍ରା, ଛେରା ପହଁରା ପାଇଁ ବିଡିଓ…

ରାଇକିଆ,୨୪ା୭(ପ୍ରଦୀପ ବେହେରା): ଆଜି ବାହୁଡ଼ା ଯାତ୍ରା। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିର ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri